ବାଇକ୍ରେ ଗାଈ ନେଇ ଯାଉଛନ୍ତି ଯୁବକ: ଭିଡିଓ ଭାଇରାଲ
ଇସ୍ଲାମବାଦ,୨୭।୫: ପାକିସ୍ତାନରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତି ନିଜ ବାଇକରେ ଗୋଟିଏ ଗାଈକୁ ବସାଇ ନେଇଯାଉଛନ୍ତି। ରାସ୍ତାରେ ଯାଉଥିବା କିଛି ବ୍ୟକ୍ତି ଏହାର ଭିଡିଓ କରି ସୋସିଆଲ…
ପାକିସ୍ତାନସ୍ଥିତ ଗୁରୁ ନାନକ ମହଲରେ ଭଙ୍ଗାରୁଜା
ଲାହୋର, ୨୭।୫: ପାକିସ୍ତାନର ପଞ୍ଜାବ ସହରରେ ଥିବା ଐତିହାସିକ ଗୁରୁ ନାନକ ମହଲରେ ବ୍ୟାପକ ଭଙ୍ଗାରୁଜା ହୋଇଛି। ସ୍ଥାନୀୟ ଲୋକେ ମିଶି ମହଲର ଅଧା ଅଂଶ ଭାଙ୍ଗିବା ସହ କବାଟ ଝରକା ବିକି ଦେଇଛନ୍ତି। ୪ମହଲା ବିଶିଷ୍ଟ ଏହି ମହଲରେ ଶିଖ୍…
ସରକାରୀ କର୍ମଚାରୀ ଯାଉଥିବା ବସ୍କୁ ଟାର୍ଗେଟ କଲେ ଆତଙ୍କବାଦୀ
କାବୁଲ,୨୭।୫: ଆଫଗାନୀସ୍ତାନର କାବୁଲ ସହର ଦେଇ ସରକାରୀ କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବସ୍କୁ ଟାର୍ଗେଟ କରିଛନ୍ତି ଆତଙ୍କବାଦୀ। ଏହି ବସ୍କୁ ଟାର୍ଗେଟ କରି ସେମାନେ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ୍ ଡିଭାଇସ୍(ଆଇଇଡି) ବିସ୍ଫୋରଣ କରିଛନ୍ତି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା…
କୋଙ୍ଗୋ ଡଙ୍ଗା ବୁଡ଼ିରେ ପ୍ରାଣ ହରାଇଲେ ୩୦ ଯାତ୍ରୀ
କୋଙ୍ଗୋ,୨୭।୫: ପଶ୍ଚିମ କୋଙ୍ଗୋ ଗଣତାନ୍ତ୍ରିକ ରାଜ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଉକ୍ତ ଅଞ୍ଚଳରେ ଥିବା ଏକ ହ୍ରଦରେ ଡଙ୍ଗା ବୁଡ଼ିବାରୁ ୩୦ଜଣଙ୍କ ମୃତ୍ୟୁ ହୋଇଛି। ଏଥିସହ ବହୁ ଲୋକ ଏବେ ବି ନିଖୋଜ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶନିବାର…
ପେଟୁଆ ପୋଲିସଙ୍କ ଓଜନ ହ୍ରାସ ପାଇଁ ଥାଇଲାଣ୍ଡ ସରକାରଙ୍କ ଅଭିନବ ଯୋଜନା
ଥାଇଲାଣ୍ଡ, ୨୭।୫: ପେଟୁଆ ପୋଲିସଙ୍କ ଓଜନ କମାଇବା ପାଇଁ ଥାଇଲାଣ୍ଡ ସରକାର ଅଭିନବ ଯୋଜନା ଆପଣାଇଛନ୍ତି। ପେଟ ବାହାରିଥିବା ପୋଲିସ ଅଫିସରଙ୍କ ପାଇଁ ସେଠାରେ ଏକ ଓଜନ କମାଇବା କ୍ୟାମ୍ପ୍ ପ୍ରସ୍ତୁତ କରାଯାଇଛି। ଏହି କ୍ୟାମ୍ପ୍ର ନାଁ ରହିଛି ‘ବେଲି ଡେଷ୍ଟ୍ରକସନ୍’।…
ବିବାହ ବିଚ୍ଛେଦ ପାଇଁ ସରଳ କରାଯାଉ ଆଇନ
ଡବଲିନ,୨୭।୫: ଆୟରଲାଣ୍ଡରେ ବିବାହ ବିଚ୍ଛେଦ ଆଇନକୁ ସରଳୀକରଣ କରିବା ପାଇଁ ୮୨ ପ୍ରତିଶତ ଲୋକ ଦାବି କରିଛନ୍ତି। ଏଥିପାଇଁ ସ୍ଥାନୀୟ ଲୋକେ ରାସ୍ତାକୁ ଓହ୍ଲାଇଥିବା ଜଣାପଡ଼ିଛି। ବିବାହ ବିଚ୍ଛେଦ ପ୍ରକ୍ରିୟାକୁ ସରଳ ବା ସହଜ କରିବା ପାଇଁ ଜନମତ ନିଆଯାଉ ବୋଲି…
ଭୟାବହ ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଲେ ଯୁବକ
ରୋମ,୨୭।୫: ରୋମ ସହରରେ ଥିବା ଏକ ଘରେ ଭିଷଣ ନିଆଁ ଲାଗିଯାଇଥିବାର ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ଯୁବକ ନିଜର ଉପସ୍ଥିତି ବୁଦ୍ଧି ଖଟାଇ ନିଆରା ଉପାୟରେ ଜୀବନ ବଞ୍ଚାଇଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଉକ୍ତ ସହରରେ ଥିବା…
କାବୁଲରେ ଆଇଇଡି ବିସ୍ଫୋରଣ
କାବୁଲ,୨୭।୫:ଆଫଗାନୀସ୍ତାନ କାବୁଲରେ ସୋମବାର ଆଇଇଡି ବିସ୍ଫୋରଣରେ ଏକ ବସ୍ ଧ୍ୱଂସ ହୋଇଯାଇଛି। ଏହି ଘଟଣାରେ ୧୦ ଲୋକ ଆହତ ହୋଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଧାର୍ମିକ ତଥା ହଜ୍ ମନ୍ତ୍ରଣାଳୟର ବସ୍କୁ ଟାର୍ଗେଟ୍ କରାଯାଇଥିବା କୁହାଯାଉଛି। ପୂର୍ବରୁ ରବିବାର…
ବ୍ରିଟେନ ପ୍ରଧାନମନ୍ତ୍ରୀ ଦୌଡ଼ରେ ୮ ଦାବିଦାର
ଲଣ୍ଡନ,୨୭ା୫(ପି.ଟି.): ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଅଲଗା ହେବା ପାଇଁ ଚାଲିଥିବା ବ୍ରେକ୍ଜିଟ୍ ଆଲୋଚନା ବିଫଳ ହେବା ପରେ ପ୍ରଧାନମନ୍ତ୍ରୀ ଥେରେସା ମେ ଇସ୍ତାଫା ଘୋଷଣା କରିସାରିଛନ୍ତି। ସେ ସରକାରୀ ବାସଭବନ ଡାଉନିଂ ଷ୍ଟ୍ରିଟ୍ରୁ ଜୁନ୍ ୭ରେ ବିଦାୟ ନେବେ। ଏହା…
ଜୁନ୍ରେ ମୋଦି-ଟ୍ରମ୍ପ ଭେଟ
ଓ୍ବାଶିଂଟନ,୨୬ା୫(ପି.ଟି.): ଜୁନ୍ରେ ଜି-୨୦ ସମିଟ୍ ଜାପାନରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ଲାଗି ଉଭୟ ନେତା ରାଜି ହୋଇଛନ୍ତି। ଭାରତ-ଆମେରିକା ରଣନୀତିକ ସମ୍ପର୍କକୁ ଆହୁରି…
ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାମାଫୋସା
ଜୋହାନ୍ସବର୍ଗ,୨୬ା୫(ପି.ଟି.): ଆଫ୍ରିକୀୟ ଜାତୀୟ କଂଗ୍ରେସ (ଏଏନ୍ସି) ମୁଖ୍ୟ ସିରିଲ୍ ରାମାଫୋସା ଶନିବାର ଦେଶର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଷଷ୍ଠ ସାଧାରଣ ନିର୍ବାଚନ ପରେ ପାର୍ଲାମେଣ୍ଟ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ରାଷ୍ଟ୍ରପତି ନିର୍ବାଚିତ କରିଥିଲା। ରାଜଧାନୀ ପ୍ରେଟୋରିଆର ଲୋଫଟସ୍ ଭର୍ସଫେଲ୍ଡ ଷ୍ଟାଡିୟମ୍ରେ…
ମୋଦିଙ୍କ ଦ୍ୱିତୀୟ ଇନିଂସ୍ରେ ଭୟଭୀତ ଦାଉଦ୍: ଆଇଏସ୍ଆଇ ସହିତ ବୈଠକ
ଇସଲାମାବାଦ୍,୨୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍ରେ ଅଣ୍ଡରଓ୍ବାଲ୍ଡ୍ ଡନ୍ ଦାଉଦ୍ ଇବ୍ରାହିମ୍ ବେଶ୍ ଭୟଭୀତ ହୋଇଯାଇଛନ୍ତି। ସେ ଭବିଷ୍ୟତ ଯୋଜନା ସମ୍ପର୍କରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍ଆଇ ସହିତ ବୈଠକ କରିଥିବା କୁହାଯାଉଛି। ଭାରତୀୟ ଗୋଇନ୍ଦା ସଂସ୍ଥା ଆମେରିକା ତଥା…

