ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ
ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। ଏହାକୁ ଇଣ୍ଡୋନେସିଆ ଶିଳ୍ପୀକାର ପଦ୍ମଶ୍ରୀ ବାପାକ୍ ନୟୋମାନ୍ ନୁଆରତା ପ୍ରସ୍ତୁତ କରିଛନ୍ତି। ଏଥିରେ ରାମାୟଣର ବିଭିନ୍ନ କଥାବସ୍ତୁକୁ ସ୍ଥାନୀତ…
୩ ବର୍ଷ ପରେ ପୁଣି ଥରିଲା ନେପାଳ
କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୨ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ନେପାଳର ଧାନ୍ଦିଙ୍ଗ…
ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା
କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। ଶ୍ରୀଲଙ୍କାର ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ରୁଓ୍ବାନ ଓ୍ବିଜେବର୍ଦ୍ଦନେ ମଙ୍ଗଳବାର ଏଭଳି ସଂସଦରେ କହିଛନ୍ତି। ତଦନ୍ତରୁ ତାହା ଜଣାପଡିଥିବା ସେ…
କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା
କାଲିଫର୍ନିଆ,୨୩।୪: ଆମେରିକାର କାଲିଫର୍ନିଆରେ ଜଣେ ମହିଳା ୭ଟି କୁକୁର ଛୁଆଙ୍କୁ ଏକ ପ୍ଲାଷ୍ଟିକ୍ ବ୍ୟାଗରେ ଭର୍ତ୍ତି କରି ଜିପ୍ରେ ଆସି ରାସ୍ତା କଡରେ ରଖାଯାଇଥିବା ଏକ ଡଷ୍ଟ ବିନ୍ରେ ପକାଇ ଦେଇଥିଲେ। ସେହି ସମୟର ଦୃଶ୍ୟ ନିକଟରେ ଥିବା ଦୋକାନରେ ଲାଗିଥିବା…
ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍ ଅଗ୍ନି ନିର୍ବାପକ ଯନ୍ତ୍ର
ଟୋକିଓ,୨୩।୪: ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବା ପାଇଁ ବୈଜ୍ଞାନିକ ଏକ ନୂତନ ଅଗ୍ନି ନିର୍ବାପକ ଯନ୍ତ୍ର ନିର୍ମାଣ କରିଛନ୍ତି। ଏହା ସାଧାରଣ ଅଗ୍ନି ନିର୍ବାପକ ଯନ୍ତ୍ରର ବିପରୀତ ଶୈଳୀରେ କାର୍ଯ୍ୟ କରିବ। ସାଧାରଣ ଯନ୍ତ୍ର ନିଆଁ ଉପରେ ରାସାୟନିକ ପଦାର୍ଥ…
ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି
ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ ଇନଷ୍ଟିଚ୍ୟୁଟ ଅଫ୍ ଭୋଲକାନୋଲୋଜି ଆଣ୍ଡ ସିସମୋଲୋଜିର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ କାଷ୍ଟିଲିଜସ୍ ସହରରୁ…
ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର
କଲମ୍ବୋ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ୮ଟି ସିରିଏଲ ବୋମା ବିସ୍ଫୋରଣ ପଛରେ ସ୍ଥାନୀୟ ଇସ୍ଲାମିଷ୍ଟ ଏକ୍ସଟ୍ରିମିଷ୍ଟ ଗ୍ରୁପ ବା ନ୍ୟାଶନାଲ ତୋହିଥ ଜମାଥ(ଏନ୍ଟିଜେ)ର ହାତ ଥିବା ସନ୍ଦେହ କରିଥିବା ପ୍ରକାଶ କରିଛନ୍ତି ସରକାରୀ ପ୍ରବକ୍ତା ରଜିଥା ସେନାରତ୍ନେ। ଏହାକୁ ନେଇ ସରକାର ଗୁପ୍ତ…
ୟୁଟ୍ୟୁବ୍ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା
ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ। ବ୍ରିଟେନର ୧୬ ବର୍ଷର ବାଳକ ଏଡଓ୍ବାର୍ଡ ରିକେଟ୍ସ…
ଚାଇନା ମନାଇଲା ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ: ଆକାଶରେ ଉଡ଼ିଲା ରଙ୍ଗବେରଙ୍ଗ ଗୁଡ଼ି
ଚାଇନା,୨୨।୪: ଚାଇନାର ଓ୍ବିଫାଙ୍ଗରେ ବହୁ ଧୁମ୍ଧାମ୍ରେ ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ ପାଳିତ ହୋଇଛି। ଏହି ଅବସରରେ ୩୦ ଦେଶରୁ ୪ଶହରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ। ଦିନସାରା ଚାଲୁଥିବା ଏହି କାର୍ଯ୍ୟକ୍ରମରେ ଆକାଶରେ ହଜାର ହଜାର ରଙ୍ଗବେରଙ୍ଗ ଓ ବିଭିନ୍ନ…
୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ
ବେଜିଂ,୨୨।୪: ଚାଇନା ବୁହାନରେ ବାସ କରୁଥିବା ଜଣେ ବ୍ୟକ୍ତି ଗତ ୧୧ ବର୍ଷ ହେଲା ପହଁରି ଅଫିସ୍ ଯାଉଛନ୍ତି। ୟାଙ୍ଗ୍ଜୀ ନଦୀରେ ୨.୨ କିଲୋମିଟର ପହଁରିବାକୁ ୫୩ ବର୍ଷ ବୟସ୍କ ଝୁ ବିବୁଙ୍କୁ ୩୦ ମିନିଟ୍ ସମୟ ଲାଗିଥାଏ। ତେବେ ଟ୍ରେନ୍ରେ…
ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ
କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। ଏହି…
ପ୍ରତି ୩ ମିନିଟ୍ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର
ଓ୍ବାଶିଂଟନ୍,୨୨।୪: ଦକ୍ଷିଣ କାର୍ଲିଫର୍ନିଆରେ ପ୍ରତି ୩ ମିନିଟ୍ରେ ଥରେ ହେଉଛି ଭୂକମ୍ପ। ଦିନରେ ହାରାହାରି ୪ଶହ ୯୫ ଥର ଏଠାକାର ଭୂଇଁ ଥରୁଛି। ୨୦୦୮ରୁ ୨୦୧୭ ମଧ୍ୟରେ ଗତ ୯ ବର୍ଷରେ ଏଠାରେ ୨୦ ଲକ୍ଷ ଥର ଭୂକମ୍ପ ହୋଇଥିବା ସାନ୍…

