ଅନ୍ତର୍ଜାତୀୟ

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। ଫିଲିପାଇନ ଇନଷ୍ଟିଚ୍ୟୁଟ ଅଫ୍‌ ଭୋଲକାନୋଲୋଜି ଆଣ୍ଡ ସିସମୋଲୋଜିର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ରସ୍ଥଳ କାଷ୍ଟିଲିଜସ୍‌ ସହରରୁ…

ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର

କଲମ୍ବୋ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ୮ଟି ସିରିଏଲ ବୋମା ବିସ୍ଫୋରଣ ପଛରେ ସ୍ଥାନୀୟ ଇସ୍‌ଲାମିଷ୍ଟ ଏକ୍ସଟ୍ରିମିଷ୍ଟ ଗ୍ରୁପ ବା ନ୍ୟାଶନାଲ ତୋହିଥ ଜମାଥ(ଏନ୍‌ଟିଜେ)ର ହାତ ଥିବା ସନ୍ଦେହ କରିଥିବା ପ୍ରକାଶ କରିଛନ୍ତି ସରକାରୀ ପ୍ରବକ୍ତା ରଜିଥା ସେନାରତ୍ନେ। ଏହାକୁ ନେଇ ସରକାର ଗୁପ୍ତ…

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ। ବ୍ରିଟେନର ୧୬ ବର୍ଷର ବାଳକ ଏଡଓ୍ବାର୍ଡ ରିକେଟ୍ସ…

ଚାଇନା ମନାଇଲା ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ: ଆକାଶରେ ଉଡ଼ିଲା ରଙ୍ଗବେରଙ୍ଗ ଗୁଡ଼ି

ଚାଇନା,୨୨।୪: ଚାଇନାର ଓ୍ବିଫାଙ୍ଗରେ ବହୁ ଧୁମ୍‌ଧାମ୍‌ରେ ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ ପାଳିତ ହୋଇଛି। ଏହି ଅବସରରେ ୩୦ ଦେଶରୁ ୪ଶହରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ। ଦିନସାରା ଚାଲୁଥିବା ଏହି କାର୍ଯ୍ୟକ୍ରମରେ ଆକାଶରେ ହଜାର ହଜାର ରଙ୍ଗବେରଙ୍ଗ ଓ ବିଭିନ୍ନ…

୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

ବେଜିଂ,୨୨।୪: ଚାଇନା ବୁହାନରେ ବାସ କରୁଥିବା ଜଣେ ବ୍ୟକ୍ତି ଗତ ୧୧ ବର୍ଷ ହେଲା ପହଁରି ଅଫିସ୍‌ ଯାଉଛନ୍ତି। ୟାଙ୍ଗ୍‌ଜୀ ନଦୀରେ ୨.୨ କିଲୋମିଟର ପହଁରିବାକୁ ୫୩ ବର୍ଷ ବୟସ୍କ ଝୁ ବିବୁଙ୍କୁ ୩୦ ମିନିଟ୍‌ ସମୟ ଲାଗିଥାଏ। ତେବେ ଟ୍ରେନ୍‌ରେ…

ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। ଏହି…

ପ୍ରତି ୩ ମିନିଟ୍‌ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର

ଓ୍ବାଶିଂଟନ୍‌,୨୨।୪: ଦକ୍ଷିଣ କାର୍ଲିଫର୍ନିଆରେ ପ୍ରତି ୩ ମିନିଟ୍‌ରେ ଥରେ ହେଉଛି ଭୂକମ୍ପ। ଦିନରେ ହାରାହାରି ୪ଶହ ୯୫ ଥର ଏଠାକାର ଭୂଇଁ ଥରୁଛି। ୨୦୦୮ରୁ ୨୦୧୭ ମଧ୍ୟରେ ଗତ ୯ ବର୍ଷରେ ଏଠାରେ ୨୦ ଲକ୍ଷ ଥର ଭୂକମ୍ପ ହୋଇଥିବା ସାନ୍‌…

କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା ୪୫୦ ଟପିଛି। ଆହତଙ୍କୁଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଧାନୀ କଲମ୍ବୋ ସମେତ…

ରାଣୀ ଏଲିଜାବେଥ୍‌ଙ୍କୁ ୯୩

ଲଣ୍ଡନ,୨୨ା୪: ବ୍ରିଟେନ ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରବିବାର ୯୩ ବର୍ଷରେ ପଦାର୍ପଣ କରିଛନ୍ତି। ପଶ୍ଚିମ ଲଣ୍ଡନର ସେଣ୍ଟ୍‌ ଜର୍ଜ ଚାପେଲରେ ରାଜ ପରିବାର ସଦସ୍ୟମାନଙ୍କ ଗହଣରେ ରାଣୀ ଜନ୍ମଦିନ ଓ ଇଷ୍ଟର ପର୍ବ ପାଳନ କରିଥିଲେ। ପ୍ରତିବର୍ଷ ରାଣୀଙ୍କର ଦୁଇଟି ଜନ୍ମଦିନ…

ମୃତକଙ୍କ ମଧ୍ୟରେ ୩ ଭାରତୀୟ

ନୂଆଦିଲ୍ଲୀ,୨୨ା୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ସିରିଜ ବିସ୍ଫୋରଣରେ ୨୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୩ ଜଣ ଭାରତୀୟ ଅଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଶ୍ରୀଲଙ୍କାର ଜାତୀୟ ହସ୍ପିଟାଲ ସୂତ୍ରରୁ ଏହି ସୂଚନା…

ଭୁଲ୍‌ ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୪(ପି.ଟି.): ଶ୍ରୀଲଙ୍କାରେ ଇଷ୍ଟର ପାଳନ ବେଳେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୨୧୫ ନିହତ ଓ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଏହାକୁ ନେଇ ଶୋକବ୍ୟକ୍ତ କରିବାକୁ ଯାଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭୁଲ୍‌ ଟୁଇଟ୍‌ କରିଛନ୍ତି। ଟ୍ରମ୍ପ୍‌ ନିଜ ଟୁଇଟର୍‌…

ଲକ୍ଷାଧିକ ଲୋକଙ୍କ ପାସଓ୍ବାର୍ଡ ‘୧୨୩୪୫୬

ଲଣ୍ଡନ,୨୨ା୪(ପି.ଟି): ବିଶ୍ୱର ଲକ୍ଷଲକ୍ଷ ଲୋକ ଗୁରୁତ୍ୱପୂର୍ଣ୍ଣ ଆକାଉଣ୍ଟ ପାଇଁ ସହଜରେ ମନେରହିବା ଭଳି ପାସଓ୍ବାର୍ଡ ‘୧୨୩୪୫୬’ ଏବଂ ‘କ୍ୟୁଡବ୍ଲ୍ୟୁଇଆରଟିଓ୍ବାଇ’ ବ୍ୟବହାର କରୁଥିବା ଏକ ଅଧ୍ୟୟନରୁ ଜାଣିବାକୁ ମିଳିଛି। ବ୍ରିଟେନ୍‌ର ନ୍ୟାଶନାଲ ସାଇବର ସିକ୍ୟୁରିଟି ସେଣ୍ଟର (ଏନ୍‌ସିଏସ୍‌ସି) ଦ୍ୱାରା ତଥ୍ୟ ବିଶ୍ଳେଷଣରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?