PoK ଖାଲି କର ନଚେତ୍ ଭୋଗିବ ପରିଣାମ: ପାକିସ୍ତାନକୁ ଧମକ ଦେଲା ଭାରତ
ନୂଆଦିଲ୍ଲୀ,୨୫।୩: ଜାତିସଂଘ (UN) ସୁରକ୍ଷା ପରିଷଦରେ ଭାରତ ପୁଣିଥରେ ପାକିସ୍ତାନକୁ ତାର କାର୍ଯ୍ୟକଳାପ ପାଇଁ ଘେରିଛି। ଶାନ୍ତି ବଜାୟ ରଖିବା ପ୍ରସଙ୍ଗରେ ଆଲୋଚନାବେଳେ ପାକିସ୍ତାନ ପୁଣି ଥରେ ଜମ୍ମୁ-କାଶ୍ମୀର ପ୍ରସଙ୍ଗ ଉଠାଇଥିଲା। ଏଥର ମଧ୍ୟ ଭାରତ ପଡ଼ୋଶୀ ଦେଶକୁ କଡ଼ା...
ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ: ଭୟରେ ଲୋକେ ଦୌଡ଼ିଲେ
ଅକଲାଣ୍ଡ,୨୫।୩: ନ୍ୟୁଜିଲାଣ୍ଡର ରିଭରଟନ ଉପକୂଳରେ ମଙ୍ଗଳବାର ୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯୁକ୍ତରାଷ୍ଟ୍ର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଏକ ପୋଷ୍ଟ ମାଧ୍ୟମରେ ଭୂମିକମ୍ପ ବିଷୟରେ ସୂଚନା ଶେୟାର କରିଛି। ରିଭରଟନର ପଶ୍ଚିମ-ଦକ୍ଷିଣପଶ୍ଚିମ (WSW) ୧୫୯ କିଲୋମିଟର...
ପୁଟିନଙ୍କଠାରୁ ଦୂରେଇ ରୁହନ୍ତୁ, କେବେବି ଆରମ୍ଭ କରିପାରନ୍ତି ବିଶ୍ୱଯୁଦ୍ଧ, କିଏ ଦେଲେ ଏମିତି ଭବିଷ୍ୟବାଣୀ ଜାଣନ୍ତୁ…
ଲଣ୍ଡନ,୨୪।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ କରିବା ପାଇଁ ପ୍ରୟାସ ଚାଲିଛି। ଆମେରିକା ଏହି ଯୁଦ୍ଧକୁ ଶେଷ କରିବାକୁ ଚେଷ୍ଟା କରୁଛି। କିନ୍ତୁ ଏହି ସମୟରେ ଜଣେ ବ୍ରିଟିଶ ଜେନେରାଲ ତୃତୀୟ ବିଶ୍ୱଯୁଦ୍ଧ ବିଷୟରେ ଚେତାବନୀ ଦେଇଛନ୍ତି।...
ଟ୍ରମ୍ପଙ୍କ ପୂର୍ବତନ ବୋହୂଙ୍କ ସହିତ ସମ୍ପର୍କ ନିଶ୍ଚିତ କଲେ ଟାଇଗର ଉଡ୍ସ, ଆଗରୁ ୧୨୦ ଜଣ ମହିଳାଙ୍କ ସହିତ…
ନୂଆଦିଲ୍ଲୀ,୨୪।୩: ଟାଇଗର ଉଡ୍ସ ରବିବାର ସୋସିଆଲ ମିଡିଆରେ ଏକ ସଂକ୍ଷିପ୍ତ ପୋଷ୍ଟରେ ଡୋନାଲ୍ଡ ଟ୍ରମ୍ପଙ୍କ ପୂର୍ବତନ ବୋହୂଙ୍କ ସହିତ ତାଙ୍କର ପ୍ରେମକୁ ନିଶ୍ଚିତ କରିବାର ଅସାଧାରଣ ପଦକ୍ଷେପ ନେଇଛନ୍ତି। ଗଲ୍ଫ ସୁପରଷ୍ଟାର ଉଡ୍ସ ତାଙ୍କ ବ୍ୟକ୍ତିଗତ ଜୀବନକୁ ସାମାଜିକ ଗଣମାଧ୍ୟମଠାରୁ...
ୟୁନୁସଙ୍କ ସହ ବୈଠକ କରିବେ ମୋଦି? ଦ୍ୱିପାକ୍ଷିୟ ବାର୍ତ୍ତା ଉପରେ ବିଚାର କରୁଛି ଭାରତ
ନୂଆଦିଲ୍ଲୀ/ଢାକା,୨୪।୩: ଆଗାମୀ BIMSTEC ଶିଖର ସମ୍ମିଳନୀରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ପାଇଁ ବାଂଲାଦେଶର ଅନୁରୋଧକୁ ଭାରତ ସରକାର ଏବେ ବିଚାର କରୁଛନ୍ତି। ସଂସଦୀୟ କମିଟି...
Canada Elections: ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ଏପ୍ରିଲରେ ହେବ ଭୋଟିଂ
ଓଟାଓ୍ବା,୨୪।୩: କାନାଡାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନି ସାଧାରଣ ନିର୍ବାଚନ ଘୋଷଣା କରିଛନ୍ତି। ଏବେ କାନାଡାରେ ୨୮ ଏପ୍ରିଲରେ ଭୋଟ ଗ୍ରହଣ କରାଯିବ। ଏହାର ଅର୍ଥ ହେଉଛି ଆଜିଠାରୁ ଠିକ ଗୋଟିଏ ମାସ ପରେ କାନାଡାରେ ଏକ ନୂତନ ସରକାର...
ପୁଟିନ୍ଙ୍କ ରାସ୍ତାରେ ଏର୍ଡୋଗାନ୍
ଇସ୍ତାନବୁଲ,୨୪ା୩: ତୁର୍କୀରେ ଗତ ରାଷ୍ଟ୍ରପତି ନିର୍ବାଚନ ୨୦୨୩ ମେ’ ୧୪ରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ନିର୍ବାଚନ ୨୦୨୮ ମେ’ ୭ରେ ହେବାକୁ ଯାଉଛି। ବର୍ତ୍ତମାନର ରାଷ୍ଟ୍ରପତି ରେସେପ୍ ତୈୟିପ୍ ଏର୍ଡୋଗାନ୍ଙ୍କ ବିରୋଧରେ ଆଗାମୀ ନିର୍ବାଚନରେ ପ୍ରାର୍ଥୀ ହେବାକୁ ଥିବା ମୁଖ୍ୟ...
ଆମେରିକାର ପୂର୍ବତନ ଆଟର୍ନିଙ୍କ ସନ୍ଦେହଜନକ ମୃତ୍ୟୁ
ଓ୍ବାଶିଂଟନ,୨୩ା୩: ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍ ଗତ ଜାନୁଆରୀରେ କ୍ଷମତାକୁ ଆସିବା ପରେ ଆଟର୍ନି ପଦ ଛାଡ଼ିଥିବା ଜେସିକା ଆବେରଙ୍କ ମୃତଦେହ ତାଙ୍କ ଭିର୍ଜିନିଆସ୍ଥିତ ବାସଭବନରୁ ମିଳିଛି। ଏହି ୪୩ ବର୍ଷୀୟ ଆଇନଜୀବୀଙ୍କ ସନ୍ଦେହଜନକ ମୃତ୍ୟୁକୁ...
ଚାଇନାର ଏହି ୫ ସାମଗ୍ରୀ ଉପରେ ଶୁଳ୍କ ଲଗାଇଲା ଭାରତ
ନୂଆଦିଲ୍ଲୀ,୨୩ା୩: ସ୍ଥାନୀୟ ଶିଳ୍ପସଂସ୍ଥାଗୁଡ଼ିକର ସୁରକ୍ଷା ପାଇଁ ଭାରତ ସରକାର ଚାଇନାରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀ ଉପରେ ଆଣ୍ଟି-ଡମ୍ପିଙ୍ଗ୍ ଶୁଳ୍କ ଲଗାଇଛନ୍ତି। ଶୁଳ୍କ ଲାଗୁ କରାଯାଇଥିବା ସାମଗ୍ରୀଗୁଡ଼ିକ ହେଲା ସଫ୍ଟ ଫେରାଇଟ୍ କୋର୍, ଭାକ୍ୟୁମ ଇନ୍ସୁଲେଟେଡ୍ ଫ୍ଲାସ୍କ, ଆଲୁମିନିୟମ୍ ଫଏଲ୍,...
ଟ୍ରମ୍ପଙ୍କ ମତିଗତି ଦେଖି ବୁଝିଗଲେ ଚାଇନା ପ୍ରଧାନମନ୍ତ୍ରୀ, କହିଲେ ମୁହାଁମୁହିଁ ନୁହେଁ, ଏଣିକି…
ବେଜିଂ,୨୩ା୩: ରବିବାର ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୱିଆଙ୍ଗ ଆମେରିକୀୟ ସିନେଟର ଷ୍ଟିଭ୍ ଡାଇନ୍ସଙ୍କୁ ଭେଟିଥିଲେ। ବୈଠକରେ ଲି କହିଥିଲେ ଯେ, ବେଜିଂ ଏବଂ ଓ୍ବାଶିଂଟନ ବାଣିଜ୍ୟ ଶୁଳ୍କ ଏବଂ ଅବୈଧ ଫେଣ୍ଟାନିଲ ବାଣିଜ୍ୟକୁ ମୁକାବିଲା କରିବା ପାଇଁ ପ୍ରୟାସକୁ ନେଇ...
ଆମେରିକାରେ ଆଉ ଜଣେ ଭାରତୀୟ ବଂଶୋଦ୍ଭବ ଏବଂ ଝିଅଙ୍କୁ ଗୁଳି କରି ହତ୍ୟା, ସନ୍ଦିଗ୍ଧ ଗିରଫ
ଭର୍ଜିନିଆ,୨୩।୩: ଆମେରିକାରେ ପୁଣି ଜଣେ ଭାରତୀୟ ବଂଶୋଦ୍ଭବଙ୍କୁ ଗୁଳି କରି ହତ୍ୟା। ଏକ ଦୋକାନରେ ୫୬ ବର୍ଷୀୟ ପ୍ରଦୀପ କୁମାର ପଟେଲ ଏବଂ ତାଙ୍କ ଝିଅଙ୍କୁ ହତ୍ୟା କରାଯାଇଛି। ଘଟଣାକୁ ନେଇ ଭର୍ଜିନିଆରେ ରହୁଥିବା ଭାରତୀୟ ସମ୍ପ୍ରଦାୟରେ ଶୋକର ଛାୟା...
ଗାଜାକୁ ନର୍କ କରିଦେଲା ଇସ୍ରାଏଲ୍: ୫୦ ହଜାର ଟପିଲା ମୃତ୍ୟୁସଂଖ୍ୟା
ଦେଇର୍-ଅଲ୍ ବଲାହ,୨୩ା୩: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍ର ଦକ୍ଷିଣ ଭାଗରେ ଚଳାଇଥିବା ଏୟାରଷ୍ଟ୍ରାଇକ୍ରେ ହମାସ୍ର ବରିଷ୍ଠ ରାଜନୈତିକ ନେତାଙ୍କ ସମେତ ୩୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଅନେକ ମହିଳା ଓ ଛୋଟ ପିଲା ରହିଛନ୍ତି।...
Archives


