ଅନ୍ତର୍ଜାତୀୟ

ପ୍ରତି ୩ ମିନିଟ୍‌ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର

ଓ୍ବାଶିଂଟନ୍‌,୨୨।୪: ଦକ୍ଷିଣ କାର୍ଲିଫର୍ନିଆରେ ପ୍ରତି ୩ ମିନିଟ୍‌ରେ ଥରେ ହେଉଛି ଭୂକମ୍ପ। ଦିନରେ ହାରାହାରି ୪ଶହ ୯୫ ଥର ଏଠାକାର ଭୂଇଁ ଥରୁଛି। ୨୦୦୮ରୁ ୨୦୧୭ ମଧ୍ୟରେ ଗତ ୯ ବର୍ଷରେ ଏଠାରେ ୨୦ ଲକ୍ଷ ଥର ଭୂକମ୍ପ ହୋଇଥିବା ସାନ୍‌…

କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା ୪୫୦ ଟପିଛି। ଆହତଙ୍କୁଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଧାନୀ କଲମ୍ବୋ ସମେତ…

ରାଣୀ ଏଲିଜାବେଥ୍‌ଙ୍କୁ ୯୩

ଲଣ୍ଡନ,୨୨ା୪: ବ୍ରିଟେନ ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରବିବାର ୯୩ ବର୍ଷରେ ପଦାର୍ପଣ କରିଛନ୍ତି। ପଶ୍ଚିମ ଲଣ୍ଡନର ସେଣ୍ଟ୍‌ ଜର୍ଜ ଚାପେଲରେ ରାଜ ପରିବାର ସଦସ୍ୟମାନଙ୍କ ଗହଣରେ ରାଣୀ ଜନ୍ମଦିନ ଓ ଇଷ୍ଟର ପର୍ବ ପାଳନ କରିଥିଲେ। ପ୍ରତିବର୍ଷ ରାଣୀଙ୍କର ଦୁଇଟି ଜନ୍ମଦିନ…

ମୃତକଙ୍କ ମଧ୍ୟରେ ୩ ଭାରତୀୟ

ନୂଆଦିଲ୍ଲୀ,୨୨ା୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ସିରିଜ ବିସ୍ଫୋରଣରେ ୨୧୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ମଧ୍ୟରେ ୩ ଜଣ ଭାରତୀୟ ଅଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଟୁଇଟ୍‌ କରି ଏହା ଜଣାଇଛନ୍ତି। ଶ୍ରୀଲଙ୍କାର ଜାତୀୟ ହସ୍ପିଟାଲ ସୂତ୍ରରୁ ଏହି ସୂଚନା…

ଭୁଲ୍‌ ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୪(ପି.ଟି.): ଶ୍ରୀଲଙ୍କାରେ ଇଷ୍ଟର ପାଳନ ବେଳେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୨୧୫ ନିହତ ଓ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଏହାକୁ ନେଇ ଶୋକବ୍ୟକ୍ତ କରିବାକୁ ଯାଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭୁଲ୍‌ ଟୁଇଟ୍‌ କରିଛନ୍ତି। ଟ୍ରମ୍ପ୍‌ ନିଜ ଟୁଇଟର୍‌…

ଲକ୍ଷାଧିକ ଲୋକଙ୍କ ପାସଓ୍ବାର୍ଡ ‘୧୨୩୪୫୬

ଲଣ୍ଡନ,୨୨ା୪(ପି.ଟି): ବିଶ୍ୱର ଲକ୍ଷଲକ୍ଷ ଲୋକ ଗୁରୁତ୍ୱପୂର୍ଣ୍ଣ ଆକାଉଣ୍ଟ ପାଇଁ ସହଜରେ ମନେରହିବା ଭଳି ପାସଓ୍ବାର୍ଡ ‘୧୨୩୪୫୬’ ଏବଂ ‘କ୍ୟୁଡବ୍ଲ୍ୟୁଇଆରଟିଓ୍ବାଇ’ ବ୍ୟବହାର କରୁଥିବା ଏକ ଅଧ୍ୟୟନରୁ ଜାଣିବାକୁ ମିଳିଛି। ବ୍ରିଟେନ୍‌ର ନ୍ୟାଶନାଲ ସାଇବର ସିକ୍ୟୁରିଟି ସେଣ୍ଟର (ଏନ୍‌ସିଏସ୍‌ସି) ଦ୍ୱାରା ତଥ୍ୟ ବିଶ୍ଳେଷଣରୁ ଏହି…

ପ୍ରଭାବିତ ହେବ ଶ୍ରୀଲଙ୍କା ପର୍ଯ୍ୟଟନ ଶିଳ୍ପ

କଲମ୍ବୋ,୨୨ା୪(ପି.ଟି./ ଆଇଏଏନ୍‌ଏସ୍‌): ଶ୍ରୀଲଙ୍କାରେ ରବିବାର ଇଷ୍ଟର ପାଳନ ବେଳେ ଆତଙ୍କବାଦୀ ଆକ୍ରମଣ ଦେଶର ପର୍ଯ୍ୟଟନ ଶିଳ୍ପ ଉପରେ ପ୍ରଶ୍ନଚିହ୍ନ ଲଗାଇଦେଇଛି। ଗ୍ରୀଷ୍ମ ଅବକାଶ ସମୟରେ ଶ୍ରୀଲଙ୍କାର ବିଭିନ୍ନ ପର୍ଯ୍ୟଟନ କ୍ଷେତ୍ରକୁ ବିଶ୍ୱର ଅନେକ ଦେଶରୁ ପର୍ଯ୍ୟଟକମାନଙ୍କ ଭିଡ଼ ଲାଗିରହିଥାଏ। ହେଲେ ଏହି…

ସଂଘର୍ଷରେ ଗଲାଣି ୨୨୦ ଜୀବନ

ବେଙ୍ଘାଜି,୨୨ା୪: ଲିବ୍ୟାରେ ରାଜନୈତିକ ସଙ୍କଟ ସୃଷ୍ଟି ହୋଇଛି। ଜାତିସଂଘ ସମର୍ଥତ୍ତ ସରକାରଙ୍କୁ କ୍ଷମତାଚ୍ୟୁତ କରି ରାଜଧାନୀ ତ୍ରିପୋଲିକୁ କବ୍‌ଜା କରିବା ଲାଗି ସରକାରୀ ସୈନ୍ୟବାହିନୀ ଓ ବିଦ୍ରୋହୀଙ୍କ ମଧ୍ୟରେ ଦୁଇ ସପ୍ତାହ ଧରି ସଂଘର୍ଷ ଲାଗି ରହିଛି। ଏଥିରେ ୨୨୦ ଜଣଙ୍କ…

ଆଇଏସ୍‌ ଆକ୍ରମଣରେ ୫୦ ସିରିଆ ସୈନ୍ୟ ମୃତ

ଦାମାସ୍‌କସ୍‌,୨୧।୪: ଆଇଏସ୍‌ ଆତଙ୍କବାଦୀଙ୍କ ଆକ୍ରମଣରେ ୫୦ ଜଣ ସିରିଆ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଏନେଇ ମାନବାଧିକାର ପର୍ଯ୍ୟବେଷକଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। ଆଇଏସ୍‌ ତଥା ଅଲ୍‌ କାଏଦା ଆତଙ୍କବାଦୀଙ୍କ ଆକ୍ରମଣରେ ସୈନ୍ୟମାନଙ୍କର ଗତ ଏକ ସପ୍ତାହ ମଧ୍ୟରେ ମୃତ୍ୟୁ ଘଟିଥିବା…

ଇଷ୍ଟର ଉତ୍ସବରେ ରକ୍ତର ଛିଟା: କଲମ୍ବୋର ଚର୍ଚ୍ଚ ଏବଂ ହୋଟେଲରେ ବୋମା ବିସ୍ଫୋରଣ

କଲମ୍ବୋ,୨୧।୪: ଶ୍ରୀଲଙ୍କାରେ ଇଷ୍ଟର ଉତ୍ସବରେ ଖୁସି ଓ ଆନନ୍ଦର ବାତାବରଣରେ ପଡ଼ିଛି ରକ୍ତର ଛିଟା। ରବିବାର ଏଠାକାର ୫ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣ ହୋଇଥିବା କୁହାଯାଉଛି। ରାଜଧାନୀ କଲମ୍ବୋ ସମେତ ୮ଟି ସ୍ଥାନରେ ଏଭଳି ହୋଇଥିବା…

ୟୁଏଇରେ ହିନ୍ଦୁ ମନ୍ଦିରର ଶିଳାନ୍ୟାସ

ଆବୁ ଧାବି,୨୧।୪: ୟୁନାଇଟେଡ ଆରବ ଏମିରେଟ୍‌ସ (ୟୁଏଇ)ର ରାଜଧାନୀ ଆବୁ ଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ ହୋଇଛି। ସ୍ବାମୀନାରାୟଣନ ସଂସ୍ଥାର ମହନ୍ତ ସ୍ବାମୀ ମହାରାଜ ଉପସ୍ଥିତ ରହି ଉତ୍ସବରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ସାରା ବିଶ୍ୱରୁ ମନ୍ଦିର ନିର୍ମାଣକାରୀ ସାମାଜିକ…

ଦୁବାଇ ଏୟାରପୋର୍ଟରେ ଭାରତୀୟ ମହିଳାଙ୍କ ସନ୍ତାନ ଜନ୍ମ

ଦୁବାଇ,୨୧ା୪(ପି.ଟି): ଦୁବାଇ ଏୟାରପୋର୍ଟରେ ଜଣେ ଭାରତୀୟ ମହିଳା ଏକ ଶିଶୁ ଜନ୍ମ କରିଛନ୍ତି । ଏଥିରେ ଜଣେ ମହିଳା ଇନ୍ସପେକ୍ଟର ସହାୟତା କରିଥିଲେ। ଆସନ୍ନ ପ୍ରସବା ମହିଳାଙ୍କୁୁ ତୁରନ୍ତ ଏୟାରପୋର୍ଟର ଇନ୍ସପେକ୍ସନ୍‌ ରୁମ୍‌କୁ ନେଇଯାଇଥିଲେ ମହିଳା ଇନ୍ସପେକ୍ଟର କର୍ପୋରାଲ ହନାନ୍‌ ହୁସେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?