ଅନ୍ତର୍ଜାତୀୟ

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ କରୁଛି; ଅନ୍ୟପଟେ, ଇରାନ କ୍ଷତିପୂରଣ ଏବଂ ପ୍ରତିବନ୍ଧକ ଉଠାଇବା ପାଇଁ ତା’ର ଦାବିରେ…

ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…

ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଯୁଦ୍ଧ ଶେଷ କରିବା ପାଇଁ ୱାଶିଂଟନର…

ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ

କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି ଯେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବାନୁରେ ବିଳମ୍ବିତ ରାତିରେ ଏହି ଘଟଣା…

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି ଚାଲିଛି, ଯେତେବେଳେ ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଇରାନ ଉପରେ ଆକ୍ରମଣ…

୩ ଦିନିଆ ଅସ୍ତ୍ରବିରତି ପାଇଁ ରୁଷିଆ, ୟୁକ୍ରେନ୍‌ ରାଜି: ଟ୍ରମ୍ପ୍‌

ଓ୍ବାଶିଂଟନ,୧୦ା୫(ପି.ଟି.):ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ୩ ଦିନ ଅସ୍ତ୍ରବିରତି ଏବଂ ବନ୍ଦୀ ବିନିମୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଇଥିବା ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍‌ ନେତା ରାଜି ହୋଇଛନ୍ତି। ଟ୍ରମ୍ପ୍‌ ଏହା ଜଣାଇବା ସହ ଏହି ସୀମିତ ବିରତି…

ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ

ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ ଗୋଟିଏରେ, ୩୦ ଟନ କୋକେନ ଜବତ କରାଯାଇଥିଲା, ଯାହା ସ୍ପେନର ଇତିହାସରେ ଏହି…

ହର୍ମୁଜରେ ଆମେରିକା-ଇରାନ ବିବାଦ ଥମିବାର ନା ନେଉନାହିଁ; ପୁଣି ହେଲା କ୍ଷେପଣାସ୍ତ୍ର ସହ ଡ୍ରୋନ ଆକ୍ରମଣ

ତେହରାନ,୯।୫: ଗୁରୁବାର ବିଳମ୍ବିତ ରାତିରେ ଆମେରିକା ନୌସେନା ଦୁଇଟି ଇରାନୀ ଜାହାଜ ଏବଂ ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଦ୍ୱୀପପୁଞ୍ଜ ଉପରେ ଆକ୍ରମଣ କରି ଉପସାଗରରେ ଉତ୍ତେଜନା ବୃଦ୍ଧି କରିଛି। ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ, ଏହି ଆକ୍ରମଣ ଫଳରେ ଗୋଟିଏ ଜାହାଜରେ…

ବର୍ଷେ ପରେ ପ୍ରଥମଥର ସତ ଓଗାଳିଲା ଚାଇନା: ଭାରତ ବିରୋଧରେ…

ବେଜିଂ,୯।୫: ପ୍ରଥମଥର ପାଇଁ ଚାଇନା ଅପରେଶନ ସିନ୍ଦୂରକୁ ନେଇ ସତ ସ୍ବୀକାର କରିଛି। ଗତ ବର୍ଷ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ବିବାଦ ସମୟରେ ଭାରତରେ ‘ଅପରେଶନ ସିନ୍ଦୂର’ ଭାବରେ ଜଣାଶୁଣା ଚାଇନା ପାକିସ୍ତାନକୁ ବୈଷୟିକ ସହାୟତା ପ୍ରଦାନ କରିଥିବା…

ୟୁଏଫ୍‌ଓ ଫାଇଲ ସାର୍ବଜନୀନ କଲା ପେଣ୍ଟାଗନ୍‌

ଓ୍ବାଶିଂଟନ,୯ା୫:ପେଣ୍ଟାଗନ୍‌ ୟୁଏଫ୍‌ଓ (ଅଜ୍ଞାତ ଉଡ଼ନ୍ତା ବସ୍ତୁ) ସହ ଜଡିତ ଫାଇଲଗୁଡ଼ିକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ପ୍ରକାଶ ଆରମ୍ଭ କରିଛି। ୟୁଏଫ୍‌ଓ ଯାହାକୁ ଏବେ ଅଜଣା ଅସାମାନ୍ୟ ଘଟଣା (ୟୁଏପି) କୁହାଯାଉଥିବା ଫାଇଲ୍‌ର ରେକର୍ଡଗୁଡ଼ିକ PURSUE ନାମକ ଏକ ସରକାରୀ ପୋର୍ଟାଲରେ…

ହାନ୍ତା ଭାଇରସ୍‌ ସଂକ୍ରମିତ କ୍ରୁଜ୍‌ ଜାହାଜରେ ୨ ଭାରତୀୟ

ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍‌ ସଂକ୍ରମିତ ହୋଇଥିବା ଡଚ୍‌ର କ୍ରୁଜ୍‌ ଜାହାଜ ଏମ୍‌ଭି ହୋଣ୍ଡିଅସ୍‌ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ ହାନ୍ତା ଭାଇରସ୍‌ ୫ ଜଣଙ୍କୁ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା…

ଭାଜପାର ବଙ୍ଗ ବିଜୟକୁ ନେଇ ଏମିତି କଥା କହିଦେଲେ ଟ୍ରମ୍ପ: ରାଗରେ ନିଆଁବାଣ ହେଲେ ସଞ୍ଜୟ ରାଉତ

ଓ୍ବାଶିଂଟନ୍‌,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ବିପୁଳ ବିଜୟ ପାଇଁ କେବଳ ଦେଶ ଭିତରୁ ନୁହେଁ ବରଂ ବିଦେଶରୁ ମଧ୍ୟ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri