ଅନ୍ତର୍ଜାତୀୟ

କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ

ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ ଦର୍ଶନ ପାଇଁ ଏକ ସପ୍ତାହ ବ୍ୟାପୀ କାର୍ଯ୍ୟକ୍ରମ ବର୍ତ୍ତମାନ ଚାଲିଛି। ରବିବାର, ଦିବଂଗତ…

ଖାମେନେଇଙ୍କ ପାଇଁ ପ୍ରାର୍ଥନାରେ ଯୋଗଦେଲେ ଇରାନର ସବୁ ଶୀର୍ଷ ଅଧିକାରୀ

ତେହରାନ,୬ା୭: ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ପ୍ରାର୍ଥନା ରବିବାର ରାଜଧାନୀ ତେହରାନ୍‌ରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ଦେଶର ସମସ୍ତ ଶୀର୍ଷ ଅଧିକାରୀ ଓ ଖାମେନେଇଙ୍କ ୩ ପୁଅ ଉପସ୍ଥିତ ଥିଲେ। ତେବେ ତାଙ୍କ ଉତ୍ତରାଧିକାରୀ ତଥା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ ଗୋଟିଏ ଆକ୍ରମଣରେ ନିପାତ କରିପାରିଥାନ୍ତେ । ଇରାନରେ ଦିବଂଗତ ସର୍ବୋଚ୍ଚ ନେତା ଅଲୀ…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯ ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି । ତେହେରାନ ସମେତ ଅଧିକାଂଶ ଇରାନ ସହରଗୁଡ଼ିକରେ ରାସ୍ତାରେ ପ୍ରବଳ ଭିଡ଼ ଜମିଛି…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ ଏକତ୍ରିତ ହୋଇଥିଲେ। ତାଙ୍କ କଫିନକୁ ଇରାନର ଜାତୀୟ ପତାକାରେ ଘୋଡ଼ାଯାଇଥିଲା, ତାଙ୍କ ଉପରେ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ ଭାବରେ ନାମିତ କରିଛନ୍ତି। ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ଗେଜେଟ ବିଜ୍ଞପ୍ତିରେ…

ଦ୍ୱିଗୁଣ ହେଲା ବୁକର୍‌ ବିଜେତାଙ୍କ ପୁରସ୍କାର ରାଶି

ଲଣ୍ଡନ, ୪ା୭:ବିଶ୍ୱ ସାହିତ୍ୟ ଜଗତର ଅନ୍ୟତମ ପ୍ରତିଷ୍ଠିତ ପୁରସ୍କାର ‘ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଏହା ‘ବୁଖ୍‌ମ୍ୟାନ ଅନ୍ତର୍ଜାତୀୟ ବୁକର୍‌ ପୁରସ୍କାର’ ନାମରେ ଜଣାଶୁଣା ହେବ। ଏକ ଦାତବ୍ୟ ସଂସ୍ଥା ‘ବୁଖ୍‌ମ୍ୟାନ ଫିଲାନ୍ଥ୍ରୋପିଜ୍‌’ ଆଗାମୀ ଏକ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି । ବସଟି ଦ୍ରୁତ ଗତିରେ ଆସି ଭାରସାମ୍ୟ…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି । ଇରାନ ପ୍ରାୟ ସମସ୍ତ ଆବଶ୍ୟକୀୟ ସର୍ତ୍ତ ଗ୍ରହଣ କରିଛି ବୋଲି ସେ…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ଆମେରିକା ଇରାନ ସହିତ ଏକ ମଧ୍ୟବର୍ତ୍ତୀକାଳୀନ ଶାନ୍ତି ଚୁକ୍ତି ପାଇଁ ଆଲୋଚନା କରୁଥିଲା,…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ ମଲର ଭଗ୍ନାବଶେଷ ତଳେ ଫସି ରହିବା ପରେ ଜଣେ ୪୪ ବର୍ଷୀୟ ସୁରକ୍ଷାକର୍ମୀଙ୍କୁ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି। ଏଥିରେ ସହରର ଅତିକମ୍‌ରେ ୨୦ ଜଣ ନାଗରିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri