ଅନ୍ତର୍ଜାତୀୟ

ପାକିସ୍ତାନରେ ୪୦୦% ବଢ଼ିଲା ଟମାଟୋ ଦାମ୍, କିଲୋଗ୍ରାମ ୬୦୦ ଟଙ୍କା

ନୂଆଦିଲ୍ଲୀ,୨୪।୧୦: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ସୀମା ବନ୍ଦ ଯୋଗୁଁ ଉଭୟ ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଛି। ବିଶେଷ କରି, ପାକିସ୍ତାନରେ ଟମାଟୋ ଦର ୪୦୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି ଏବଂ କିଲୋଗ୍ରାମ ପ୍ରତି ପାଖାପାଖି ୬୦୦…

ଟ୍ରମ୍ପଙ୍କ ଅନୁରୋଧରେ ଭାରତ ଋଷିଆ ତେଲ ଆମଦାନୀ କମାଉଛି: ଆମେରିକାର ଦାବିକୁ ଭାରତର ଖଣ୍ଡନ

ନୂଆଦିଲ୍ଲୀ,୨୪।୧୦: ଋଷିଆ-ୟୁକ୍ରେନ ଯୁଦ୍ଧକୁ ଶେଷ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁରୋଧ କ୍ରମେ ଭାରତ, ଚାଇନା ଭଳି ଋଷିଆରୁ ତେଲ ଆମଦାନୀ ହ୍ରାସ କରୁଛି ବୋଲି ହ୍ୱାଇଟ୍ ହାଉସ୍ ପୁନର୍ବାର ଦାବି କରିଛି। ଅନ୍ୟପକ୍ଷରେ, ଭାରତ ଏହି ଦାବିକୁ…

ଆମେରିକାର କଟକଣା ଆଗରେ ମୁଣ୍ଡ ନୁଆଁଇବ ନାହିଁ ରୁଷିଆ: ପୁଟିନଙ୍କ କଡ଼ା ଚେତାବନୀ

ନୂଆଦିଲ୍ଲୀ,୨୩ା୧୦: ରୁଷିଆର ବଡ଼ ତେଲ କମ୍ପାନୀଗୁଡ଼ିକ ଉପରେ ଆମେରିକା ଲାଗୁ କରିଥିବା କଟକଣାକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର କଡ଼ା ଜବାବ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ ମସ୍କୋ କେବେ ବି ଆମେରିକା କିମ୍ବା ଅନ୍ୟ କୌଣସି…

ବିରଳ ମାଟିକୁ ନେଇ ସାରା ବିଶ୍ୱରେ ହଇଚଇ, କିନ୍ତୁ ପ୍ରକୃତରେ ଏହା କ’ଣ? ଓଡ଼ିଶାରେ ରହିଛି ଏହାର ଭଣ୍ଡାର

ନୂଆଦିଲ୍ଲୀ,୨୩।୧୦: ‘ରେୟାର ଅର୍ଥ’ ଶୁଣିବାକୁ ଅଜବ ଲାଗୁଥିଲେ ମଧ୍ୟ ଏହା ୧୭ଟି ବିଶେଷ ରାସାୟନିକ ଉପାଦାନର ଏକ ପରିବାର। ଯେପରିକି- ଲାନ୍ଥାନମ୍, ସେରିୟମ୍, ନିଓଡାଇମିୟମ୍ ଇତ୍ୟାଦି। ଏହା ମୋବାଇଲ୍, ଟେଲିଭିଜନ୍, ଲ୍ୟାପଟପ୍, ଇଲେକ୍ଟ୍ରିକ୍ ସ୍କୁଟର, ଏପରିକି ମିସାଇଲ୍ ତିଆରିରେ ଏହି ଧାତୁଗୁଡ଼ିକ…

ପାକିସ୍ତାନ ଉପରେ ଟଙ୍କା ବର୍ଷା କରିବ ସାଉଦି ଆରବ, କ୍ରାଉନ୍ ପ୍ରିନ୍ସଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ଶାହବାଜ ସରିଫ

ନୂଆଦିଲ୍ଲୀ,୨୩।୧୦: ସାଉଦି ଆରବ ଓ ପାକିସ୍ତାନ ମଧ୍ୟରେ ଏକ ଗୁପ୍ତ ପ୍ରତିରକ୍ଷା ଚୁକ୍ତି ହୋଇଥିବା ଜଣାପଡ଼ିଛି। ଏହି ଚୁକ୍ତି ଅନୁଯାୟୀ, ସାଉଦି ଆରବ ପାକିସ୍ତାନରେ ପ୍ରାୟ ୧୦ ବିଲିୟନ ଆମେରିକୀୟ ଡଲାର (ପ୍ରାୟ ୭୯,୦୦୦ କୋଟି ଟଙ୍କା) ନିବେଶ କରିବ ଏବଂ…

ତେଲ ଦାମ୍ ୩% ବଢ଼ିଲା, ରୁଷିଆ ତେଲ କିଣିବାକୁ ପୁନଃବିଚାର କରୁଛି ଭାରତ

ନୂଆଦିଲ୍ଲୀ,୨୩।୧୦: ଆମେରିକା ଦ୍ୱାରା ରୁଷିଆର ମୁଖ୍ୟ ତୈଳ କମ୍ପାନୀଗୁଡ଼ିକ ଉପରେ ନୂଆ କଟକଣା ଲାଗୁ ହେବା ପରେ ଭାରତୀୟ ରିଫାଇନାରୀମାନେ ରୁଷୀୟ ଅଶୋଧିତ ତୈଳ କ୍ରୟ ଯୋଜନାକୁ ପୁନଃବିଚାର କରୁଥିବା ଖବର ମିଳିଛି। ଏହି ରିପୋର୍ଟ ପ୍ରକାଶ ପାଇବା ପରେ ଗୁରୁବାର…

ASEAN ସମ୍ମିଳନୀରେ ଯୋଗ ଦେବେ ନାହିଁ ମୋଦି? ଏହା ପଛର ସତ୍ୟତା କ’ଣ ଖୋଲି କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୬ ଅକ୍ଟୋବର)ରୁ ଆରମ୍ଭ ହେଉଥିବା ASEAN ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ ନାହିଁ। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ନିଜେ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଶେୟାର କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

ପାକିସ୍ତାନରେ ହଇଚଇ, ସେନା ମୁଖ୍ୟ ଅସୀମ ମୁନିରଙ୍କୁ କିଏ ଦେଲା ଏମିତି ଧମକ? କହିଲେ, ‘ତୁମେ ଯଦି ପୁରୁଷ ତେବେ…’, ଜାଣନ୍ତୁ ଏହା ପଛର ବଡ଼ କାରଣ

ଇସଲାମାବାଦ,୨୩।୧୦: ଆତଙ୍କବାଦୀଙ୍କ ନିରାପଦ ଆଶ୍ରୟସ୍ଥଳ ଭାବରେ ଜଣାଶୁଣା ପାକିସ୍ତାନ, ଟିଟିପିର ଧମକରେ ଭୟଭୀତ। ସମ୍ପ୍ରତି, ତେହେରିକ-ଏ-ତାଲିବାନ ପାକିସ୍ତାନ (ଟିଟିପି) ଦେଶର ସେନାକୁ ଖୋଲାଖୋଲି ଚ୍ୟାଲେଞ୍ଜ କରି ଅନେକ ଭିଡିଓ ଜାରି କରିଛି। ଏହି ଭିଡିଓଗୁଡ଼ିକ ମଧ୍ୟରୁ ଗୋଟିଏରେ, ଟିଟିପି କମାଣ୍ଡର କାଜିମ…

ପୁଟିନଙ୍କ ବିରୋଧରେ ଟ୍ରମ୍ପଙ୍କ ବଡ଼ ଆକ୍ସନ! ରୁଷିଆର ୨ ତୈଳ କମ୍ପାନୀ ଉପରେ ବ୍ୟାନ୍‌, ଜାଣନ୍ତୁ ଭାରତ ଉପରେ… 

ଓ୍ବାଶିଂଟନ,୨୩।୧୦: ଆମେରିକା ଏବଂ ରୁଷିଆ ମଧ୍ୟରେ ପୁଣି ଉତ୍ତେଜନା ବୃଦ୍ଧି ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷିଆ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବୁଧବାର (୨୨ ଅକ୍ଟୋବର) ସେ ଦୁଇଟି ପ୍ରମୁଖ ରୁଷୀୟ ତୈଳ କମ୍ପାନୀକୁ ନିଷେଧ କରିଛନ୍ତି। ଏହି…

ଆମେରିକାକୁ ରପ୍ତାନି ହେଉଥିବା ଭାରତୀୟ ସାମଗ୍ରୀ ଉପରେ ଟାରିଫ୍ ୧୫-୧୬% ହ୍ରାସ ସମ୍ଭାବନା: ରିପୋର୍ଟ

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ଆମେରିକା ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବାଣିଜ୍ୟ ଚୁକ୍ତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ଚୁକ୍ତି ହେଲେ ଆମେରିକାକୁ ରପ୍ତାନି ହେଉଥିବା ଭାରତୀୟ ସାମଗ୍ରୀ ଉପରେ ଲାଗୁ ହେଉଥିବା ଆମଦାନୀ ଶୁଳ୍କ ବା ଟିକସ ୫୦%ରୁ ଖସି ପ୍ରାୟ…

ପ୍ରବାସୀ ଶ୍ରମିକଙ୍କ ପାଇଁ ସାଉଦି ଆରବରେ ବଡ଼ ଶ୍ରମ ସଂସ୍କାର: ‘କଫାଲା’ ପ୍ରଣାଳୀ ଉଚ୍ଛେଦ

ନୂଆଦିଲ୍ଲୀ,୨୨।୧୦: ସାଉଦି ଆରବରେ ପ୍ରବାସୀ ଶ୍ରମିକଙ୍କ ଅଧିକାର ଓ ସୁରକ୍ଷା ପାଇଁ ୫୦ ବର୍ଷ ପୁରୁଣା ‘କଫାଲା’ ପ୍ରଣାଳୀକୁ ଉଚ୍ଛେଦ କରାଯାଇଛି। ଜୁନ୍ ୨୦୨୫ରେ ଏହି ଐତିହାସିକ ନିଷ୍ପତ୍ତି ଘୋଷଣା କରାଯାଇଛି। ‘କଫାଲା’ ଏକ ଶ୍ରମ ପ୍ରାୟୋଜକ ବ୍ୟବସ୍ଥା ଥିଲା, ଯେଉଁଥିରେ…

ପୁଟିନ୍‌ଙ୍କ ସହ ସାକ୍ଷାତ ବାତିଲ୍ କଲେ ଟ୍ରମ୍ପ, କହିଲେ ପୁଟିନଙ୍କ ସହ…

ଓ୍ୱାଶିଂଟନ୍,୨୨।୧୦: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ସହ ତାଙ୍କର ଯୋଜନା ହୋଇଥିବା ବୈଠକକୁ ସ୍ଥଗିତ ରଖିଛନ୍ତି। ଏହାକୁ ସେ “ସମୟର ଅପଚୟ” ବା “ଅକାମୀ ବୈଠକ” ହେବାକୁ ଦେବାକୁ ଚାହୁଁନାହାନ୍ତି ବୋଲି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?