ଅନ୍ତର୍ଜାତୀୟ

ଡୋମିନିକାନ ରିପବ୍ଲିକ ନାଇଟ କ୍ଲବ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୨୪କୁ ବୃଦ୍ଧି, ପ୍ରସିଦ୍ଧ ଗାୟକ ଏବଂ ଦୁଇ ମେଜର୍‌ ଲିଗ ବେସ୍ବଲ ତାରକା ମୃତ

ନୂଆଦିଲ୍ଲୀ,୧୦।୪: ଡୋମିନିକାନ ରିପବ୍ଲିକର ରାଜଧାନୀ ସାନ୍ତୋ ଡୋମିଙ୍ଗୋରେ ଥିବା ଜେଟ ସେଟ ନାଇଟ କ୍ଲବରେ ଏକ ବିପର୍ଯ୍ୟୟ ଘଟିଛି। ମଙ୍ଗଳବାର ମଧ୍ୟରାତ୍ରି ପରେ ଏହି କ୍ଲବର ଛାତ ଭୁଶୁଡ଼ିବା ପଡ଼ିବା ଫଳରେ ଅତି କମରେ ୧୨୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି…

ମେ’ ୯ରେ ରୁଷିଆ ବିଜୟ ଦିବସ ପରେଡ୍‌: ଯୋଗଦେବା ପାଇଁ ମୋଦିଙ୍କୁ ନିମନ୍ତ୍ରଣ

ମସ୍କୋ,୯ା୪: ରୁଷିଆରେ ମେ’ ୯ରେ ପାଳିତ ହେବାକୁ ଥିବା ୮୦ତମ ବିଜୟ ଦିବସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମସ୍କୋ ନିମନ୍ତ୍ରଣ କରିଛି। ଏନେଇ ରୁଷିଆର ବହିର୍ବ୍ୟାପାର ଉପମନ୍ତ୍ରୀ ଆଣ୍ଡ୍ରେୟ ରୁଡେଙ୍କୋ ବୁଧବାର ସୂଚନା ଦେଇଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ଚାଲିଥିବାବେଳେ ୧୯୪୫ ଜାନୁଆରୀରେ…

ତହଉର ରାଣାଙ୍କୁ ପ୍ରତ୍ୟର୍ପଣ କଲା ଆମେରିକା, ଆସନ୍ତାକାଲି ଭାରତରେ ପହଞ୍ଚତ୍ପାରନ୍ତି

ନୂଆଦିଲ୍ଲୀ,୯ା୪: ୨୦୦୮ ମୁମ୍ବାଇ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ତହଉର ହୁସେନ୍‌ ରାଣାଙ୍କ ସବୁ ପ୍ରକାର ଆଇନଗତ ବିକଳ୍ପ ଶେଷ ହୋଇଯିବା ପରେ ଆମେରିକା ତାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିଛି। ରାଣାଙ୍କୁ ଏକ ସ୍ବତନ୍ତ୍ର ବିମାନରେ ଭାରତକୁ ଅଣାଯାଉଛି। ବିମାନଟି ମଝିରେ ଇନ୍ଧନ…

କାନ୍ଦୁଛି ପାକିସ୍ତାନ, ଆତଙ୍କବାଦର ଜନକ ଏବେ…

ଇସଲାମାବାଦ,୯।୪: ସାରା ବିଶ୍ୱରେ ଆତଙ୍କବାଦ ବିସ୍ତାର କରୁଥିବା ପାକିସ୍ତାନ ଏବେ ନିଜେ ଆତଙ୍କବାଦ ଦ୍ୱାରା ବିଚଳିତ। ଆତଙ୍କବାଦର ମାଷ୍ଟରମାଇଣ୍ଡ ପାକିସ୍ତାନ କାନ୍ଦୁଛି। ସୂଚନାଅନୁଯାୟୀ, ପାକିସ୍ତାନର ପରାମର୍ଶଦାତା ସୟଦ ଆତିଫ ରାଜା ଜାତିସଂଘରେ ଆତଙ୍କବାଦ ପ୍ରସଙ୍ଗକୁ ଦୃଢ଼ ଭାବରେ ଉଠାଇଛନ୍ତି। ଆଫଗାନିସ୍ତାନରେ ନିଜର…

ଟ୍ରମ୍ପଙ୍କୁ ମୁହଁତୋଡ ଜବାବ ଦେଲା ଚାଇନା, ଲଗାଇଲା ୮୪% ଟାରିଫ୍

ନୂଆଦିଲ୍ଲୀ,୯।୪: ବୁଧବାର କାର୍ଯ୍ୟକାରୀ ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସଦ୍ୟତମ ପାରସ୍ପରିକ ଶୁଳ୍କ ପ୍ରତି ଜବାବରେ ଚାଇନା ୮୪% ଶୁଳ୍କ ଲାଗୁ କରିବାକୁ ଘୋଷଣା କରିଛି। ଆମେରିକା ରାଷ୍ଟ୍ରପତି ଏପ୍ରିଲ ୨ ରେ ନୂତନତମ ଶୁଳ୍କ ଘୋଷଣା କରିଥିଲେ। ଘୋଷଣା…

ଚାଇନା ସହ ବ୍ୟବସାୟ ବଢାଇବାକୁ ଚାହୁଁଛନ୍ତି ୟୁନୁସ!

ଢାକା,୯।୪: ‘ଭାରତର ସମସ୍ତ ସାତଟି ଉତ୍ତର-ପୂର୍ବ ରାଜ୍ୟ ସ୍ଥଳଭାଗରେ ଘେରି ରହିଛି, ଆମେ ଏକମାତ୍ର ରାଜ୍ୟ ଯାହା ସହିତ ସମୁଦ୍ର ପଥରେ ପହଞ୍ଚିପାରିବା, ତେଣୁ ଚାଇନା ସମୁଦ୍ର ପଥରେ ବାଣିଜ୍ୟ ବୃଦ୍ଧି କରିବା ଉଚିତ’, ମହମ୍ମଦ ୟୁନୁସଙ୍କ ଏହି କଥା ବାଂଲାଦେଶ…

ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୨୦ ମୃତ, ଜୀବନ ବଞ୍ଚାଇବାକୁ ଡେଇଁ ପଡିଲେ ଲୋକେ

ବେଜିଂ,୯।୪: ଉତ୍ତର ଚାଇନାର ହେବେଇ ପ୍ରଦେଶରୁ ଏକ ଦୁଃଖଦ ଦୁର୍ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ନର୍ସିଂ ହୋମରେ ଅଗ୍ନିକାଣ୍ଡ ଘଟି ୨୦ ଜଣଙ୍କର ମୃତ୍ୟୁ ହୋଇଛି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଚେଙ୍ଗଡେ ସହରର ଲୋଙ୍ଗହୁଆ କାଉଣ୍ଟିରେ ଅଗ୍ନିକାଣ୍ଡ ଘଟିଥିଲା।…

ଆଜିଠାରୁ ଭାରତ ଉପରେ ଲାଗୁ ହେବ ଟ୍ରମ୍ପଙ୍କ ୨୬ ପ୍ରତିଶତ ଟାରିଫ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ସକାଳୁ ଭାରତ ଉପରେ ସମ୍ପୂର୍ଣ୍ଣ ଭାବରେ ୨୬% ଶୁଳ୍କ ଲାଗୁ କରିଛନ୍ତି। ଟ୍ରମ୍ପ ୩ ଏପ୍ରିଲରେ ହ୍ବାଇଟ ହାଉସ ରୋଜ ଗାର୍ଡେନ୍‌ରୁ ‘ଲିବରେସନ ଡେ’ ଘୋଷଣା ସମୟରେ ଶୁଳ୍କ ଲାଗୁ କରିବାକୁ ନିଷ୍ପତ୍ତି…

ଆସୁଛି ବିନାଶ: ୨ କ୍ଷୁଦ୍ରତାରା ଧକ୍କାରେ ଚନ୍ଦ୍ରଠାରୁ ୧୦ଗୁଣା ହେବ ଉଜ୍ଜ୍ୱଳ ବିସ୍ଫୋରଣ

ଲଣ୍ଡନ, ୯ା୪:ଜ୍ୟୋତିର୍ବିଜ୍ଞାନୀମାନେ ପୃଥିବୀଠାରୁ ମାତ୍ର ୧୫୦ ଆଲୋକ ବର୍ଷ ଦୂରରେ ଏକ ବିରଳ ଉଚ୍ଚ ବହୁଳତା ବିଶିଷ୍ଟ ବାଇନାରି ଷ୍ଟାର୍‌ ସିଷ୍ଟମକୁ ଚିହ୍ନଟ କରିଛନ୍ତି, ଯେଉଁଥିରେ ୨ଟି କ୍ଷୁଦ୍ରତାରା ପରସ୍ପର ଆଡ଼କୁ ଅଗ୍ରସର ହେଉଛନ୍ତି। ୨,୩୦୦ କୋଟି ବର୍ଷ ପରେ ଉଭୟ…

ବହିଷ୍କାର ନିର୍ଦ୍ଦେଶ ପରେ ଆମେରିକା ଛାଡ଼ି ନ ଥିଲେ ଦିନକୁ ଏତିକି ଟଙ୍କା ଜରିମାନା

ଓ୍ବାଶିଂଟନ,୯।୪:ବହିଷ୍କାର ନିର୍ଦ୍ଦେଶ ପରେ ଯେଉଁ ଆପ୍ରବାସୀମାନେ ଆମେରିକା ଛାଡ଼ି ନ ଥିବେ, ସେମାନଙ୍କ ଉପରେ ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଶାସନ ଦୈନିକ ୯୯୮ ଡଲାର ଜରିମାନା ଲଗାଇବେ ବୋଲି ଯୋଜନା କରିଛି। ଯଦି ସେମାନେ ଜରିମାନା ପୈଠ ନ କରନ୍ତି, ତେବେ ସେମାନଙ୍କ…

ମ୍ୟାନ୍‌ମାର ଭୂକମ୍ପରେ ପୋତି ହୋଇଥିବା ଲୋକଙ୍କୁ ଖୋଜିବାକୁ ବାହାରିଲା ‘ଅସରପା’

ମ୍ୟାନ୍‌ମାର,୯।୪:ନିକଟରେ ମ୍ୟାନ୍‌ମାର୍‌ରେ ଆସିଥିବା ୭.୭ ତୀବ୍ରତାର ଭୂମିକମ୍ପ ପରେ ସେଠାରେ ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ସାଇବର୍ଗ ଅସରପା ମଧ୍ୟ ଏହି ରିଲିଫ କାର୍ଯ୍ୟର ଏକ ଅଂଶ ହେବାକୁ ଯାଉଛି। ଭୂମିକମ୍ପ ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ…

ଆରମ୍ଭ ହେଲା ଟାରିଫ୍‌ ଓ୍ବାର: ଚାଇନା ଉପରେ ୧୦୪% ଟାରିଫ୍‌ ଲଗାଇଲା ଆମେରିକା

ଓାଶିଂଟନ/ବେଜିଂ,୮।୪: ଚାଇନାକୁ ଶକ୍ତ ଝଟ୍‌କା ଦେଇଛନ୍ତି ଟ୍ରମ୍ପ ସରକାର। ଆମେରିକା ଆଜି ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ୧୦୪ ପ୍ରତିଶତ ଟାରିଫ ଲଗାଇ ଦେଇଛି। ଏହି ନିଷ୍ପତ୍ତି ଦୁଇ ଦେଶ ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧକୁ ଆହୁରି ତୀବ୍ର କରିଛି। ରାଷ୍ଟ୍ରପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri