ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…
କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ ଆଡ଼କୁ ସହାୟତାର ହାତ ବଢ଼ାଇଛି ଏବଂ ରିଲିଫ ସାମଗ୍ରୀ ପଠାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା
ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍ଏନ୍ଏ ଖବର ଏଜେନ୍ସି ଅନୁଯାୟୀ ପେଜେସ୍କିଆନ କହିଛନ୍ତି, ସରକାରଙ୍କ ଆର୍ଥିକ ବିଭାଗଗୁଡ଼ିକ ଯେଉଁ ପଦକ୍ଷେପଗୁଡ଼ିକର କଳ୍ପନା…
ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!
କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା ଯୋଗୁ ଗାଁ ପରେ ଗାଁ, ରାସ୍ତା ଏବଂ ପୋଲ ସବୁ ଭାସିଯାଇଛି। ଏହି…
ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ
କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର ଭୁତକୋଶୀ ଓ ତ୍ରିଶୂଳୀ ନଦୀରେ ଏକ ଭୟଙ୍କର ଆକସ୍ମିକ ବନ୍ୟା ସୃଷ୍ଟି ହୋଇଛି।…
ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ
କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର ପ୍ରଫେସର ଏବଂ ଜଣେ ପ୍ରସିଦ୍ଧ ଜଳବାୟୁ ଗବେଷକ ରିଜାନ ଭକ୍ତ କାୟସ୍ଥଙ୍କ ପ୍ରାଥମିକ…
ଭାରତ ପୂର୍ବରୁ ‘ବଡ଼ ଭାଇ’ର ଭୂମିକା ନିର୍ବାହ କରିସାରିଛି, ଏଥର ବି ନେପାଳକୁ ସହାୟତା ପଠାଇବାକୁ ଆଶ୍ୱାସନା ଦେଲେ ମୋଦି
ନୂଆଦିଲ୍ଲୀ/କାଠମାଣ୍ଡୁ,୨୬।୮: ଭାରତର ପଡ଼ୋଶୀ ନେପାଳ ବର୍ତ୍ତମାନ ଏକ ଭୟଙ୍କର ଦୁଃଖଦ ପରିସ୍ଥିତି ସହିତ ସଂଘର୍ଷ କରୁଛି। ରସୁୱାଗାଧି ଅଞ୍ଚଳରେ ହିମସ୍ଖଳନ ଏବଂ ହଠାତ, ଭୟଙ୍କର ବନ୍ୟା କେବଳ ସ୍ଥାନୀୟ ଜନବସତିକୁ ନଷ୍ଟ କରିନାହିଁ ବରଂ ପ୍ରଚଣ୍ଡ ପ୍ରଳୟରେ ଅନେକ ଘର, ରାସ୍ତା…
ନେପାଳ ବନ୍ୟା; ବାଲେନ ଶାହଙ୍କ ସହ କଥା ହେଲେ ମୋଦି, ସହାୟତା….
ନୂଆଦିଲ୍ଲୀ,୨୬।୮: ନେପାଳରେ ଭୟଙ୍କର ବନ୍ୟା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହଙ୍କ ସହ ଫୋନ୍ରେ ଆଲୋଚନା କରିଛନ୍ତି । ବନ୍ୟା ଯୋଗୁଁ ହୋଇଥିବା ଜୀବନହାନି ଓ କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ…
ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ
କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ ସମେତ ୩୮୪ ଜଣ ନିଖୋଜ ଥିବା ରିପୋର୍ଟ ହୋଇଛି; ନେପାଳର ପର୍ଯ୍ୟଟନ କର୍ତ୍ତୃପକ୍ଷଙ୍କ…
Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା
କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା ନିକଟରେ ଅବସ୍ଥିତ ରସୁୱା ଜିଲାରେ ଏକ ଆକସ୍ମିକ ବନ୍ୟା ଆସି ଅନେକ ଗାଁ…
ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ: ଜୀଅନ୍ତା ଜଳିଗଲେ ୧୫ ନବଜାତ ଶିଶୁ
ଇସଲାମାବାଦ,୨୬।୮: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସର ସ୍ତ୍ରୀ ରୋଗ ୱାର୍ଡରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛଇ। ୱାର୍ଡରେ ୧୬ ଜଣ ଶିଶୁ ଥିଲେ। ଏଥିରୁ ଡାକ୍ତରମାନେ କେବଳ ଜଣଙ୍କୁ ବଞ୍ଚାଇବାରେ ସଫଳ…
ବ୍ରିକ୍ସ ସମ୍ମିଳନୀରେ ଯୋଗଦେବାକୁ ଭାରତ ଆସିପାରନ୍ତି ଶି ଜିନ୍ପିଙ୍ଗ୍
ନୂଆଦିଲ୍ଲୀ,୨୬।୮: ନୂଆଦିଲ୍ଲୀରେ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ ଏକ ବଡ଼ ପ୍ରତିନିଧିମଣ୍ଡଳୀ ସହ ଭାରତ ଗସ୍ତରେ ଆସିପାରନ୍ତି। ସେ ୪୦୦ ଅଫିସରଙ୍କ ସହ ସେପ୍ଟେମ୍ବର ୧୨-୧୩ରେ ଭାରତ ଆସିବା…
ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ
ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଶୁଭେଚ୍ଛା ଜଣାଇଥିଲେ। କ୍ରେମଲିନ ପକ୍ଷରୁ ଜାରି ବୟାନ…

