ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…
ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ। ଇରାନ ଦାବି କରୁଛି ଯେ ସେ ଜୀବିତ ଅଛନ୍ତି, କିନ୍ତୁ ଆମେରିକା ଲଗାତାର…
ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍ ପ୍ରେସ୍ମିଟ୍ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…
ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍ ଅବସରରେ ଗତ ଜୁନ୍ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ ପକ୍ଷରୁ ଅନୁରୋଧ…
ଟ୍ରମ୍ପଙ୍କ ପୁଅଙ୍କୁ ନେଇ ଇରାନର ଭୟଙ୍କର ଧମକ, ୯୫ କୋଟି ପୁରସ୍କାର…
ୱାଶିଂଟନ୍,୨୫ା୮: ଆମେରିକା ଓ ଇରାନ ମଧ୍ୟରେ ତିକ୍ତତା ବଢ଼ିଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରିବାରକୁ ନେଇ ଏକ ଚାଞ୍ଚଲ୍ୟକର ଦାବି ସାମ୍ନାକୁ ଆସିଛି । ରିପୋର୍ଟ ଅନୁସାରେ, ଇରାନର ଷ୍ଟେଟ୍ ଟେଲିଭିଜନରେ ପ୍ରସାରିତ ଏକ ଭିଡିଓରେ ଟ୍ରମ୍ପଙ୍କ ୨୦ ବର୍ଷୀୟ…
ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ
ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ଏବଂ ବିଶ୍ୱ ବିକାଶ ଉପରେ ଆଲୋଚନା କରିଥିଲେ। ବୈଠକ ପରେ ବୈଦେଶିକ…
ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା
ଓ୍ବାଶିଂଟନ୍,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ ଅଭିମୁଖେ ଯାତ୍ରା କରିଛନ୍ତି। ମୁନିରଙ୍କ ଗସ୍ତକୁ ଭୂରାଜନୈତିକ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା…
ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍ ପ୍ରସ୍ତୁତ କଲେ ଚାଇନା ଗବେଷକ
ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ କରିଛନ୍ତି। ଏଆଇ ସହାୟତାରେ ପ୍ରସ୍ତୁତ ଏହି ପ୍ଲାଟ୍ଫର୍ମ ଦ୍ୱାରା ମାତ୍ର କେଇ ସପ୍ତାହ…
ସାଉଦି-ପାକ୍-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ
ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨ ଜଣ ମନ୍ତ୍ରୀ କହିଛନ୍ତି। ଦେଶର ଜାତୀୟ ସ୍ବାର୍ଥ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯିବା…
ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି
ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା ଦେବା ସହ ତାଙ୍କ ସହ ଉଚିତ ବ୍ୟବହାର କରିବାକୁ ଦାବି କରି ସେମାନେ…
ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ
ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ ହଜାର ହଜାର ଲୋକ ମାଟି ଖୋଳୁଥିବା ଚିତ୍ର ସାମ୍ନାକୁ ଆସିଛି । ରିପୋର୍ଟ…
ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ
ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ ଜଣେ ଅବସରପ୍ରାପ୍ତ ସ୍କୁଲ ଶିକ୍ଷକ, ତାଙ୍କ ସ୍ତ୍ରୀ, ତାଙ୍କ ଝିଅ ଏବଂ ତାଙ୍କ…
ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ
ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା ୫.୯ ମାପ କରାଯାଇଥିବା ବେଳେ ଆମେରିକାର ଭୂଗର୍ଭ ବିଜ୍ଞାନ ସର୍ଭେ (USGS) ଅନୁଯାୟୀ…
କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ
ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ଦି ଇଣ୍ଡିଆନ ଏକ୍ସପ୍ରେସର ଏକ ରିପୋର୍ଟ ଅନୁଯାୟୀ, ଫେବୃଆରୀରେ…

