ଅନ୍ତର୍ଜାତୀୟ

ଚମକାଇ ଦେବ ପାକିସ୍ତାନ ଭିକାରୀଙ୍କ ସମ୍ପତ୍ତି ତାଲିକା, ରହିଛି ବହୁତଳ ପ୍ରାସାଦ, ସୁଇମିଂ ପୁଲ, SUV! ଜାଣନ୍ତୁ କେମିତି ଚାଲିଛି ଏହି ବ୍ୟବସାୟ

ଇସଲାମାବାଦ,୧୯।୫: ଆମର ପଡ଼ୋଶୀ ଦେଶ ପାକିସ୍ତାନର ଲୋକମାନଙ୍କୁ ବିଶ୍ୱର ଯେକୌଣସି କୋଣରେ କିମ୍ବା ସାର୍ବଜନୀନ ସ୍ଥାନରେ ଭିକ୍ଷା ମାଗୁଥିବାର ଦେଖିବାକୁ ମିଳିବେ। କିନ୍ତୁ ଏହା ସତ୍ୟ ନୁହେଁ ଯେ ପାକିସ୍ତାନର ସମସ୍ତ ଭିକାରୀ ବାଧ୍ୟବାଧକତାରେ ସେଠାରେ ଭିକ୍ଷା ମାଗୁଛନ୍ତି। ପ୍ରକୃତରେ, ଭିକ୍ଷାବୃତ୍ତି…

ଅଶାନ୍ତ ହେଲା ବେଲୁଚିସ୍ତାନ, ଭୟଙ୍କର ବିସ୍ଫୋରଣରେ ୨୦ ଆହତ

କରାଚି,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଏହି ସମୟରେ, ପାକିସ୍ତାନର ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶରୁ ଏକ ବୋମା ବିସ୍ଫୋରଣ ଖବର ଆସିଛି। କୁହାଯାଉଛି ଯେ ବୋମା ବିସ୍ଫୋରଣରେ ଅତି କମରେ ୪ଜଣଙ୍କର ମୃତ୍ୟୁ ହୋଇଛି, ଏହାସହ ୨୦ଜଣ…

ପାକିସ୍ତାନ ମନ୍ତ୍ରୀଙ୍କ ସହ ରହିଛି ଶଶି ଥରୁରଙ୍କ ସମ୍ପର୍କ! ପାକ୍‌ ଖବରଦାତା କହିଲେ…

ଇସଲାମାବାଦ/ନୂଆଦିଲ୍ଲୀ,୧୯।୫: ଅପରେଶନ ସିନ୍ଦୂର ପରେ, ଭାରତ ସାରା ବିଶ୍ୱରେ ନିଜର ମତାମତ ଉପସ୍ଥାପନ କରିବା ପାଇଁ ସର୍ବଦଳୀୟ ଦଳ ଗଠନ କରିଛି। ଏଥିରେ କଂଗ୍ରେସ ଏମପି ଶଶି ଥରୁରଙ୍କ ନେତୃତ୍ୱରେ ଏକ ଦଳ ଚାଲିଛି। ଏହି ପ୍ରସଙ୍ଗଟି ଭାରତ ଏବଂ ପାକିସ୍ତାନରେ…

ପୁଣି ହେବ ଯୁଦ୍ଧ! ପାକିସ୍ତାନ କହିଲା ନଇଁବ ନାହିଁ ଯେ କୌଣସି ସୀମା ପର୍ଯ୍ୟନ୍ତ ଯିବାକୁ …

ଇସଲାମାବାଦ,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପ୍ରତି ହୋଇଥିବା ସାମରିକ ସଂଘର୍ଷ ପରେ, ପାକିସ୍ତାନର ଇଣ୍ଟର-ସର୍ଭିସେସ ପବ୍ଲିକ ରିଲେସନ୍ସ (ISPR) ନିର୍ଦ୍ଦେଶକ ଜେନେରାଲ ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ ଚୌଧୁରୀ ପୁଣି ଥରେ ବିଷ ଓଗାଳିଛନ୍ତି। ଆନାଡୋଲୁ ଏଜେନ୍ସି ଏବଂ ପିଟିଭି…

ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହେଲେ ହମାସ ନେତାଙ୍କ ଭାଇ

ଜେରୁ ଜେଲମ,୧୯।୫: ଇସ୍ରାଏଲୀ ସେନା (IDF) ହମାସର ଜଣେ ଶୀର୍ଷ କମାଣ୍ଡର ଏବଂ ନିହତ ହମାସ ମୁଖ୍ୟ ୟାହ୍ୟା ସିନୱାରଙ୍କ ସାନ ଭାଇ ମହମ୍ମଦ ସିନୱାରଙ୍କୁ ହତ୍ୟା କରିଛି। ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ କହିଛନ୍ତି ଯେ ୟାହ୍ୟା ସିନୱାରଙ୍କ…

ଏହି ମାରାତ୍ମକ ରୋଗ ସହ ସଂଘର୍ଷ କରୁଛନ୍ତି ବାଇଡେନ

ଓ୍ବାଶିଂଟନ,୧୯ା୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜୋ ବାଇଡେନ ଏକ ମାରାତ୍ମକ ରୋଗରେ ପୀଡ଼ିତ ଅଛନ୍ତି। ବାଇଡେନଙ୍କୁ ପ୍ରୋଷ୍ଟେଟ୍‌ କ୍ୟାନସର ରୋଗ ହୋଇଛି। ଡାକ୍ତରୀ ପରୀକ୍ଷା ଅନୁସାରେ, ଡାକ୍ତରମାନେ ପ୍ରଥମେ ଏକ ଛୋଟ ଗଣ୍ଠି ବା ଫୁଲା ପାଇଥିଲେ, ଯାହା ପରେ ଏହା…

ଭାରତୀୟ ଆମ୍ବକୁ ଆମେରିକାର ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୫: ଆମେରିକା ଭାରତୀୟ ରପ୍ତାନିକାରୀଙ୍କୁ ଝଟ୍‌କା ଦେବା ଭଳି କାର୍ଯ୍ୟ କରିଛି। ଭାରତରୁ ଲସ୍‌ଏଞ୍ଜେଲ୍ସ, ସାନ୍‌ ଫ୍ରାନ୍‌ସିସ୍କୋ ଓ ଆଟଲାଣ୍ଟା ବିମାନବନ୍ଦରରେ ୧୫ କଣ୍ଟେନରରେ ପହଞ୍ଚତ୍ଥିବା ଆମ୍ବକୁ କାଗଜପତ୍ରରେ ତ୍ରୁଟି ଥିବା ଦର୍ଶାଇ ଆମେରିକୀୟ କର୍ତ୍ତୃପକ୍ଷ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଏଥିଯୋଗୁ ଭାରତୀୟ…

ବାଂଲାଦେଶର ଅଂଶ ହେଉଛି ଓଡ଼ିଶା? ତୁର୍କୀରେ ହେଉଛି ଷଡ଼ଯନ୍ତ୍ର…

ଢାକା, ୧୮/୫: ତୁର୍କୀ ଦ୍ୱାରା ସମର୍ଥିତ ଏକ ବାଂଲାଦେଶୀ ଇସଲାମିକ ଗୋଷ୍ଠୀ ‘ସଲତାନାତ-ଏ-ବାଂଲା’ ନାମକ ସଂଗଠନ ଏକ ବିଵାଦୀୟ ‘ଗ୍ରେଟର ବାଂଲାଦେଶ’ ମାନଚିତ୍ର ପ୍ରକାଶ କରିଛି, ଯେଉଁଥିରେ ଭାରତର ପୂର୍ବ ଓ ଉତ୍ତର-ପୂର୍ବାଞ୍ଚଳର କେତେକ ରାଜ୍ୟ ଏବଂ ମିଆଁମାରର ଅରାକାନ ରାଜ୍ୟକୁ…

ବିବାଦରେ ସ୍ପୋଟିଫାଇ: ନକଲି ପଡ଼କାଷ୍ଟ ହୋଷ୍ଟିଂ କରି ନିଶାଯୁକ୍ତ ଔଷଧ ବିକ୍ରି କରୁଥିବା ଅଭିଯୋଗ

ନ୍ୟୁୟର୍କ,୧୮ା୫: ସ୍ପୋଟିଫାଇ, ଏକ ଜଣାଶୁଣା ମ୍ୟୁଜିକ ଓ ପଡ଼କାଷ୍ଟ ଷ୍ଟ୍ରିମିଂ ପ୍ଲାଟଫର୍ମ, ବର୍ତ୍ତମାନ ନକଲି ପଡ଼କାଷ୍ଟ ହୋଷ୍ଟିଂ କରି ନିଶାଯୁକ୍ତ ଔଷଧ ବିକ୍ରି ପ୍ରୋତ୍ସାହନ ଦେଉଥିବା ଅଭିଯୋଗ ହୋଇଛି। ରିପୋର୍ଟ ଅନୁଯାୟୀ, ସ୍ପୋଟିଫାଇରେ ଶହ ଶହ ନକଲି ପଡ଼କାଷ୍ଟ ଚିହ୍ନଟ ହୋଇଛି,…

ଅପରେଶନ ସିନ୍ଦୂର ପରେ ପାକିସ୍ତାନ ପାଇଁ IMFର ବଡ଼ ଚେତାବନୀ: ଲଗାଇଲା ୧୧ କଡ଼ା ସର୍ତ୍ତ

ଇସଲାମାବାଦ,୧୯।୫: ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ପାକିସ୍ତାନକୁ ୧ ବିଲିୟନ ଡଲାର ବେଲଆଉଟ ପ୍ୟାକେଜ ଘୋଷଣା କରିଛି। ବେଲଆଉଟ ପ୍ୟାକେଜର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ IMF ପାକିସ୍ତାନ ଉପରେ ୧୧ଟି ନୂତନ ସର୍ତ୍ତ ରଖିଛି। ଏହା ସହିତ, IMF…

ଭାରତକୁ ଆଖି ଦେଖାଇଲେ ୟୁନୁସ, ମୋଦିଙ୍କୁ କହିଲେ…

ଢାକା,୧୮।୫:ବାଂଲାଦେଶ ଗୃହ ବ୍ୟାପାର ପରାମର୍ଶଦାତା ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ମହମ୍ମଦ ଜାହାଙ୍ଗୀର ଆଲମ ଚୌଧୁରୀ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ତାଙ୍କ ଦେଶରେ ଅବୈଧ ଭାବରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ ଉପଯୁକ୍ତ କୂଟନୈତିକ ପ୍ରକ୍ରିୟା…

ବିନା ପାଇଲଟରେ ୧୦ ମିନିଟ୍‌ ଆକାଶରେ ଉଡ଼ିଲା ବିମାନ, ଏଥିରେ ଥିଲେ ୨୦୦ ଯାତ୍ରୀ, ଜାଣନ୍ତୁ ପ୍ରକୃତ କାରଣ…

ବର୍ଲିନ୍‌,୧୮ା୫: ମଝି ଆକାଶରେ ଏକ ଭୟଙ୍କର ଘଟଣା ଘଟିଥିଲା। ଉକ୍ତ ଘଟଣାଟି ୨୦୨୪ର ହୋଇଥିଲେ ହେଁ ଶନିବାର ଏନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଉକ୍ତ ବିମାନଟି ବିନା ପାଇଲଟ୍‌ରେ ପ୍ରାୟ ୧୦ ମିନିଟ୍‌ ପାଇଁ ଆକାଶରେ ଉଡ଼ିଥିଲା। ଯାହା ଅତ୍ୟନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri