ଅନ୍ତର୍ଜାତୀୟ

ଟ୍ରମ୍ପଙ୍କୁ ଚେତାବନୀ ଦେଲେ ଟ୍ରୁଡୋ, ଅଟକି ଯାଆନ୍ତୁ ନହେଲେ…

ଓ୍ବାଶିଂଟନ୍‌,୮।୧: ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ନୂଆ ମିଶନରେ ଅଛନ୍ତି। ମେକ ଆମେରିକା ଗ୍ରେଟ ପୁନର୍ବାର ସ୍ଲୋଗାନ ଦେଇଥିବା ଟ୍ରମ୍ପ ବର୍ତ୍ତମାନ ଅଫଖଣ୍ଡ ଆମେରିକା ଗଢିବାକୁ ପ୍ଲାନ କରିଛନ୍ତି। କେବଳ କଥାରେ ନୁହେଁ ଏନେଇ...

ବାଂଲାଦେଶର ସବୁ ଚାଲ୍‌ ଫେଲ୍‌, ହାସିନାଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଲା ଭାରତ

ଢାକା,୮।୧: ଭାରତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭିସା ବୃଦ୍ଧି କରିଛି। ସେ ଅଗଷ୍ଟ ୨୦୨୩ରୁ ଭାରତରେ ରହୁଛନ୍ତି। ଏହି ନିଷ୍ପତ୍ତି ଏପରି ସମୟରେ ନିଆଯାଇଛି ଯେଉଁ ସମୟରେ ଢାକାକୁ ଫେରିବା ପାଇଁ ଦାବି ତୀବ୍ର ହୋଇଛି। ଦେଶବ୍ୟାପୀ...

ଟ୍ରୁଡୋଙ୍କ ଇସ୍ତଫା ପରେ ଆମେରିକା ସହ କାନାଡାର ମିଶ୍ରଣ ପାଇଁ ଟ୍ରମ୍ପ୍‌ଙ୍କ ଆହ୍ବାନ

ଓ୍ବାଶିଂଟନ,୮।୧: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଇସ୍ତଫା ଦେଇଥିଲେ। ଏହାର କିଛି ଘଣ୍ଟା ପରେ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କାନାଡକୁ ୫୧ତମ ରାଜ୍ୟ ଭାବେ ଆମେରିକାରେ ମିଶ୍ରଣ ପାଇଁ ଆହ୍ବାନ ଦେଇଛନ୍ତି। ନୂଆ ନେତା ନିର୍ବାଚିତ...

ଦେଶରେ HMPV ଦେଖାଇଲା ଭୟଙ୍କର ରୂପ, ସ୍କୁଲ ଛୁଟି ଘୋଷଣା

ନୂଆଦିଲ୍ଲୀ,୭।୧: କରୋନା ପରେ ପୁଣି ଥରେ ଚାଇନାର ନୂଆ ଭାଇରସ ‘ହ୍ୟୁମାନ ମେଟାପ୍ନୁମୋ’ ବିଶ୍ୱକୁ ଭୟଭୀତ କରିବା ଆରମ୍ଭ କରିଛି। କୋଭିଡ ମହାମାରୀର ପ୍ରାୟ ୫ ବର୍ଷ ପରେ ଚାଇନାରୁ ଆଉ ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ ମେଟାନ୍ୟୁମୋଭାଇରସ (ଏଚଏମ୍ପିଭି)...

ଛଟପଟ ହେଉଛି ପାକିସ୍ତାନ, ହେଲେ ଏହି ମୁସଲିମ ଦେଶକୁ ମିଳିଲା BRICSରେ ଏଣ୍ଟ୍ରି

ଇସଲାମାବାଦ,୭।୧: ୨୦୦୯ରେ ଆରମ୍ଭ ହୋଇଥିବା ବ୍ରିକ୍ସ ସଦସ୍ୟ ଦେଶଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱର ବୃହତ୍ତମ ମୁସଲମାନ ଦେଶ ଇଣ୍ଡୋନେସିଆ ଏଥିରେ ପ୍ରବେଶ କରିଛି। ବ୍ରାଜିଲ ସୋମବାର ଏହା ଘୋଷଣା କରିଛି। କିନ୍ତୁ ଇଣ୍ଡୋନେସିଆର ପ୍ରବେଶ...

ନେପାଳରେ ଭୟଙ୍କର ଭୂକମ୍ପ: କୋଠା ଭୁଶୁଡ଼ି ୫୩ ମୃତ, ୩୫ ଆହତ

କାଠମାଣ୍ଡୁ,୭।୧: ଭୂକମ୍ପରେ ଥରିଲା ନେପାଳ, ତିବ୍ଦତ ସମେତ ଉତ୍ତର ଭାରତ। ତିବ୍ଦତର ଶିଗାଟସେ ସହରରେ ଘଟିଥିବା ଭୟଙ୍କର ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି। ଫଳରେ ଏ ପର୍ଯ୍ୟନ୍ତ ୫୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଆହତ...

ଶପଥ ଗ୍ରହଣ ପୂର୍ବରୁ ଟ୍ରମ୍ପଙ୍କୁ ଲାଗିଲା ଶକ୍ତ ଝଟ୍‌କା

ଓ୍ବାଶିଂଟନ,୭।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ ସମାରୋହ ପୂର୍ବରୁ ନ୍ୟୁୟର୍କ କୋର୍ଟରୁ ଏକ ବଡ଼ ଝଟ୍‌କା ପାଇଛନ୍ତି। ଜଜ ଟଙ୍କା ପ୍ରଦାନ ମାମଲାରେ ଦଣ୍ଡବିଧାନ ବିଳମ୍ବ କରିବାକୁ ଅନୁରୋଧକୁ ଖାରଜ କରିଛନ୍ତି। ଗତ ସପ୍ତାହରେ...

ଅନିତା ଆନନ୍ଦ କିଏ, ଯିଏ ହେବେ କାନାଡାର ପରବର୍ତ୍ତି ପ୍ରଧାନମନ୍ତ୍ରୀ, ଭାରତ ସହ ରହିଛି ସମ୍ପର୍କ

ଓଟାଓ୍ବା,୭।୧: ପ୍ରାୟ ଏକ ଦଶନ୍ଧି ଧରି ଶାସନ ପରେ ସୋମବାର (ଜାନୁଆରୀ ୬) ରେ କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଇସ୍ତଫା ଦେଇଛନ୍ତି। ଏହି କାରଣରୁ ରାଜନୈତିକ ମହଲରେ ଉତ୍ତେଜନା ତୀବ୍ର ହୋଇଛି। ତାଙ୍କ ଉତ୍ତରାଧିକାରୀଙ୍କ ବିଷୟରେ ଆଲୋଚନା ଆରମ୍ଭ...

ଇସ୍ତଫା ପରେ ପ୍ରଥମଥର ମୁହଁ ଖୋଲିଲେ ଟ୍ରୁଡୋ: ଖୋଲି କହିଲେ ମନର କଥା

ଓଟ୍ଟାଓ୍ବା,୬।୧ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ସୋମବାର ଲିବେରାଲ ପାର୍ଟି ନେତା ପଦରୁ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ୯ ବର୍ଷର କାର୍ଯ୍ୟକାଳ ଆପାତତଃ ଶେଷ ହୋଇଛି। ତେବେ ନୂଆ ନେତା ମନୋନୀତ ହେବା ପର୍ଯ୍ୟନ୍ତ...

ଇସ୍ତଫା ଦେଲେ ଜଷ୍ଟିନ ଟ୍ରୁଡୋ, ଭାରତ ବିରୋଧରେ ଅଭିଯୋଗ ହେଲା କାଳ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ। ନିଜ ସରକାର ଏବଂ ବ୍ୟକ୍ତିଗତ ସମାଲୋଚନା ମଧ୍ୟରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ଦେଶକୁ ସମ୍ବୋଧିତ କରି ଟ୍ରୁଡୋ ନିଜର ଇସ୍ତଫା ଘୋଷଣା କରିଛନ୍ତି। ୫୩ ବର୍ଷୀୟ ଜଷ୍ଟିନ...

ଭାରତ ବିରୋଧରେ ଅଭିଯୋଗ ହେଲା କାଳ, ବିଦାୟ ବାଟରେ ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ,୬।୧: କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏକଦା ଲିବେରଲା ପାର୍ଟିର ଭବିଷ୍ୟତ ଉଜ୍ଜଳ କରିବେ ବୋଲି ଆଶା କରାଯାଉଥିଲା ବେଳେ ନିଜ ଦଳ ମଧ୍ୟରେ ବିବାଦୀୟ ହୋଇପଡିଛନ୍ତି। ରିପୋର୍ଟ ଅନୁଯାୟୀ ଟ୍ରୁଡୋ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି, କିନ୍ତୁ ଏନେଇ...

‘ଫେବୃଆରୀ ୧୨ ସୁଦ୍ଧା ହାଜର ହୁଅନ୍ତୁ, ନହେଲେ…’ ଶେଖ ହାସିନାଙ୍କ ଚିନ୍ତା ବଢାଇଲେ ୟୁନୁସ୍‌, କଲେ ଏମିତି…

ଢାକା,୬।୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସମସ୍ୟା କମିବାର ନାଁ ଧରୁନାହିଁ। ଦେଶର ଅନ୍ତର୍ଜାତୀୟ ଅପରାଧିକ ଟ୍ରିବ୍ୟୁନାଲ ହାସିନା ଏବଂ ତାଙ୍କ ପୂର୍ବତନ ପ୍ରତିରକ୍ଷା ପରାମର୍ଶଦାତା ତାରିକ ଅହମ୍ମଦ ସିଦ୍ଦିକ ଏବଂ ପୂର୍ବତନ ଆଇଜିପି ବେନାଜିର ଅହମ୍ମଦଙ୍କ ସମେତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri