ଅନ୍ତର୍ଜାତୀୟ

ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣାଙ୍କ ପ୍ରତ୍ୟର୍ପଣ ଉପରେ ମୋହର ଲଗାଇଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତରେ ଅଛନ୍ତି। ସେ ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ କେବଳ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବ ନାହିଁ ବରଂ ପ୍ରତିରକ୍ଷା ସହଯୋଗକୁ ମଧ୍ୟ…

ଭାରତକୁ ଅତ୍ୟାଧୁନିକ F-35 ଅଫର କଲେ ଟ୍ରମ୍ପ: ବଢିବ ଭାରତୀୟ ବାୟୁସେନାର ଶକ୍ତି

ନୂଆଦିଲ୍ଲୀ ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ ବୈଠକ ସମୟରେ ଯୁକ୍ତରାଷ୍ଟ୍ର ଭାରତକୁ ଏଫ-୩୫ ଲାଇଟନିଂ-୨ ଲଢ଼ୁଆ ବିମାନ ଯୋଗାଇବା ପାଇଁ ଏକ ଐତିହାସିକ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ନୂଆଦିଲ୍ଲୀରେ…

ଆମେରିକା-ଭାରତ ମଧ୍ୟରେ ‘ଦ୍ୱୈତ ବାଣିଜ୍ୟ’ ଘୋଷଣା କଲେ ଟ୍ରମ୍ପ-ମୋଦି: ୨୦୩୦ ସୁଦ୍ଧା ୫୦୦ ବିଲିୟନ ଡଲାର ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଆମେରିକା ଗସ୍ତ ୱାଶିଂଟନ ଡିସିର ବ୍ଲେୟାର ହାଉସରେ ହାଇପ୍ରୋଫାଇଲ ବୈଠକ ସହିତ ଆରମ୍ଭ କରିଥିଲେ। ଏଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଥିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ…

ମୋଦିଙ୍କୁ ବହି ଉପହାର ଦେଲେ ଟ୍ରମ୍ପ: ଜାଣନ୍ତୁ ଏଥିରେ କ’ଣ ଅଛି

ଓ୍ବାଶିଂଟନ୍‌,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟ ନେତା ପରସ୍ପରର ପ୍ରଶଂସା କରିଥିଲେ। ତୃତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ…

ମୋଦି ମୋର ବିଶ୍ୱସ୍ତ ବନ୍ଧୁ… ଭାରତକୁ ନେଇ ୧୦ ବଡ଼ କଥା କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟ ନେତା ପରସ୍ପରର ପ୍ରଶଂସା କରିଥିଲେ। ତୃତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ…

ମୋଦିଙ୍କ ଉପରେ ବଡ଼ ଦାୟିତ୍ୱ ଦେଇଦେଲେ ଟ୍ରମ୍ପ, କହିଲେ-‘ମୋଦି ବୁଝିବେ…’

ନୂଆଦିଲ୍ଲୀ ,୧୪।୨: ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ହ୍ୱାଇଟ୍ ହାଉସକୁ ଫେରିବା ପରେ ଗୁରୁବାର ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ବିଶ୍ୱ ନେତାଙ୍କ…

ଭାରତ ଉପରେ କଠୋର ହେଲେ ଚାଇନା ସହିତ କିପରି ମୁକାବିଲା କରିବେ ? ଜାଣନ୍ତୁ କ’ଣ ଉତ୍ତର ଦେଲେ ଟ୍ରମ୍ପ

ନୂଆଦିଲ୍ଲୀ ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହ୍ୱାଇଟ ହାଉସରେ ବୈଠକ ହୋଇଛି। ବୈଠକ ପରେ ଉଭୟ ନେତା ଏକ ମିଳିତ ଖବରଦାତା ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିଥିଲେ। ଏହି ସମୟରେ ରାଷ୍ଟ୍ରପତି ଟ୍ରମ୍ପ…

ପାକିସ୍ତାନକୁ ପାନେ ଦେବ ଭାରତ: ମୋଦି-ଟ୍ରମ୍ପଙ୍କ ସହ ଆଲୋଚନାବେଳେ ନିଆଗଲା ବଡ଼ ନିଷ୍ପତ୍ତି

ଓ୍ବାଶିଂଟନ୍‌,୧୪।୨: ଆମେରିକା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ହ୍ବାଇଟ ହାଉସରୁ ପାକିସ୍ତାନକୁ ଟାର୍ଗେଟ କରିଥିଲେ। ଶୁକ୍ରବାର ୍‌ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ମୋଦି ଆତଙ୍କବାଦ ବିଷୟରେ ସ୍ପଷ୍ଟ ଭାବରେ କହିଥିଲେ, ଏହା ବିରୋଧରେ କଠୋରତମ…

Video: ହ୍ୱାଇଟ୍ ହାଉସରେ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଚୌକି ଟାଣିଲେ ରାଷ୍ଟ୍ରପତି ଟ୍ରମ୍ପ

ନୂଆଦିଲ୍ଲୀ ,୧୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର (ସ୍ଥାନୀୟ ସମୟ) ୱାଶିଂଟନ୍ ଡିସିର ହ୍ୱାଇଟ୍ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଷ୍ମ ଆଲିଂଗହଣା ସହିତ ସ୍ୱାଗତ କରିଛନ୍ତି। ପଶ୍ଚିମ ୱିଙ୍ଗ ଲବିରେ ପରସ୍ପରକୁ ସ୍ୱାଗତ କରିବା ସମୟରେ ଦୁଇ ନେତା…

Video: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରି ସ୍ୱାଗତ କଲେ ରାଷ୍ଟ୍ରପତି ଟ୍ରମ୍ପ, କହିଲେ “ଆମେ ତୁମକୁ ବହୁତ…”

ନୂଆଦିଲ୍ଲୀ,୧୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର (ସ୍ଥାନୀୟ ସମୟ) ୱାଶିଂଟନ ଡିସିର ହ୍ୱାଇଟ୍ ହାଉସର ୱେଷ୍ଟ ୱିଙ୍ଗ ଲବିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ୱାଗତ କରିଥିଲେ। ଉଭୟ ନେତା ପରସ୍ପରକୁ ସ୍ୱାଗତ କରିବା ସମୟରେ ଏକ ଉଷ୍ମ ଆଲିଙ୍ଗନ କରିଥିଲେ,…

ମସ୍କଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି

ଓ୍ବାଶିଂଟନ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ରାତିରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟି ବିଭିନ୍ନ ଦ୍ୱିପାକ୍ଷିକ ତଥା ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିବାକୁ ଥିବାବେଳେ ଏହା ପୂର୍ବରୁ ସେ ଟେସ୍‌ଲା ସିଇଓ ଏଲନ୍‌ ମସ୍କ, ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ମିଚେଲ…

୩ ସନ୍ତାନଙ୍କ ହାତ ଧରି ମୋଦିଙ୍କୁ ଭେଟିବା ପାଇଁ ପହଞ୍ଚିଲେ ଏଲନ ମସ୍କ

ୱାଶିଂଟନ,୧୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ୱାଶିଂଟନ ଗସ୍ତରେ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ମାଇକେଲ ୱାଲ୍ଜଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri