ଅନ୍ତର୍ଜାତୀୟ

ଧମକ ଦେବା ପରେ ବାଟକୁ ଆସିଗଲା ପାକିସ୍ତାନ! ଶେହବାଜ କହିଲେ…

ଇସଲାମବାଦ,୨୬।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଶନିବାର କହିଛନ୍ତି ଯେ, କଶ୍ମୀରର ପହଲଗାମରେ ୨୬ ଜଣଙ୍କ ହତ୍ୟା ଘଟଣାର ଯେକୌଣସି “ନିରପେକ୍ଷ ଏବଂ ସ୍ବଚ୍ଛ” ତଦନ୍ତରେ ପାକିସ୍ତାନ ଅଂଶଗ୍ରହଣ କରିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ ପାକିସ୍ତାନ ସମସ୍ତ ପ୍ରକାରର ଆତଙ୍କବାଦକୁ…

ଫାଇନାଲ ମୋଡରେ ଯୁଦ୍ଧ, ପାକିସ୍ତାନ ଛାନିଆ, ଚାଇନାଠାରୁ ଆଣିଲା ମାରାତ୍ମକ ଯୁଦ୍ଧାସ୍ତ୍ର

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ଭାରତ-ପାକ୍‌ ଉତ୍ତେଜନା ବୃଦ୍ଧି ପାଉଥିବା ମଧ୍ୟରେ, ପାକିସ୍ତାନ ଚାଇନା ଠାରୁ 100 ରୁ ଅଧିକ PL-15 ଲମ୍ବା ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ (VLRAAM) ପାଇଛି, ଯାହା ଏକ ବାର୍ତ୍ତା ଯେ ଏହି ଉତ୍ତେଜନା ଯେକୌଣସି ସମୟରେ…

ପହଲଗାମ ଆକ୍ରମଣରେ ପାକିସ୍ତାନୀ କ୍ରିକେଟରଙ୍କ ଲିଙ୍କ୍‌! ଚମକାଇଲା Fact Check

କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ଜମ୍ମୁ କାଶ୍ମୀରରେ ଭାରତୀୟ ସେନା ସର୍ଚ୍ଚ ଅପରେସନ୍ ଚଳାଇଛି। ଏହା ସହିତ, ଭାରତୀୟ ସେନା ପହଲଗାମ ଆକ୍ରମଣ କରିଥିବା ଆତଙ୍କବାଦୀଙ୍କ ସ୍କେଚ୍ ଜାରି କରିଛି। ଏହି…

ଆତଙ୍କବାଦୀଙ୍କୁ ମାସକୁ ମିଳେ ୫୦ହଜାର ଯାଏ ଦରମା, ଜାଣନ୍ତି କି କେଉଁ ଯୋଗ୍ୟତାରେ ହୁଅନ୍ତି ନିଯୁକ୍ତି?

ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ସମ୍ପ୍ରତି ଆତଙ୍କବାଦୀ ଆକ୍ରମଣ ପୁଣି ଥରେ କଶ୍ମୀର ଉପତ୍ୟକାର ଶାନ୍ତି ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରୁଥିବା ପରି ମନେ ହେଉଛି। ଏହି ଆକ୍ରମଣ ପରେ ସମଗ୍ର ଦେଶରେ ଉତ୍ତେଜନା ପ୍ରକାଶ ପାଇଛି। ସାଧାରଣ ଲୋକଙ୍କଠାରୁ…

ପାକିସ୍ତାନ ସେନା ବିମାନରେ ଲାଗିଗଲା ନିଆଁ, ଭିଡିଓ ଭାଇରାଲ

ଇସଲାମବାଦ,୨୬।୪: ପାକିସ୍ତାନରୁ ଆସିଛି ବଡ଼ ଖବର। ଲାହୋର ବିମାନବନ୍ଦରରେ ଅଗ୍ନିକାଣ୍ଡ ଘଟିଥିବା ଖବର ଆସିଛି। ଏହି କାରଣରୁ ସମସ୍ତ ବିମାନ ଉଡ଼ାଣ ବାତିଲ କରାଯାଇଛି। ସୂଚନା ଅନୁଯାୟୀ, ପାକିସ୍ତାନ ସେନା ବିମାନ ଲାହୋର ବିମାନବନ୍ଦରରେ ଅବତରଣ କରୁଥିଲା। ଏହି ସମୟରେ ଟାୟାରରେ…

ଆମେ ଭାରତ ସହ ଅଛୁ..ଭାରତକୁ ସହଯୋଗର ହାତ ବଢାଇଲା ଆମେରିକା ଗୋଇନ୍ଦା ବିଭାଗ

ଓ୍ବାଶିଂଟନ,୨୬।୪:ପହଲଗାମ୍‌ ଆକ୍ରମଣରେ ୩ ଦିନ ପରେ ଆମେରିକାର ଜାତୀୟ ଗୋଇନ୍ଦା ନିର୍ଦ୍ଦେଶିକା ତୁଲସୀ ଗାବ୍ବାର୍ଡ ଭାରତର ଆତଙ୍କବାଦ ନିରୋଧୀ ଅଭିଯାନକୁ ସମର୍ଥନ ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ତୁଲସୀ ଲେଖିଛନ୍ତି, ଇସ୍‌ଲାମୀୟ ଆତଙ୍କବାଦୀଙ୍କ ଗୁଳିରେ ୨୬ ହିନ୍ଦୁ ପର୍ଯ୍ୟଟକ ପ୍ରାଣ…

ଯୁଦ୍ଧ ନାଁ ଶୁଣି ଥରହର TRF ମୁଖ୍ୟ, ଭିଡିଓ ଜାରି କରି ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଲସ୍କର କମାଣ୍ଡର ସୈଫୁଲ୍ଲା କସୁରୀ ଆକ୍ରମଣର ଦୋଷ ନେବାକୁ ମନା କରିଦେଇଛନ୍ତି। ଏହା ପରେ, ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ମଧ୍ୟ ଏକ ବିବୃତ୍ତି ଜାରି କରି ପହଲଗାମ ଆକ୍ରମଣରୁ ନିଜକୁ ଦୂରେଇ ରଖିଛି।…

ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା ଆତଙ୍କବାଦ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି ସେ କହିଛନ୍ତି ଯେ, ପାକିସ୍ତାନ ସର୍ବଦା ଆତଙ୍କବାଦକୁ ନିନ୍ଦା…

ଯୁଦ୍ଧ ସ୍ଥିତି ଭିତରେ ଭାରତରେ ହୁ ହୁ ହୋଇ ବଢିଯିବ ଏସବୁ ଜିନିଷ, ଜାଣନ୍ତୁ ସେସବୁ କ’ଣ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି ଆକ୍ରମଣ ‘ଦି ରେଜିଷ୍ଟାନ୍ସ ଫ୍ରଣ୍ଟ’ (ଟିଆରଏଫ) ନାମକ ଆତଙ୍କବାଦୀ ସଂଗଠନ ଭିଆଇଛି ବୋଲି ସ୍ବୀକାର…

ସିନ୍ଧୁ ନଦୀରେ ବହିବ ଆମ ପାଣି, ନଚେତ୍‌ ଭାରତୀୟଙ୍କ ରକ୍ତ: ଭାରତକୁ ଧମକ ଦେଲେ ବିଲୱାଲ ଭୁଟ୍ଟୋ

ଇସଲାମାବାଦ୍‌,୨୬।୪:ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ବର୍ବର ଆକ୍ରମଣରେ ୨୭ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୂଟନୈତିକ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ…

ଏଲ୍‌ଓସିରେ ସେନା ଠୁଳକଲା ପାକିସ୍ତାନ: ବଙ୍କରରେ ରହି ରଖୁଛନ୍ତି ନଜର

ନୂଆଦିଲ୍ଲୀ,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ କଡ଼ା ଚେତାବନୀ ଦେଇଥିବାରୁ ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନ ଆଶଙ୍କା କରି ପାକିସ୍ତାନ ଏଥିପାଇଁ ପ୍ରସ୍ତୁତ ହେଉଛି। ଏକ ସୂତ୍ରରୁ ନିର୍ଦ୍ଦିଷ୍ଟ ଗଣମାଧ୍ୟମକୁ ମିଳିଥିବା ସୂଚନା ଅନୁଯାୟୀ, ନିୟନ୍ତ୍ରଣ…

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪ ଜଣ ଯବାନ ଶହୀଦ ହୋଇଥିବା ବେଳେ ୩ ଜଣ ଆହତ ହୋଇଛନ୍ତି। ପୋଲିସ ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri