ଅନ୍ତର୍ଜାତୀୟ

ଅସ୍ବାଭାବିକ ଋତୁ ପରିବର୍ତ୍ତନ ଜୀବଜଗତର ଆଚରଣ ବଦଳାଉଛି

ଓ୍ବାଶିଂଟନ୍‌ ,୧୬ା୩: ଜଳବାୟୁ ପରିବର୍ତ୍ତନ ଏବେ ବିଶ୍ୱ ସମାଜ ପାଇଁ ସବୁଠୁ ଚିନ୍ତାଜନକ ହୋଇପଡ଼ିଛି। ଜଳବାୟୁ ପରିବର୍ତ୍ତନର ଦୀର୍ଘସୂତ୍ରୀ ପ୍ରଭାବ ମାନବ ସମାଜ ପାଇଁ କେତେ ଅନିଷ୍ଟକର, ତାହା ସମସ୍ତେ ହୃଦୟଙ୍ଗମ କରୁଥିଲେ ହେଁ ବାସ୍ତବ ଭାବେ ପ୍ରକୃତି ଓ ପରିବେଶର…

Video: ଡ୍ରୋନ ଆକ୍ରମଣରେ ହୁତୁହୁତୁ ହୋଇ ଜଳିଲା ଦୁବାଇ ବିମାନ ବନ୍ଦର, ସମସ୍ତ ଉଡାଣ ବାତିଲ

ଦୁବାଇ,୧୬।୩: ସୋମବାର ସକାଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଏକ ଜୋରଦାର ବିସ୍ଫୋରଣ ପରେ ଦୁବାଇରେ ଆତଙ୍କ ଖେଳିଗଲା, ଯାହା ଏକ ଡ୍ରୋନ ଦୁର୍ଘଟଣା ଯୋଗୁ ହୋଇଥିଲା ଏବଂ ପରେ ଏକ ଇନ୍ଧନ ଟାଙ୍କିରେ ଏକ ବଡ଼ ନିଆଁ ଲାଗିଯାଇଥିଲା। ସୋସିଆଲ…

ନେତାନ୍ୟାହୁଙ୍କୁ ହତ୍ୟା ଆଇଆର୍‌ଜିସିର ଲକ୍ଷ୍ୟ

ତେହରାନ୍‌,୧୬ା୩: ଇରାନ୍‌-ଆମେରିକା ଯୁଦ୍ଧ ରବିବାର ୧୬ ଦିନ ଅତିକ୍ରମ କରିଥିଲାବେଳେ ଆମେରିକାର ବିଭିନ୍ନ ଠିକଣା ସମେତ ଇସ୍ରାଏଲ ଉପରେ ଇରାନ୍‌ର ଆକ୍ରମଣ ଜାରି ରହିଛି। ଏହାମଧ୍ୟରେ ଇରାନ୍‌ର ଇସ୍‌ଲାମିକ୍‌ ରିଭୋଲ୍ୟୁଶନାରୀ ଗାର୍ଡ କର୍ପସ୍‌ (ଆଇଆର୍‌ଜିସି) ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁଙ୍କୁ ଟାର୍ଗେଟ କରି…

ମୃତ୍ୟୁ ଗୁଜବକୁ ନେତନ୍ୟାହୁଙ୍କ ଜବାବ: କହିଲେ “ମୁଁ କଫି ପାଇଁ ମରିବାକୁ ପ୍ରସ୍ତୁତ”

ନୂଆଦିଲ୍ଲୀ,୧୫।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁଙ୍କ ମୃତ୍ୟୁକୁ ନେଇ ଚାଲିଥିବା ଗୁଜବ ଉପରେ ପଡିଛି ପୂର୍ଣ୍ଣଚ୍ଛେଦ। ଏକ ନୂଆ ଭିଡିଓ ଜାରି କରି ନେତନ୍ୟାହୁ ଇରାନକୁ ଚମତ୍କାର ଢଙ୍ଗରେ ଜବାବ ଦେଇଛନ୍ତି। ନେତନ୍ୟାହୁ ଏକ କାଫେରେ କଫି ଅର୍ଡର କରୁଥିବା ବେଳେ…

ଯୁଦ୍ଧ ଭିତରେ ଭାରତ ପାଇଁ ଖୁସି ଖବର, ଆସୁଛି ୮୦ ହଜାର ଟନ୍ ଅଶୋଧିତ ତୈଳ

ନୂଆଦିଲ୍ଲୀ,୧୫।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି । ଭାରତୀୟ ପତାକା ଲାଗିଥିବା ଅଶୋଧିତ ତୈଳ ଟ୍ୟାଙ୍କର୍ ଜଗ୍ ଲାଡକି ସୁରକ୍ଷିତ ଭାବରେ ଏକ ବିପଦପୂର୍ଣ୍ଣ ସାମୁଦ୍ରିକ କ୍ଷେତ୍ରରୁ ବାହାରି ଆସିଛି ଏବଂ ବର୍ତ୍ତମାନ…

ଇରାନ ଯୁଦ୍ଧରେ ଡେଇଁବନି ତୁର୍କୀ, ହୋମୁର୍ଜ ଷ୍ଟ୍ରେଟରେ ଟ୍ରମ୍ପ…

ନୂଆଦିଲ୍ଲୀ,୧୫।୩: ଇରାନ ଉପରେ ଆକ୍ରମଣ କରିବା ପୂର୍ବରୁ, ଆମେରିକା ନାଟୋ କିମ୍ବା ତାର ନିକଟତମ ମିତ୍ର ବ୍ରିଟେନ ସହିତ ଯୋଗାଯୋଗ କରିନଥିଲା। ଭେନେଜୁଏଲାରେ ସମାନ ପରିସ୍ଥିତି ସୃଷ୍ଟି ହୋଇଥିଲା। ଭେନେଜୁଏଲାରେ ସଫଳତାରେ ଉତ୍ସାହିତ ହୋଇ ଆମେରିକା ଇସ୍ରାଏଲ ସହିତ ମିଶି –…

IRGCର ଧମକ: ‘ଜୀବିତ ଥିବା ଯାଏ ପିଛା କରିବୁ…, ସାରା ବିଶ୍ୱରେ ଚାଞ୍ଚଲ୍ୟ

ତେହେରାନ/ଜେରୁଜେଲମ,୧୫।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ମୋଡ଼ ନେଇଛି। ରବିବାର ଇରାନର ଶକ୍ତିଶାଳୀ ସେନା ‘ରିଭୋଲ୍ୟୁସନାରୀ ଗାର୍ଡସ’ (IRGC) ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ସିଧାସଳଖ ହତ୍ୟା ଧମକ ଦେଇଛି। ଏହି ବୟାନ ପରେ…

ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା ଫେଲ୍‌: ଇରାନୀ ଡ୍ରୋନ୍‌ ମାଡ଼ରେ ୭ ଦେଶ ଥରହର, କାଳ ସାଜିଛି ‘ଶାହେଦ-୧୩୬’

ୱାଶିଂଟନ/ତେହେରାନ,୧୫।୩: ଇରାନର ଡ୍ରୋନ ଆକ୍ରମଣ ଏବେ ଆମେରିକା ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଅତ୍ୟାଧୁନିକ ଆମେରିକୀୟ ପ୍ରତିରକ୍ଷା ବ୍ୟବସ୍ଥା (Defense System) କୁ ଚକମା ଦେଇ ଇରାନର କ୍ଷୁଦ୍ର ଡ୍ରୋନ୍‌ଗୁଡ଼ିକ ଅତି ସଠିକ ଭାବେ ନିଜର ଲକ୍ଷ୍ୟଭେଦ କରୁଥିବା ସାମ୍ନାକୁ ଆସିଛି।…

ନେପାଳରେ ଓଲଟିଲା ଭାରତୀୟଙ୍କୁ ନେଇ ଯାଉଥିବା ବସ୍, ୭…

କାଠମାଣ୍ଡୁ,୧୫।୩; ନେପାଳରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ଭାରତୀୟ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍ ଏକ ଘାଟିରେ ଓଲଟି ପଡିଛି । ମଧ୍ୟ ନେପାଳରେ ଘଟିଛି ଏହି ଦୁର୍ଘଟଣା । ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ସାତ…

ହର୍ମୁଜ ଷ୍ଟ୍ରେଟକୁ ଯୁଦ୍ଧ ଜାହାଜ ପଠାଇବେ ଚାଇନା-ବ୍ରିଟେନ? ଇରାନ ବିରୋଧରେ ଟ୍ରମ୍ପଙ୍କ ଆବେଦନର ଆସୁଛି ପ୍ରତିକ୍ରିୟା

ଓ୍ବାଶିଂଟନ,୧୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆମେରିକା ହର୍ମୁଜ ପ୍ରଣାଳୀରେ ଯୁଦ୍ଧଜାହାଜ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି। ସେ ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ମାର୍ଗକୁ ସୁରକ୍ଷିତ ରଖିବା ପାଇଁ ଅନ୍ୟ ରାଷ୍ଟ୍ରଗୁଡ଼ିକୁ ସେମାନଙ୍କର ଜାହାଜ ପଠାଇବାକୁ ମଧ୍ୟ ନିବେଦନ…

୩ୟ ବିଶ୍ୱଯୁଦ୍ଧ ଆଶଙ୍କା: ଯୁଦ୍ଧ ହେଲେ ଆମେରିକା ଆଉ ରୁଷିଆ ପଟେ ରହିବେ କେଉଁ କେଉଁ ଦେଶ? ସାଂଘାତିକ ମେଣ୍ଟ ନେଇ ହେଲାଣି ପ୍ରସ୍ତୁତି

ନୂଆଦିଲ୍‌ଲୀ,୧୫।୩; ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଅଶାନ୍ତି ଏବଂ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦୀର୍ଘକାଳୀନ ସଂଘର୍ଷ ବିଶ୍ୱକୁ ଏକ ସନ୍ଧିସ୍ଥଳରେ ପହଞ୍ଚାଇ ଦେଇଛି ଯେଉଁଠାରେ ସମସ୍ତେ ସମାନ ପ୍ରଶ୍ନ ପଚାରୁଛନ୍ତି: ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି? ସାମାଜିକ ଗଣମାଧ୍ୟମ…

ଭୟଙ୍କର ଯୁଦ୍ଧ: ସ୍କୁଲ ଛୁଟି ଘୋଷଣା , ଓ଼୍ବାର୍କ ଫର୍ମ ହୋମ୍‌ ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ!

ନୂଆଦିଲ୍ଲୀ,୧୫।୩: ଇରାନ ସହିତ ଜଡିତ ସଂଘର୍ଷ ଏସୀୟ ରାଷ୍ଟ୍ରଗୁଡ଼ିକର କାର୍ଯ୍ୟ ଉପରେ ବ୍ୟାପକ ପ୍ରଭାବ ପକାଇଛି। ଅଧିକାଂଶ ଦେଶରେ, ତୈଳ ଯୋଗାଣ ବନ୍ଦ ହୋଇଯାଇଛି କିମ୍ୱା ବହୁଳ ଭାବରେ ହ୍ରାସ ପାଇଛି। ଫଳସ୍ୱରୂପ, ଶକ୍ତି ସଙ୍କଟକୁ ଏଡାଇବା ଏବଂ ଶକ୍ତି ସଂରକ୍ଷଣକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri