ଅନ୍ତର୍ଜାତୀୟ

ଟ୍ରମ୍ପଙ୍କ ସ୍ୱପ୍ନ ଚୂରମାର୍! H-1B ଭିସା ଉପରେ ୧ ଲକ୍ଷ ଡଲାର ଫିସ୍ ନିଷ୍ପତ୍ତିକୁ ରଦ୍ଦ କଲେ US କୋର୍ଟ

ଓ୍ବାଶିଂଟନ,୯।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ H-1B ଭିସା ଫି ସମ୍ପର୍କରେ ଏକ ବଡ଼ ଝଟକା ଲାଗିଛି। ସୋମବାର ଦିନ, ଏକ ଆମେରିକାର କୋର୍ଟ ଟ୍ରମ୍ପ ପ୍ରଶାସନର ନୂତନ ଏକ ଲକ୍ଷ ଡ଼ଲାର H-1B ଭିସା ଫିକୁ ବେଆଇନ ଘୋଷଣା କରି…

ଇରାନ-ଇସ୍ରାଏଲ ମହାଯୁଦ୍ଧ ଆରମ୍ଭ! ବାଜିଲା ସାଇରନ, ୨୪ ଘଣ୍ଟାରେ ବଦଳିଗଲା ମଧ୍ୟପ୍ରାଚ୍ୟର ଚିତ୍ର

ତେହରାନ, ୮।୬: ପଶ୍ଚିମ ଇରାନରେ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସମସ୍ତ ବିମାନବନ୍ଦରକୁ ବନ୍ଦ କରିଦିଆଯାଇଛି। ସମସ୍ତ ଭାରତୀୟ ନାଗରିକଙ୍କୁ ଯଥାଶୀଘ୍ର ସମ୍ଭବ ଯେକୌଣସି ଉପାୟରେ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପଟେ, ଇସ୍ରାଏଲରେ ସୋମବାର ସକାଳୁ କ୍ରମାଗତ ଆକ୍ରମଣ ଯୋଗୁଁ…

‘ତୁରନ୍ତ ବନ୍ଦ ହେଉ ଗୁଳିବିନିମୟ’, ଇରାନ-ଇସ୍ରାଏଲକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ!

ନୂଆଦିଲ୍ଲୀ, ୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟପ୍ରାଚ୍ୟରେ ଶାନ୍ତି ପାଇଁ ଇସ୍ରାଏଲ ଏବଂ ଇରାନକୁ ଆକ୍ରମଣ ବନ୍ଦ କରିବାକୁ ଆହୱାନ କରିଛନ୍ତି। ଟ୍ରମ୍ପ ଟ୍ରୁଥ ସେସିଆଲରେ ପୋଷ୍ଟ କରି ଲେଖିଛନ୍ତି ଯେ ଇସ୍ରାଏଲ ଏବଂ ଇରାନ ତୁରନ୍ତ ପରସ୍ପର ଉପରେ…

୧୦୯ ବର୍ଷ ପରେ ଏହି କାମ କରିବାକୁ ଯାଉଛି ଆମେରିକା: ବିଶ୍ୱରେ ପଡ଼ିଲା ଚହଳ

ଓ୍ବାଶିଂଟନ୍‌,୮।୬:ବିଶ୍ୱର ସର୍ବଶ୍ରେଷ୍ଠ ଶକ୍ତି ଭାବରେ ବିବେଚିତ ଯୁକ୍ତରାଷ୍ଟ୍ର ପୁଣି ଥରେ ଅନ୍ୟ ଏକ ରାଷ୍ଟ୍ରରୁ ଅଞ୍ଚଳ କିଣିବା ବିଷୟରେ ଚିନ୍ତା କରୁଛି। ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଭାରତ ମହାସାଗରରେ ଅବସ୍ଥିତ ଚାଗୋସ ଦ୍ୱୀପପୁଞ୍ଜ କିଣିବାର ବିକଳ୍ପ ଉପରେ…

Indian Embassy Advisory: ମିଶାଇଲ ମାଡ଼ ପରେ ଇରାନରେ ଥିବା ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

ତେହରାନ/ନୂଆଦିଲ୍ଲୀ,୮।୬: ଇରାନରେ ଥିବା ଭାରତୀୟ ଦୂତାବାସ ଭାରତୀୟ ନାଗରିକଙ୍କ ପାଇଁ ଏହାର ଯାତ୍ରା ପରାମର୍ଶକୁ ପୁନର୍ବାର ଦୋହରାଇଛି। ଦୂତାବାସ କହିଛି ଯେ, ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତୀୟ ନାଗରିକମାନେ ବର୍ତ୍ତମାନ ପାଇଁ ଇରାନ ଯାତ୍ରା କରିବାରୁ ନିବୃତ୍ତ ରହିବା ଉଚିତ।…

Video: ସାମ୍ନାକୁ ଆସିଲା ଫିଲିପାଇନ୍ସ ଭୂକମ୍ପର ଭୟଙ୍କର ଭିଡ଼ିଓ, ୪ ମୃତ ୨ଶହରୁ ଅଧିକ ଆହତ

ମାନିଲା,୮।୬: ସୋମବାର ଫିଲିପାଇନ୍ସରେ ଏକ ଶକ୍ତିଶାଳୀ 8.1 ତୀବ୍ରତାର ଭୂମିକମ୍ପ ଘଟି ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଦକ୍ଷିଣ ଫିଲିପାଇନ୍ସର ମିଣ୍ଡାନାଓ ଦ୍ୱୀପ ନିକଟରେ ଘଟିଥିବା ଏହି ଭୂମିକମ୍ପ ପରେ, ଅନେକ କୋଠା ଭୁଶୁଡ଼ି ପଡ଼ିଛି ଏବଂ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି।…

ମିଲ୍କି ୱେ ବ୍ଲାକ୍‌ ହୋଲ୍‌ରୁ ବାହାରୁଛି ଶକ୍ତିଶାଳୀ ପବନ

ନୂଆଦିଲ୍ଲୀ/ୱାଶିଂଟନ,୮ା୬: ମହାକାଶ ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ଆମ ଗାଲାକ୍ସି ଅର୍ଥାତ୍‌ ‘ମିଲ୍କି ୱେ’ (ଛାୟାପଥ)ର କେନ୍ଦ୍ରସ୍ଥଳରେ ଥିବା ସୁପରମାସିଭ୍‌ ବ୍ଲାକ୍‌ ହୋଲ୍‌ ‘ସାଜିଟେରିଅସ୍‌ ଏ*’ (ଏସ୍‌ଡିଆର ଏ*)ରୁ ଏକ ଶକ୍ତିଶାଳୀ ପ୍ରବାହ ବା ପବନ ନିର୍ଗତ ହେବାର…

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ ଆକ୍ରମଣ ଆରମ୍ଭ କରିଛି, ଯାହା ଫଳରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି…

IRGC କ୍ଷେପଣାସ୍ତ୍ର ଆକ୍ରମଣର ପ୍ରତିଶୋଧ ନେଲା ଇସ୍ରାଏଲ, କେନ୍ଦ୍ରୀୟ ଇରାନରେ ସାମରିକ ସ୍ଥାନଗୁଡ଼ିକୁ କଲା ଭୟଙ୍କର ଆକ୍ରମଣ

ଜେରୁଜେଲମ,୮।୬: ମଧ୍ୟପ୍ରାଚ୍ୟରେ ଶାନ୍ତି ଫେରାଇ ଆଣିବାର ସମସ୍ତ ପ୍ରୟାସ ବିଫଳ ହୋଇଛି, ଏବଂ ଉଭୟ ପକ୍ଷରୁ ପୁଣି ଥରେ ତୀବ୍ର, ଦ୍ରୁତ ଆକ୍ରମଣ ଆରମ୍ଭ ହୋଇଛି। ଇସ୍ରାଏଲ ଇରାନ ଆକ୍ରମଣର କଡ଼ା ଜବାବ ଦେଇଛି। ରିପୋର୍ଟ ଅନୁଯାୟୀ ଇସ୍ରାଏଲ ସୋମବାର (ଜୁନ…

ମିଶାଇଲ ଆକ୍ରମଣକୁ ନେଇ ନାଲି ହୋଇଗଲେ ଟ୍ରମ୍ପ, ଫୋନ କରି ନେତାନ୍ୟାହୁଙ୍କୁ ଦେଲେ କଡ଼ା ଚେତାବନୀ

ଓ୍ବାଶିଂଟନ,୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବେ ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧକୁ ନେଇ ମତଭେଦରେ ଅଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ ନେତାନ୍ୟାହୁଙ୍କୁ ଆମେରିକା-ମଧ୍ୟସ୍ଥତା ଚୁକ୍ତିକୁ ଗ୍ରହଣ କରିବାକୁ ପଡିବ। ଟ୍ରମ୍ପ…

ଏମରଜେନ୍ସି ଲ୍ୟାଣ୍ଡିଂ ସମୟରେ ଜଳିଗଲା ବିମାନ, ସାମ୍ନାକୁ ଆସିଲା ଲୋମ ଟାଙ୍କୁରା ଭିଡ଼ିଓ

କିନସାସା,୮।୬: ଡୋମିନିକାନ ଗଣରାଜ୍ୟର ଏକ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବିମାନରେ ଥିବା ଉଭୟ କ୍ରୁ ସଦସ୍ୟ ପ୍ରାଣ ହରାଇଛନ୍ତି। ବିମାନଟି ରନୱେକୁ ଛୁଇଁବା ମାତ୍ରେ ଧୂଆଁ ବାହାରିଥିଲା…

ଏମିତି ପ୍ରଶ୍ନ ପଚାରିଲେ ନ୍ୟୁଜ ଆଙ୍କର, ରାଗରେ ନାଲି ପଡ଼ିଗଲେ ଡୋନାଲ୍ଡ ଟ୍ରମ୍ପ, ସାକ୍ଷାତକର ମଝିରୁ ଚାଲିଯିବ ସହ କହିଲେ…

ଓ୍ବାଶିଂଟନ,୮।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ସାକ୍ଷାତକାର ସମୟରେ ଏତେ କ୍ରୋଧିତ ହୋଇଗଲେ ଯେ ସେ ସାମ୍ବାଦିକଙ୍କୁ ‘ବେଇମାନ ଏବଂ ମୂର୍ଖ’ ବୋଲି କହି ମଝିରୁ ଚାଲିଗଲେ। ଟ୍ରମ୍ପ ରବିବାର (ଜୁନ 7) NBCର ‘ମିଟ ଦି ପ୍ରେସ’ କାର୍ଯ୍ୟକ୍ରମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri