‘ଓପନ୍ ଏଆଇ’କୁ ସମାଲୋଚନା କରୁଥିଲେ: ଭାରତୀୟ ଇଞ୍ଜିନିୟରଙ୍କ ମୃତ୍ୟୁ
ନ୍ୟୁୟର୍କ,୧୫।୧୨ (ପି.ଟି.): ଭାରତୀୟ ଇଞ୍ଜିନିୟର ସୁଚିର ବାଲାଜୀଙ୍କ ମୃତଦେହ ତାଙ୍କ ସାନ୍ ଫ୍ରାନ୍ସିସ୍କୋସ୍ଥିତ ଆପାର୍ଟମେଣ୍ଟରୁ ମିଳିଛି। ପ୍ରାରମ୍ଭିକ ତଦନ୍ତରୁ ସୁଚିରଙ୍କୁ ହତ୍ୟା କରାଯାଇଥିବା ନେଇ କୌଣସି ପ୍ରମାଣ ମିଳିନାହିଁ। ତେଣୁ ସେ ଆତ୍ମହତ୍ୟା କରିଥିବା ପୋଲିସ ଅନୁମାନ କରୁଛି। ୪...
ଅନ୍ତରାଷ୍ଟ୍ରୀୟ ଚାପ ସାମ୍ନାରେ ମୁଣ୍ଡ ନୁଆଁଇଲା ବାଂଲାଦେଶ? ହିନ୍ଦୁଙ୍କ ବିରୋଧରେ ହିଂସା ମାମଲାରେ ୪ ଗିରଫ
ଢାକା,୧୪।୧୨: ବାଂଲାଦେଶର ସୁନାମଗଞ୍ଜରେ ହିନ୍ଦୁ ସମ୍ପ୍ରଦାୟର ଘର, ଦୋକାନ ଏବଂ ଲୋକନାଥ ମନ୍ଦିରକୁ ଭଙ୍ଗାରୁଜା କରିବା ଅଭିଯୋଗରେ ୪ଜଣଙ୍କୁ ଗିରଫ କରାଯାଇଛି। ୧୭୦ ଜଣଙ୍କ ବିରୋଧରେ ପୋଲିସ ମଧ୍ୟ ଏକ ମାମଲା ରୁଜୁ କରିଛି ଯେଉଁଥିରେ ୧୨ ଜଣଙ୍କ ନାମ...
ଫୁଟ୍ବଲ ଖେଳାଳିରୁ ଜର୍ଜିଆ ରାଷ୍ଟ୍ରପତି
ତିବ୍ଲିସି,୧୪ା୧୨: ପୂର୍ବତନ ଫୁଟ୍ବଲ ଖେଳାଳି ମାଖାଇଲ୍ କାଭେଲାଶଭିଲି ଶନିବାର ଜର୍ଜିଆର ରାଷ୍ଟ୍ରପତି ହୋଇଛନ୍ତି। ୫୩ ବର୍ଷୀୟ କାଭେଲାଶଭିଲିଙ୍କର ଏହା ସିଧାସଳଖ ବିଜୟ ହୋଇଥିବା ବେଳେ ଶାସକ ଦଳ ଜର୍ଜିଆନ୍ ଡ୍ରିମ୍ ପାର୍ଟି ୩୦୦ ଆସନ ବିଶିଷ୍ଟ ଇଲେକ୍ଟୋରାଲ କଲେଜକୁ ନିୟନ୍ତ୍ରଣକୁ...
ଏମରଜେନ୍ସି ଲଗାଇଥିବା ରାଷ୍ଟ୍ରପତି ଏବେ ଅଡୁଆରେ, ପାସ୍ ହେଲା ମହାଭିଯୋଗ ପ୍ରସ୍ତାବ
ସିଓଲ,୧୪।୧୨: ଦକ୍ଷିଣ କୋରିଆର ରାଷ୍ଟ୍ରପତି ୟୁନ ସୁକ ୟୋଲଙ୍କ ବିରୋଧରେ ମହାଭିଯୋଗ ଆଣିବାକୁ ସଂସଦରେ ମତଦାନ କରାଯାଇଛି। ସଂସଦରେ ତାଙ୍କ ବିରୋଧରେ ୨୦୪ଭୋଟ ଦିଆଯାଇଥିଲା। ଏଥି ସହିତ ତାଙ୍କ ସମର୍ଥନରେ କେବଳ ୮୫ ଭୋଟ ଦିଆଯାଇଥିଲା। ସମ୍ବିଧାନ ଅନୁଯାୟୀ ପ୍ରଧାନମନ୍ତ୍ରୀ...
ବଡ଼ ଗେମ୍ ଖେଳିଲେ ୟୁନୁସ ସରକାର, ବଢିଲା ଭାରତର ଟେନସନ
ନୂଆଦିଲ୍ଲୀ,୧୪।୧୨: ବାଂଲାଦେଶର ୟୁନୁସ ସରକାରଙ୍କ ନୂତନ ନିଷ୍ପତ୍ତି ଭାରତର ଟେନସନକୁ ବଢାଇ ଦେଇଛି। ପାକିସ୍ତାନୀ ନାଗରିକଙ୍କ ପାଇଁ ବାଂଲାଦେଶ ଭିସା ପ୍ରତିବନ୍ଧକକୁ ଆରାମ ଦେଇଛି। ପାକିସ୍ତାନୀ ନାଗରିକଙ୍କ ପାଇଁ ସୁରକ୍ଷା କ୍ଲିୟରାନ୍ସ ଶେଷ ହେବା ସହିତ ପାକିସ୍ତାନୀ ଗୁପ୍ତଚର ଏଜେନ୍ସି...
କାର୍ଯ୍ୟକାଳ ସରିବା ପୂର୍ବରୁ ବାଇଡେନ ନେଲେ ବଡ଼ ନିଷ୍ପତ୍ତି: ୧୫୦୦ କଏଦୀଙ୍କୁ ରାଜକ୍ଷମା
ଓ୍ବାଶିଂଟନ୍,୧୩।୧୨: କାର୍ଯ୍ୟକାଳ ସରିବା ପୂର୍ବରୁ ରାଷ୍ଟ୍ରପତି ଜୋ ବାଇଡେନ ବଡ଼ ପଦକ୍ଷେପ ନେଇଛନ୍ତି। ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ୧୫୦୦ ଜଣଙ୍କୁ ସେ କ୍ଷମା ପ୍ରଦାନ କରିଛନ୍ତି। ଆପରାଧିକ ମାମଲାରେ ୩୯ ଜଣଙ୍କୁ କ୍ଷମା ଦେଇଛନ୍ତି ରାଷ୍ଟ୍ରପତି। ମୁକ୍ତ କଏଦୀଙ୍କ...
ଟ୍ରମ୍ପ୍ ଟାଇମ ମାଗାଜିନର ‘ପର୍ସନ ଅଫ୍ ଦି ଇୟର’
ଓ୍ବାଶିଂଟନ, ୧୩।୧୨:ଟାଇମ ମାଗାଜିନ ପକ୍ଷରୁ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୨୦୨୪ ପାଇଁ ‘ପର୍ସନ ଅଫ୍ ଦି ଇୟର’ ଭାବେ ନାମିତ କରାଯାଇଛି। ଏହି ସମ୍ମାନ ଟ୍ରମ୍ପଙ୍କୁ ଦ୍ୱିତୀୟ ଥର ପାଇଁ ମିଳିଛି। ପୂର୍ବରୁ ୨୦୧୬ରେ ମଧ୍ୟ ଟାଇମ...
ନିଜ ସୁନା ଚେନ୍ ବିକୁଛନ୍ତି ଫେସବୁକ ପ୍ରତିଷ୍ଠାତା, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
କାଲଫର୍ନିଆ,୧୩।୧୨: ଫେସବୁକ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ଗୋଲ୍ଡ ପ୍ଲେଟେଡ୍ କ୍ୟୁବା ଚେନ ଆଜିକାଲି ଚର୍ଚ୍ଚାରେ ଅଛି। ଏହି ଚେନ୍ ଅନଲାଇନ ନିଲାମ ପାଇଁ ଉପଲବ୍ଧ ଏବଂ ଏହାର ବିଡିଂ ୪୦,୦୦୦ ଡଲାର (ପ୍ରାୟ ୩୩ ଲକ୍ଷ) ଅତିକ୍ରମ କରିଛି। ଏହି...
ନେପାଳ ସେନା ମୁଖ୍ୟଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ
ନୂଆଦିଲ୍ଲୀ,୧୨।୧୨: ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେପାଳ ସେନା ମୁଖ୍ୟ ଅଶୋକ ରାଜ୍ ସିଗଦେଲଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ ପ୍ରଦାନ କରିଛନ୍ତି। ଭାରତ ଓ ନେପାଳ ମଧ୍ୟରେ ରହିଥିବା ଦୀର୍ଘ...
କିଙ୍ଗ୍, କୁଇନ ହେବା ପାଇଁ ପ୍ରିନ୍ସ ଓ୍ବିଲିୟମ, ପ୍ରିନ୍ସେସ କେଟ୍ଙ୍କ ପ୍ରସ୍ତୁତି ଆରମ୍ବ
ଲଣ୍ଡନ, ୧୨।୧୨:ବ୍ରିଟେନ୍ର ଓ୍ବେଲ୍ସ ଯୁବରାଜ ଓ୍ବିଲିୟମ (୪୨) ଓ ଯୁବରାଣୀ କେଟ ମିଡିଲଟନ୍ (୪୨) କିଙ୍ଗ୍ ଓ କୁଇନ ହେବା ପାଇଁ ପ୍ରସ୍ତୁତି କରୁଛନ୍ତି ବୋଲି ଗୁରୁବାର ନ୍ୟୁୟର୍କ ଟାଇମ୍ସ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରୟାଲ ବାୟୋଗ୍ରାଫର...
ଇରାନରେ ହିଜାବ ନିୟମ ହେଲା ଆହୁରି କଠିନ, ଡ୍ରେସ କୋଡର ଉଲ୍ଲଂଘନ କଲେ ମିଳିବ ମୃତ୍ୟୁ ଦଣ୍ଡ
ତେହେରାନ,୧୨।୧୨: ଇରାନ ଏହାର କଠୋର ନିୟମ ପାଇଁ ବେଶ୍ ଜଣାଶୁଣା। ସୂଚନାଯୋଗ୍ୟ, ଇରାନ ହିଜାବ ସମ୍ବନ୍ଧରେ ନୂତନ ନିୟମ ଲାଗୁ କରିଛି ଯାହା ବିବାଦର କାରଣ ପାଲଟିଛି। ଏହି ନିୟମ ଅନୁଯାୟୀ, ଯଦି ମହିଳାମାନେ ହିଜାବର ନିୟମ ଉଲ୍ଲଂଘନ କରନ୍ତି,...
ପୁଣି ଲ୍ୟାବ୍ରୁ ଲିକ୍ ହେଲା ମାରାତ୍ମକ ଭାଇରସ୍, ଦେଶରେ ହାଇ ଆଲର୍ଟ!
କ୍ୱିନସଲ୍ୟାଣ୍ଡ,୧୨।୧୨: ପୁଣି ଲ୍ୟାବ୍ରୁ ଲିକ୍ ହୋଇଛି ମାରାତ୍ମକ ଭାଇରସ୍। ଅଷ୍ଟ୍ରେଲିଆର ଏକ ଲାବରୋଟରୀରୁ ଶତାଧିକ ଘାତକ ଭାଇରସ ନମୁନା ନିଖୋଜ ହୋଇଯାଇଛି। କ୍ୱିନସଲ୍ୟାଣ୍ଡ ସରକାର ଏହି ଦାବି କରିଛନ୍ତି। ଏହା ଏକ ଗୁରୁତର ଘଟଣା ବୋଲି ସରକାର କହିଥିବା ବେଳେ...
Archives


