ମୋଦିଙ୍କୁ ନେଇ ବଡ଼ କଥା କହିଲେ ମେରି, CJPକୁ ଆମେରିକାରୁ ମିଳୁଛି….
ନୂଆଦିଲ୍ଲୀ,୧୪।୧୦: ଭାରତର ରାଜନୈତିକ ପ୍ରସଙ୍ଗକୁ ନେଇ ପୁଣି ଥରେ ବଡ଼ ବୟାନ ଦେଇଛନ୍ତି ଆମେରିକୀୟ ଗାୟକ ମେରି ମିଲବେନ । CJP ନେତାମାନେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦରୁ ହଟାଇବା ଦାବିରେ ଆନ୍ଦୋଳନ ଚଳାଇଥିବା ବେଳେ, ଏହି ସଂଗଠନକୁ…
ପୋପ୍ଙ୍କୁ କ୍ୟାନସର୍: ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ/ଭାଟିକାନ ସିଟି,୧୪।୧୨: କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟ ପୋପ ଲିଓ ଚତୁର୍ଦ୍ଦଶଙ୍କ ଫୁସ୍ଫୁସ୍ରେ କ୍ୟାନ୍ସର୍ ରୋଗ ଚିହ୍ନଟ ହୋଇଛି। ରୋମ୍ର ଜେମେଲି ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିବା ବେଳେ ଡାକ୍ତରମାନେ ତାଙ୍କ ଡାହାଣ ଫୁସ୍ଫୁସର ତଳ ଭାଗକୁ ବାହାର କରିଛନ୍ତି। ଭାଟିକାନ ପକ୍ଷରୁ…
ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର
ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ ଘଟିଛି। ୟୁରୋପୀୟ-ମେଦିଟେରେନିଆନ ସେଇସ୍ମୋଲୋଜିକାଲ ସେଣ୍ଟର (EMSC) ଅନୁଯାୟୀ, ଏହି ଭୂକମ୍ପଟି ୩୫ କିଲୋମିଟର…
ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା
ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ ପ୍ରଦାନ କରାଯାଇଛି। ଅର୍ଥନୀତିକୁ ସ୍ଥିର ରଖୁଥିବା ନୀତିଗୁଡ଼ିକ ସମ୍ପର୍କରେ ବୁଝିବା ଦିଗରେ ଗୁରୁତ୍ୱପୂର୍ଣ୍ଣ…
ଇମ୍ରାନଙ୍କ ମୁକ୍ତି ଦାବି ତେଜିଲା: ଆନ୍ଦୋଳନକାରୀ ରାଜଧାନୀ ମୁହାଁ, ପାକିସ୍ତାନରେ ଜରୁରୀକାଳୀନ ସ୍ଥିତି ଘୋଷଣା
ଇସଲାମାବାଦ,୧୨।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମୁକ୍ତ କରିବା ଦାବିରେ ଦେଶରେ ଆନ୍ଦୋଳନ ତିବ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ରାଜଧାନୀ ମୁହାଁ ହୋଇଛନ୍ତି। ଫଳରେ ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଏଭଳିସ୍ଥତିରେ ଅକ୍ଟୋବର ୧୧ତାରିଖରେ ରାଷ୍ଟ୍ରପତି ଆସିଫ ଅଲ୍ଲୀ ଜର୍ଦ୍ଦାରୀ ଆଫଗାନିସ୍ତାନ…
୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍
ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍ର ଦାମ୍କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ ଏହାର ଅଭାବ ଦେଖାଦେଇଛି। ଏହାର ସୁଯୋଗ ନେଇ କିଛି ଖୁଚୁରା ବ୍ୟବସାୟୀ ନିର୍ଦ୍ଧାରିତ…
ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ
ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ ସମ୍ପର୍କରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିବା ପରେ ପୋଲିସ ତୁରନ୍ତ ଅଭିଯୁକ୍ତଙ୍କୁ…
ମାନବ ଜାତିକୁ ଶେଷ କରିଦେଇପାରେ ଏଆଇ, ପରମାଣୁ ଯୁଦ୍ଧ
ଲଣ୍ଡନ, ୧୨ା୧୦: ଆଗାମୀ ୨୧୦୦ ମସିହା ସୁଦ୍ଧା ପୃଥିବୀରୁ ମାନବ ସଭ୍ୟତା ବିଲୁପ୍ତ ହୋଇଯିବାର ଆଶଙ୍କା ପ୍ରକାଶ ପାଇଛି। ବିଶ୍ୱପ୍ରସିଦ୍ଧ ଚିକିତ୍ସା ବିଜ୍ଞାନ ପତ୍ରିକା ‘ଦି ଲାନ୍ସେଟ’ ଦ୍ୱାରା ପ୍ରକାଶିତ ଏକ ସ୍ବତନ୍ତ୍ର କମିଶନ ରିପୋର୍ଟରେ ଏଭଳି ଚେତାବନୀ ଦିଆଯାଇଛି। ଆର୍ଟିଫିସିଆଲ…
ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….
ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ ଶକ୍ତି ଯୁଦ୍ଧବିରତି (energy ceasefire) ହୋଇଥିବା ନେଇ ସେ କହିଛନ୍ତି । ୟୁକ୍ରେନର…
ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ
ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ସମୁଦ୍ରରେ ବୁଡ଼ିଯିବାରୁ ଅତି କମ୍ରେ ୧୦୯ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ…
ନେପାଳରେ ପୁଣି ଜଳପ୍ରଳୟ! ଶୋଇଥିଲେ ଲୋକେ, ହଠାତ ଭାସିଗଲା ୩ ପୋଲ, ଅନେକ ଘରେ ପଶିଲା ପାଣି
କାଠମାଣ୍ଡୁ,୧୧।୧୦: ନେପାଳର ଗୋରଖା ଜିଲାର ବୁଢ଼ୀ ଗଣ୍ଡକୀ ନଦୀରେ ହଠାତ ଆସିଥିବା ପ୍ରବଳ ବନ୍ୟା ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏଥିରେ ତିନୋଟି ପୋଲ ଭାସିଯାଇଥିବା ବେଳେ ବନ୍ୟାଜଳ ଅନେକ ଘରକୁ ଜଳମଗ୍ନ କରିଦେଇଛି। କିଛି ଅଞ୍ଚଳରେ ରାସ୍ତାଘାଟ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।…
ରିୟାଦ ବିମାନବନ୍ଦର ଉପରେ ବଡ଼ ଧରଣର ଆକ୍ରମଣ; ୧୨ ମୃତ ୩୦୦ରୁ ଅଧିକ ଆହତ
ରିଦ,୧୧।୧୦: ସାଉଦି ଆରବ ଏବଂ ୟେମେନର ହୁଥି ବିଦ୍ରୋହୀଙ୍କ ମଧ୍ୟରେ କ୍ରମାଗତ ଆକ୍ରମଣ ଜାରି ରହିଛି। ସମ୍ପ୍ରତି, ହୁଥି ବିଦ୍ରୋହୀମାନେ ସାଉଦି ଆରବର ରାଜଧାନୀ ରିୟାଦସ୍ଥିତ ‘କିଙ୍ଗ ଖାଲିଦ ଆନ୍ତର୍ଜାତୀୟ ବିମାନବନ୍ଦର’କୁ ଟାର୍ଗେଟ କରିଥିଲେ। ରିପୋର୍ଟ ଅନୁଯାୟୀ, ଏହି ଆକ୍ରମଣରେ ଅତିକମରେ…

