୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…
ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ ନା କୌଣସି ରେଷ୍ଟୁରାଣ୍ଟ ଅଛି, ନା ଅଧିକ ଦୋକାନ ଖୋଲୁଛି। ଗୋଟିଏ ପୁରୁଣା…
କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ
ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଭୂମିକମ୍ପରେ ୧,୫୭୫ ଘର କ୍ଷତିଗ୍ରସ୍ତ ହୋଇଛି ଏବଂ…
ବ୍ରିଟେନ୍, ଫ୍ରାନ୍ସରେ ଆସୁଛି ପଞ୍ଚମ ହିଟ୍ଓ୍ବେଭ୍
ପ୍ୟାରିସ୍, ୧୧।୮(ପି.ଟି): ପଶ୍ଚିମ ୟୁରୋପରେ ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦିନକୁ ଦିନ ଭୟଙ୍କର ରୂପ ନେଉଥିବାବେଳେ ବ୍ରିଟେନ ଏବଂ ଫ୍ରାନ୍ସ ଚଳିତ ମୌସୁମୀର ପଞ୍ଚମ ପ୍ରଚଣ୍ଡ ତାତି (ହିଟ୍ ଓ୍ବେଭ୍)ର ସମ୍ମୁଖୀନ ହେବାକୁ ଯାଉଛନ୍ତି। ଗତ ମେ’ରୁ ସମଗ୍ର ୟୁରୋପରେ ତାପମାତ୍ରା…
ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!
ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ବ୍ୟବହାର କରି ସୱୟଂଚାଳିତ ଭାବେ ବିଶ୍ୱର ବିଭିନ୍ନ ପ୍ରତିଷ୍ଠାନ ଉପରେ…
AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!
ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର AI ସେବାଗୁଡ଼ିକୁ ପ୍ରତ୍ୟାହାର କିମ୍ବା ସୀମିତ କରିବାକୁ ବାଧ୍ୟ ହୋଇଛନ୍ତି। ଫଳରେ, ଲୋକମାନେ…
ଲଞ୍ଚ୍ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍
ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ ଲଞ୍ଚ ହେବା ପରେ ଏକ ବଡ଼ ଧରଣର ବିସ୍ଫୋରଣ ହୋଇ ଚାଇନାର ‘ଲଙ୍ଗ…
ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…
ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି। ଏକ ମହାଶକ୍ତିଶାଳୀ ଯୁକ୍ତରାଷ୍ଟ୍ର ମଧ୍ୟ ଉଭୟ ଦେଶର ରାଷ୍ଟ୍ରପତିଙ୍କୁ ହ୍ବାଇଟ ହାଉସକୁ ଆଲୋଚନା…
ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ
ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଆମେରିକାର ରାଷ୍ଟ୍ରପତି କହିଛନ୍ତି ଯେ…
ଲୁଚି ପଳାଇଲେ ଟ୍ରମ୍ପ! ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…
ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ ଏୟାରଫୋର୍ସ ୱାନ ପରିବର୍ତ୍ତେ ଏକ ଗୁପ୍ତ ସାମରିକ ବିମାନରେ ତୁର୍କୀରୁ ଯାତ୍ରା କରିଥିଲେ।…
ବନ୍ଦ ହେବ ଯୁଦ୍ଧ! ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲାଯିବାକୁ ଟ୍ରମ୍ପ ଆଗ୍ରହୀ; ଆମେରିକା ପରମାଣୁ ପ୍ରସଙ୍ଗକୁ ସ୍ଥଗିତ ରଖିବାକୁ ଇଚ୍ଛୁକ
ଓ୍ବାଶିଂଟନ,୧୦।୮: ହର୍ମୁଜ ପ୍ରଣାଳୀକୁ ଜାହାଜ ଚଳାଚଳ ପାଇଁ ଖୋଲିବା ନେଇ ଇରାନ ଏବଂ ଓମାନ ମଧ୍ୟରେ ଆଲୋଚନା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତଥାପି, ଇରାନ ସ୍ପଷ୍ଟ କରିଛି ଯେ ଯଦି ଏକ ଚୁକ୍ତି ହୁଏ, ତେବେ ଆମେରିକା ଏହାର ପ୍ରମୁଖ ସର୍ତ୍ତଗୁଡ଼ିକୁ…
ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ
ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର ପଡ଼ୋଶୀ ଇକ୍ୱୋଡୋର ଥରିଉଠିଥିବାବେଳେ ଭୟଭୀତ ଲୋକେ ନିଜ ନିଜ ଘର ଛାଡ଼ି ପଳାଇ…
ଆମେରିକାକୁ ଖୋଲା ଧମକ ଦେଇ କଡ଼ା ଭାଷାରେ ଇରାନ କହିଲା, ‘ଆମ ମାଟିରେ ପାଦ ରଖିଲେ, ଆମେ ତୁମର ଗୋଡ଼ କାଟି ଦେବୁ’
ତେହରାନ,୧୦।୮: ଇରାନ ଏବଂ ଆମେରିକା ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ସେନା ୱାଶିଂଟନକୁ ଏକ କଡ଼ା ଚେତାବନୀ ଦେଇଛି। ଇରାନ ସେନାର ସ୍ଥଳସେନାର କମାଣ୍ଡର ବ୍ରିଗେଡିୟର ଜେନେରାଲ ଅଲି ଜାହାନଶାହୀ ରବିବାର କହିଛନ୍ତି ଯେ ଇରାନ ମାଟିରେ ପାଦ ଦେଉଥିବା…

