ଅନ୍ତର୍ଜାତୀୟ

ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲ୍‌ର ଆକ୍ରମଣ: ୭୨ ମୃତ

ତେଲ୍‌ ଆଭିଭ୍‌,୧୬।୧: ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା ପରେ ମଧ୍ୟ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଛି। ଗୁରୁବାର ଇସ୍ରାଏଲ୍‌ର ଆକ୍ରମଣରେ ଅନୂ୍ୟନ ୭୨ ଜଣଙ୍କ ମୃତ୍ୟୁ ଘଟିଥିବା ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ଗାଜା ସହରର ୨ଟି ହସ୍ପିଟାଲରେ ପହଞ୍ଚତ୍ଥିବା ମୃତଦେହକୁ ହିସାବ…

୧୦ ହଜାର ପାକିସ୍ତାନୀଙ୍କୁ ଜେଲ ପଠାଇଲେ ସାଉଦି ପ୍ରିନ୍ସ

ରିୟାଦ,୧୬।୧: ପାକିସ୍ତାନ ପ୍ରାୟତଃ ଦାବି କରେ ଯେ ଇସଲାମର ଗଡ଼ ସାଉଦି ଆରବ ସହିତ ଏହାର ବହୁତ ଦୃଢ଼ ସମ୍ପର୍କ ଅଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ସାଉଦି ଆରବର ଯୁବରାଜ ମହମ୍ମଦ ବିନ ସଲମାନଙ୍କୁ ନିଜର ଭାଇ ବୋଲି ମଧ୍ୟ…

ସମ୍ପୂର୍ଣ୍ଣ କ୍ୟାନସର ମୁକ୍ତ ହେଲେ କେଟ ମିଡଲଟନ!

ଲଣ୍ଡନ,୧୬।୧: ୱେଲ୍ସର ରାଜକୁମାରୀ କ୍ୟାଥରିନ, ଯିଏ ସାଧାରଣତଃ କେଟ ମିଡଲଟନ ଭାବରେ ଜଣାଶୁଣା। ସେ ମଙ୍ଗଳବାର କହିଛନ୍ତି ଯେ ସେ କର୍କଟ ରୋଗରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି। ହସ୍ପିଟାଲରୁ ଫେରିବା ପରେ ସେ ଏହା କହିଥିଲେ। ଯେଉଁଠାରେ ତାଙ୍କର କର୍କଟ ଚିକିତ୍ସା…

ଯୁଦ୍ଧବିରତି ପାଇଁ ସହମତି ହେଲେ ଇସ୍ରାଏଲ-ହମାସ, ୧୫ ମାସ ପାଇଁ ଯୁଦ୍ଧ ବନ୍ଦ

ନୂଆଦିଲ୍ଲୀ, ୧୫।୧: ଇସ୍ରାଏଲ ଏବଂ ପାଲେଷ୍ଟାଇନୀ ସଂଗଠନ ହମାସ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଯୁଦ୍ଧବିରତି ଏବଂ କଏଦୀ ବିନିମୟ ସମ୍ପର୍କରେ କିଛି ଦିନ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ଚାଲିଥିଲା। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଆଲୋଚନାର ଏକ…

ବ୍ରାଡ୍‌ ପିଟ୍‌ଙ୍କ ନାଁରେ ୮ ଲକ୍ଷ ୟୁରୋ ଠକେଇ

ପ୍ୟାରିସ୍‌, ୧୫ା୧: ଫ୍ରାନ୍ସରେ ଇଣ୍ଟେରିଅର ଡିଜାଇନର ଭାବେ କାର୍ଯ୍ୟରତ ଆନି ପ୍ରାୟ ୮ ଲକ୍ଷ ୟୁରୋ ମୂଲ୍ୟର ଠକାମିର ସମ୍ମୁଖୀନ ହୋଇଛନ୍ତି। ହଲିଉଡ୍‌ ଅଭିନେତା ବ୍ରାଡ୍‌ ପିଟଙ୍କ ବିଭିନ୍ନ ଡିପ୍‌ଫେକ ଫଟୋ ଏବଂ ଭିଡିଓର ବ୍ୟବହାର କରି ଠକ ଆନିଙ୍କ ବିଶ୍ୱାସ…

ମେଟା: ଚିନ୍ତାରେ କେନ୍ଦ୍ର

ନୂଆଦିଲ୍ଲୀ,୧୫।୧: ଆମେରିକୀୟ ସୋସିଆଲ ମିଡିଆ ଜାଏଣ୍ଟ ମେଟା ସିଇଓ ମାର୍କ ଜୁକରବର୍ଗ ଜାନୁଆରୀ ୧୦ରେ ପୋଡ୍‌କାଷ୍ଟର ଜୋ ରୋଗାନ୍‌ଙ୍କୁ ସାକ୍ଷାତକାର ଦେଇ କହିଥିଲେ, ୨୦୨୪ ଅଧିକାଂଶ ଦେଶରେ ନିର୍ବାଚନର ବର୍ଷ ଥିଲା। ସରକାରଙ୍କ କୋଭିଡ୍‌ ପରିଚାଳନା ଓ ତତ୍‌ ପରବର୍ତ୍ତୀ ମୁଦ୍ରାସ୍ଫୀତି…

ଯୁଦ୍ଧରେ କେରଳ ଯୁବକଙ୍କ ମୃତ୍ୟୁ ପରେ ଆକ୍ସନକୁ ଆସିଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୧୫।୧: ୟୁକ୍ରେନ୍‌ ଯୁଦ୍ଧରେ ରୁଷିଆ ପାଇଁ ଲଢୁଥିବା ଜଣେ କେରଳୀ ଯୁବକଙ୍କ ମୃତ୍ୟୁ ଓ ଅନ୍ୟ ଜଣେ ଆହତ ହେବା ଘଟଣାକୁ ଭାରତର ବହିର୍ବ୍ୟାପାର ମନ୍ତ୍ରଣାଳୟ ମସ୍କୋ ନିକଟରେ ଉଠାଇଛି। ସେନାରେ ସାମିଲ ହୋଇଥିବା ସମସ୍ତ ଭାରତୀୟଙ୍କୁ ତୁରନ୍ତ ଫେରାଇଦେବା ପାଇଁ…

ବାଂଲାଦେଶରେ ରହି ବଡ଼ ଖେଳ କରିଦେଲେ ୟୁନୁସ୍‌, ଶେଖ ହାସିନାଙ୍କ…

ଢାକା,୧୫।୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭଣଜା ଏବଂ ଲେବର ପାର୍ଟି ସାଂସଦ ଟ୍ୟୁଲିପ ସିଦ୍ଦିକି ମଙ୍ଗଳବାର ବ୍ରିଟେନର ଅର୍ଥମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ଲଣ୍ଡନରେ ତାଙ୍କ ସମ୍ପତ୍ତି ବ୍ୟବହାର ନେଇ ଦୁର୍ନୀତି ଏବଂ ସ୍ବଚ୍ଛତାର ଅଭାବ ପାଇଁ ଗତ…

ୟୁକ୍ରେନ୍‌ ପାଇଁ ଆଉ ନୂଆ ଏକ ଚ୍ୟାଲେଞ୍ଜ

ସିଓଲ,୧୫।୧: ୟୁକ୍ରେନ୍‌ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାର ଆକ୍ରମଣ ସାମର୍ଥ୍ୟ ବଢ଼ାଇବା ପାଇଁ ଉତ୍ତର କୋରିଆ ସେନା ଯୁଦ୍ଧରେ ସାମିଲ ହୋଇଛନ୍ତି। ଶାସକ କିମ୍‌ ଜଙ୍ଗ୍‌ ଉନ୍‌ଙ୍କ ପାଇଁ ମରିବାକୁ ଥିବା ଉତ୍ତର…

ଚିନ୍ତାରେ ପଡିଲା ୟୁକ୍ରେନ୍‌, ନୂଆ ଚ୍ୟାଲେଞ୍ଜ ଉତ୍ତର କୋରିଆର ଆତ୍ମଘାତୀ ସୈନ୍ୟ

ସିଓଲ,୧୪।୧: ୟୁକ୍ରେନ୍‌ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାର ଆକ୍ରମଣ ସାମର୍ଥ୍ୟ ବଢ଼ାଇବା ପାଇଁ ଉତ୍ତର କୋରିଆ ସେନା ଯୁଦ୍ଧରେ ସାମିଲ ହୋଇଛନ୍ତି। ଶାସକ କିମ୍‌ ଜଙ୍ଗ୍‌ ଉନ୍‌ଙ୍କ ପାଇଁ ମରିବାକୁ ଥିବା ଉତ୍ତର…

ମହାକାଶରେ SEX କରିପାରିବେ ମହାକାଶଚାରୀ? ନାସାର ବଡ଼ ଖୁଲାସା

ନୂଆଦିଲ୍ଲୀ,୧୪।୧: ଶତାବ୍ଦୀ ଶତାଦ୍ଦୀ ଧରି, ମଣିଷ ମହାକାଶ ପ୍ରତି ଆକର୍ଷିତ ହୋଇଆସିଛି, ଏବଂ ଏହାକୁ ଅନୁସନ୍ଧାନ କରିବାର ଏହି କୌତୁହଳ ମାନବଜାତିକୁ ମହାକାଶଯାନ ଏବଂ ଦୂରବୀକ୍ଷଣ ନିର୍ମାଣ କରିବାକୁ ପ୍ରେରଣା ଦେଇଛି। ଯେବେଠାରୁ ଆମେ ବ୍ରହ୍ମାଣ୍ଡକୁ ଅନୁସନ୍ଧାନ କରିବା ଆରମ୍ଭ କରିଛୁ,…

ପାକିସ୍ତାନକୁ ଭାରତର ଚେତାବନୀ: ଏପରି ନ କଲେ ଡଟ୍‌ ଡଟ୍‌ ଡଟ୍‌…

ନୂଆଦିଲ୍ଲୀ,୧୪।୧: ପାକିସ୍ତାନକୁ ଚେତାବନୀ ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଦେଶ ପିଓକେକୁ ବ୍ୟବହାର କରି ଆତଙ୍କବାଦ ବୃଦ୍ଧି ଲାଗି ଚେଷ୍ଟା କରାଯାଉଛି। ସେଠାରେ ଆତଙ୍କବାଦୀଙ୍କ ପାଇଁ ତାଲିମ ଶିବିର ଚାଲିଛି। ସୀମା ସଂଲଗ୍ନ ଅଞ୍ଚଳରେ ଲଞ୍ଚ ପ୍ୟାଡ୍‌ ନିର୍ମାଣ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri