ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ
ଜେରୁଜେଲମ୍, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତନ୍ୟାହୁ ସ୍ପଷ୍ଟ କରିଛନ୍ତି ଯେ, ହମାସ୍ ସମ୍ପୂର୍ଣ୍ଣ ଭାବେ ଅସ୍ତ୍ର…
୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…
ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର ଅନୁଯାୟୀ ସ୍ବାଭାବିକ ଭାବେ ଘଟିଥାଏ, ତେବେ ଗୋଟିଏ ଦିନରେ ସମସ୍ତ ୪ଟି ଘଟଣା…
ସଂସଦରେ ହଟ୍ଟଗୋଳ; ପ୍ରଧାନମନ୍ତ୍ରୀଙ୍କ ଉପରକୁ ବିରୋଧୀ ଏମପିଙ୍କ ଅଣ୍ଡାମାଡ଼, ତାପରେ….
ପ୍ରିଷ୍ଟିନା,୯ା୮: କୋସୋଭୋର ସଂସଦରେ ଶନିବାର ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। ସଂସଦୀୟ କାର୍ଯ୍ୟବାହୀ ଚାଲିଥିବା ସମୟରେ ଜଣେ ବିରୋଧୀ ଏମପି କାର୍ଯ୍ୟବାହୀ ପ୍ରଧାନମନ୍ତ୍ରୀ ଆଲବିନ କୁର୍ତିଙ୍କ ଉପରକୁ ଅଣ୍ଡା ଫିଙ୍ଗିଥିଲେ। ଏହା ପରେ ସଂସଦର କାର୍ଯ୍ୟବାହୀକୁ ତୁରନ୍ତ ସ୍ଥଗିତ କରିବାକୁ ପଡ଼ିଥିଲା।…
ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ
ତେହରାନ୍, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତେହରାନ୍ ମୋଜତାବାଙ୍କ ଏକ ଭିଡିଓ ଜାରି କରିଛି। ସେଠାର ରାଷ୍ଟ୍ରାୟତ୍ତ…
ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍ର ପ୍ରତ୍ୟାଖ୍ୟାନ
ଜେରୁଜେଲମ୍, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା ଶାନ୍ତି ଯୋଜନାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ଗାଜା ଯୁଦ୍ଧ ବନ୍ଦ କରିବା ଦିଗରେ…
୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ
ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି ଆସିବାର ଆଶଙ୍କା ୨୦୧୧ର ଭୟାବହ ସ୍ମୃତିକୁ ପୁଣି ତାଜା କରିଦେଇଛି। ଏବେ ଜାପାନରେ…
୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍: ଦେଖନ୍ତୁ Video
ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି ଯେ, ଜାପାନର ୨୬ ବର୍ଷୀୟ କୋଟିପତି ଜାସୋ (Jaso) ନିଜକୁ କୁକୁର ଭଳି…
ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି
ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ ପୁଅ ମୋଜତବା ଖାମେନେଇଙ୍କୁ ସୁପ୍ରିମ ଲିଡର ଭାବେ ଦାୟିତ୍ୱ ଦିଆଯାଇଥିଲା। ତାଙ୍କ ଜୀବନ…
ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ
ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଫୋନରେ ଆଲୋଚନା କରିଛନ୍ତି। ଏହା ପରେ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀଙ୍କୁ…
ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା
ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି। ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି)ନିକଟରେ ଭୁଲ୍ ବୁଝାମଣା ଏବଂ…
ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍
ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍ ବାର୍ଥ ଟ୍ୟୁରିଜମ୍ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ ନାଗରିକତ୍ୱ ପାଇବା ପାଇଁ ଯୋଗ୍ୟ ଲୋକଙ୍କ ସଂଖ୍ୟା ସୀମିତ କରିବା ପାଇଁ ୨ଟି…
ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍, ଭାରତକୁ ପଡିପାରେ ବଡ଼ ପ୍ରଭାବ!
ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ ଜେଦ୍ଦାରେ ଏକ ମିଳିତ ପ୍ରତିରକ୍ଷା ଚୁକ୍ତି ସ୍ୱାକ୍ଷର କରିବେ। ଆମେରିକା ଏବଂ ଇରାନ…

