ଅନ୍ତର୍ଜାତୀୟ

Video: ପାକିସ୍ତାନ ସେନା ଉପରେ ଆକ୍ରମଣର ପ୍ରଥମ ଭିଡିଓ ଜାରି କଲା ବିଏଲଏ

ନୂଆଦିଲ୍ଲୀ, ୧୬ା୩: ବାଲୁଚ୍ ଲିବରେସନ୍ ଆର୍ମି (BLA) ଏକ କନଭଏ ଉପରେ ଆକ୍ରମଣରେ ୯୦ ଜଣ ପାକିସ୍ତାନୀ ସାମରିକ କର୍ମଚାରୀଙ୍କୁ ହତ୍ୟା କରିଥିବା ଦାବି କରିବାର କିଛି ଘଣ୍ଟା ପରେ, ଏହାର ସ୍ୱତନ୍ତ୍ର ବାହିନୀ ୟୁନିଟ୍, ମାଜିଦ୍ ବ୍ରିଗେଡ୍ ଆକ୍ରମଣର ପ୍ରଥମ…

ଟ୍ରମ୍ପଙ୍କୁ ବିଶ୍ୱାସ କଲେ ମୋଦି, ପାକିସ୍ତାନକୁ ନେଇ କହିଲେ ଏମିତି…

ନୂଆଦିଲ୍ଲୀ,୧୬ା୩: ପ୍ରସିଦ୍ଧ ପୋଡକାଷ୍ଟର ଏବଂ ଏଆଇ ଗବେଷକ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରିଛନ୍ତି। ସେ ଚାଇନା-ଭାରତ ସମ୍ପର୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ବନ୍ଧୁତା ବିଷୟରେ ମଧ୍ୟ…

ନର୍ଥ ମାସିଡୋନିଆ ନାଇଟ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ୫୧ ମୃତ, ୧୦୦ରୁ ଅଧିକ ଆହତ

ସ୍କୋପଜେ,୧୬।୩: ରବିବାର ଭୋର ସମୟରେ ଉତ୍ତର ମାସିଡୋନିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ କୋକାନିରେ ଅବସ୍ଥିତ ପଲ୍ସ ନାଇଟ କ୍ଲବରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫୧ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତର ମାସିଡୋନିଆର ସରକାରୀ ସମାଚାର ଏଜେନ୍ସି…

ଅପେକ୍ଷାର ହେବାକୁ ଯାଉଛି ଅନ୍ତ! ସ୍ପେସ୍‌ ଷ୍ଟେଶନରେ ପହଞ୍ଚିଲେ କ୍ରୁ-୧୦ ଟିମ୍‌, ଫେରିବେ ସୁନୀତା-ବୁଚ୍‌

ନୂଆଦିଲ୍ଲୀ,୧୬।୩: ଏବେ ସୁନିତା ୱିଲିୟମ୍ସଙ୍କ ପୃଥିବୀକୁ ଫେରିବାର ଅପେକ୍ଷା ଧୀରେ ଧୀରେ ଶେଷ ହେବାକୁ ଯାଉଛି। କ୍ରୁ-୧୦ ଦଳ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ପହଞ୍ଚିଛି। ସୁନିତା ଏବଂ ବୁଚ୍‌ ଖୁବ ଶୀଘ୍ର ପୃଥିବୀକୁ ଫେରି ଆସିବେ। ସୁନିତା ଏବଂ ବୁଚ୍‌ଙ୍କୁ ଫେରାଇ…

ପାକିସ୍ତାନ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଲାଣି BLA: ସେନାର Convoy ଉପରେ ବଡ଼ ଆକ୍ରମଣ, ୯୦ ଯବାନ ମୃତ

ଇସଲାମାବାଦ,୧୬।୩: ପାକିସ୍ତାନରେ ପୁଣି ଥରେ ଏକ ବଡ଼ ଆକ୍ରମଣ ହୋଇଛି। ଏଥର ବାଲୁଚ ଆତଙ୍କବାଦୀମାନେ ପାକିସ୍ତାନ ସେନାକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣ ଭାରତରେ ହୋଇଥିବା ପୁଲୱାମା ଆକ୍ରମଣ ସହିତ ସମାନ ମନେ ହେଉଛି। ବେଲୁଚିସ୍ତାନର ନୋଶକିରେ ୭ ବସ ଏବଂ…

କିଏ ଏହି ଆମେରିକୀୟ ଲେକ୍ସ ଫ୍ରିଡମ୍ୟାନ, ଯିଏ ମୋଦିଙ୍କ ସହ କଲେ ୩ଘଣ୍ଟାର ଇଣ୍ଟରଭ୍ୟୁ

ନୂଆଦିଲ୍ଲୀ,୧୬।୩: ଆମେରିକୀୟ ପୋଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଏକ ଲମ୍ବା ଇଣ୍ଟରଭ୍ୟୁ କରିଛନ୍ତି। ତିନି ଘଣ୍ଟା ଧରି ସେ ମୋଦିଙ୍କ ସହ ଆଲୋଚନା କରିଛନ୍ତି। କହିରଖୁଛୁ କି,ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଥମ ଆନ୍ତର୍ଜାତୀୟ ପୋଡକାଷ୍ଟ ଥିଲା। ଏହି…

ଭାରତର ବଡ଼ ଶତ୍ରୁ, ଆତଙ୍କୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମବାଦ,୧୬।୩: ଭାରତର ମୋଷ୍ଟ ଓ୍ବାର୍ଟେଡ ଆତଙ୍କବାଦୀ ଅବୁ କତାରକୁ ହତ୍ୟା କରାଯାଇଛି। ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୈବାର ଆତଙ୍କବାଦୀ ଅବୁ କତାଲଙ୍କୁ ପାକିସ୍ତାନରେ ହତ୍ୟା କରାଯାଇଛି। ଅବୁ କତାଲ ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣ କରିଛି। ଏନେଇ NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ…

ବଡ଼ ଯୁଦ୍ଧ ଘୋଷଣା କଲେ ଟ୍ରମ୍ପ, ଏୟାରଷ୍ଟ୍ରାଇକ୍‌ରେ ୧୯ଜଣ ମୃତ

ଓ୍ବାଶିଂଟନ୍‌,୧୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରେଡ୍‌ ସି ଜାହାଜ ଉପରେ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ୟେମେନର ଇରାନ ସମର୍ଥିତ ହୁଥି ବିଦ୍ରୋହୀଙ୍କ ବିରୋଧରେ ଏକ ବିଶାଳ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଯେଉଁଥିରେ ଅତି କମରେ 19 ଜଣ…

ପ୍ରତିଦ୍ୱନ୍ଦ୍ୱୀଙ୍କୁ ଦେଲେ ଜବାବ! ବ୍ଲାକ ବେଲ୍ଟରେ ମାର୍ଶାଲ ଆର୍ଟ କରୁଥିବା ନଜର ଆସିଲେ ପୁଟନ, ଦେଖନ୍ତୁ ଭିଡିଓ

ମସ୍କୋ,୧୫।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ, ପୁଟିନ କରାଟେ କଳା ପ୍ରଦର୍ଶନ କରୁଥିବାର ଦେଖାଯାଉଛି। ବ୍ଲାକ ବେଲ୍ଟ ପିନ୍ଧି ପୁଟିନ କୋର୍ଟରେ ତାଙ୍କର ସାମରିକ କଳା ଦକ୍ଷତା…

ବାହାର ଦେଶକୁ ଓ୍ବାଶିଂଟନର ଅଳିଆ ଦେଖାଇବାକୁ ଚାହୁଁ ନାହାଁନ୍ତି ଟ୍ରମ୍ପ, ନେଲେ ଏମିତି ପଦକ୍ଷେପ

ଓ୍ବାଶିଂଟନ,୧୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ୱାଶିଂଟନ ଡିସିର ସଫାସୁତୁରା ଉପରେ ବିଶେଷ ଧ୍ୟାନ ଦେଇଛନ୍ତି। ସେ ଡେମୋକ୍ରାଟିକ ମେୟର ମୁରିଏଲ ବାଉଜରଙ୍କୁ ସହରର ବିଭିନ୍ନ ସ୍ଥାନରେ ଲାଗିଥିବା ଲୋକଙ୍କ ତମ୍ବୁ ହଟାଇବାକୁ କହିଥିଲେ। ସେ ଏହା ମଧ୍ୟ କହିଥିଲେ…

ପାକିସ୍ତାନ ଆକାଶରେ ହେଲା ଚୋରି! ହଜିଗଲା ବିମାନର ଚକ

ଇସଲାମାବାଦ,୧୫।୩: ପାକିସ୍ତାନରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣି ଯେ କେହି ଆଶ୍ଚର୍ଯ୍ୟ ହୋଇ ଯାଉଛନ୍ତି। ଘଟଣା ହେଲା ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ଏକ ବିମାନର ଚକ ନିଖୋଜ ହୋଇଯାଇଛି। ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେ ଯେତେବେଳେ ବିମାନଟି…

୪୧ଦେଶ ଉପରେ ପ୍ରତିବନ୍ଧକ ଲଗେଇଲେ ଟ୍ରମ୍ପ, ଲିଷ୍ଟରେ ଅଛି କି ଭାରତ ନାଁ?

ଓ୍ବାଶିଂଟନ୍‌,୧୫।୩: ଆମେରିକାର ଟ୍ରମ୍ପ ପ୍ରଶାସନ ଖୁବ ଶୀଘ୍ର 41ଟି ଦେଶ ବିରୋଧରେ କଠୋର କଟକଣା ଲାଗୁ କରିବାକୁ ବିଚାର କରୁଛି। ନ୍ୟୁଜ ଏଜେନ୍ସି ରଏଟର୍ସର ଏକ ରିପୋର୍ଟ ଅନୁଯାୟୀ, ଏକ ଆଭ୍ୟନ୍ତରୀଣ ମେମୋ ଡଜନ ଡଜନ ଦେଶର ନାଗରିକଙ୍କ ଉପରେ ଯାତ୍ରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri