ଅନ୍ତର୍ଜାତୀୟ

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର ଲୋକମାନେ ଏହାକୁ ବହୁ ଉତ୍ସାହର ସହ ପାଳନ କରିବେ। ଖ୍ରୀଷ୍ଟମାସ ମଧ୍ୟ ଭାରତରେ ବହୁତ…

ହିନ୍ଦୁ ପ୍ରସଙ୍ଗରେ ପୁଣି ବାଂଲାଦେଶକୁ ଆମେରିକାର ଚେତାବନୀ, ୟୁନୁସଙ୍କୁ ଆସିଲା ଫୋନ୍

ନୂଆଦିଲ୍ଲୀ, ୨୪ା୧୨: ବାଂଲାଦେଶରେ ଶେଖ ହସିନା ଯିବା ପରେ ହିନ୍ଦୁ ମାନଙ୍କ ଉପରେ ବଢୁଥିବା ଆକ୍ରମଣକୁ ନେଇ ଭାରତ ସମେତ ଆମେରିକା ମଧ୍ୟ ଲଗାତାର ଚିନ୍ତା ପ୍ରକଟ କରିଛି। ସଂଖ୍ୟାଲଘୁଙ୍କ ପ୍ରସଙ୍ଗରେ ଆମେରିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜାକ ସଲିଭାନ୍ ସୋମବାର…

ଛାଡ଼ପତ୍ର ପାଇଁ ଆବେଦନ କଲେ ରାଷ୍ଟ୍ରପତିଙ୍କ ସ୍ତ୍ରୀ

ମସ୍କୋ,୨୪ା୧୨:ସିରିଆର ବହିଷ୍କୃତ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କ ସ୍ତ୍ରୀ ଅସ୍‌ମା ଅଲ୍‌ ଅସାଦ୍‌ ଛାଡ଼ପତ୍ର ପାଇଁ ଆବେଦନ କରିଛନ୍ତି। ସେ ବ୍ରିଟେନ୍‌ ଫେରିଯିବାକୁ ଚାହୁଁଥିବା ଜଣାଇଛନ୍ତି। କ୍ଷମତାଚ୍ୟୁତ ହେବା ପରେ ମସ୍କୋରେ ବଶରଙ୍କ ସହ ଶରଣାର୍ଥୀ ଭାବେ ରହିବାରେ ସେ ଅସନ୍ତୁଷ୍ଟ ଥିବା…

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ ବଞ୍ଚିତ ହୋଇ ନାହିଁ, ସହଭାଗୀ ଦେଶ ତାଲିକାରେ ମଧ୍ୟ ସ୍ଥାନ ପାଇପାରି ନାହିଁ। ଏହି…

ଶେଖ ହାସିନାଙ୍କୁ ଫେରାଇ ଆଣିବାକୁ ଚିଠି ଲେଖିଲା ବାଂଲାଦେଶ, ଭାରତ ଦେଲା ଏମିତି ଜବାବ

ବାଂଲାଦେଶ,୨୪।୨: ବାଂଲାଦେଶରେ ହିଂସା ପରେ ଅନେକ ମାସ ପରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀ ସରକାର ଶେଷରେ ଶେଖ ହାସିନାଙ୍କୁ ଭାରତରୁ ପ୍ରତ୍ୟପର୍ଣ କରିବାକୁ ଦାବି କରିଛନ୍ତି। ଏଥିପାଇଁ ବାଂଲାଦେଶ ମଧ୍ୟ ଭାରତକୁ ଏକ ଚିଠି ଲେଖିଛି, ଯାହାକୁ ନେଇ ଭାରତ…

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି ଯେ ଆମେ ଭାରତ ସରକାରଙ୍କୁ କହିଛୁ ଯେ ନ୍ୟାୟିକ ପ୍ରକ୍ରିୟା ପାଇଁ ଶେଖ ହାସିନା…

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର ଭୂମିକା ଉପରେ ସନ୍ଦେହ ପ୍ରକଟ କରିଛନ୍ତି। ଏହି କମିଶନ ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ…

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ ଯୋଗ ଦେଇନଥିଲେ। ଯଦିଓ ଇଭାଙ୍କା ଏହା ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବହୁତ କାମ…

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର କରିଥିବା ଅଭିଯୋଗରେ ୨୫ ବର୍ଷ ଜେଲ ଦଣ୍ଡାଦେଶ ଶୁଣା ଯାଇଛି। ନ୍ୟୁୟର୍କ ପୋଷ୍ଟରେ ପ୍ରକାଶିତ…

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏହି ବିବାହ କୋଲୋକାଡୋର ଆସପେନ ସହରରେ ଅନୁଷ୍ଠିତ ହେବ।…

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ଭଲ ସମ୍ପର୍କ ପାଇଁ ଏଲୋନ…

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା ସହ ଜଡିତ, ଯାହା ଜଷ୍ଟିନ ଟ୍ରୁଡୋଙ୍କ ସରକାରକୁ ଏକ ଶକ୍ତିଶାଳୀ ଝଟ୍‌କା ଦେବାକୁ ପ୍ରସ୍ତୁତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri