ଅନ୍ତର୍ଜାତୀୟ

ବ୍ରିକ୍ସରେ ଆତଙ୍କବାଦ ଉପରେ ମୋଦିଙ୍କ ପ୍ରହାର! ଚାଇନା-ରୁଷିଆ ସାମ୍ନାରେ କହିଲେ ଡବଲ ଷ୍ଟାଣ୍ଡାର୍ଡର…

କଜାନ,୨୩।୧୦: ଅକ୍ଟୋବର ୨୩ ଅର୍ଥାତ୍‌ ବୁଧବାର ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଯୁଦ୍ଧକୁ ସମର୍ଥନ କରେ ନାହିଁ, କିନ୍ତୁ କୂଟନୈତିକ ଏବଂ ସଂଳାପ ବା କଥାବାର୍ତ୍ତାକୁ ସମର୍ଥନ କରେ। ସେ ଚାଇନା...

McDonald ବର୍ଗର ଖାଇ ଜଣେ ମୃତ, ଅନେକେ ଅସୁସ୍ଥ! ଏହି ଫୁଡ ଆଇଟମ ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୨୩।୧୦: ଆମେରିକାରେ, ପ୍ରସିଦ୍ଧ ଫୁଡ ଚେନ ମ୍ୟାକଡୋନାଲ୍ଡରୁ ବର୍ଗର ଖାଇବା ପରେ ଲୋକେ ଅସୁସ୍ଥ ହୋଇପଡିଥିବା ଏକ ମାମଲା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ବର୍ଗର ଖାଇବା ପରେ ଆମେରିକାରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦଶହଜାର ଲୋକ...

ସୃଷ୍ଟି ହେଲା ଆଉ ଏକ ବାତ୍ୟା! ବିଶେଷଜ୍ଞ ତାଜୁବ…

ବାହାମାସ,୨୩।୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ତେବେ ବାତ୍ୟା ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ...

ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା

ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାଏବେ ସୋସିଆଲ ମିଡିଆରେ ଭାଇରାଲ...

ଡଲାର, ଏସ୍‌ଡବ୍ଲ୍ୟୁଆଇଏଫ୍‌ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଉକ୍ତ ସମିଟ୍‌ର ଆୟୋଜନ କରୁଥିବାବେଳେ ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ସମେତ...

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର ସ୍ବପ୍ନକୁ ପୂରଣ କରିପାରିବ। ଆଜିଠାରୁ ସେ ପ୍ରତ୍ୟେହ ଜଣେ ବ୍ୟକ୍ତିଙ୍କୁ ୮,୦୦୦,୦୦,୦୦ ଟଙ୍କା...

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି...

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି...

ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଭଗବାନ କୃଷ୍ଣଙ୍କ ଉଦ୍ଦେଶ୍ୟରେ...

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ ଶେଖ ହସିନା ସରକାରଙ୍କ ବିରୋଧରେ ମୌଳବାଦୀମାନେ ତୀବ୍ର ବିରୋଧ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ...

ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ ଭାରତ ଛାଡିଛନ୍ତି ଏବଂ ଦିନ ୧ଟା ମଧ୍ୟରେ ରୁଷିଆରେ ପହଞ୍ଚିବେ। ରୁଷିଆର ଯିବା...

ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!

ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ ଇରାନରେ ପହଞ୍ଚିଛି । ଗାଜାରେ ହମାସ ମୁଖ୍ୟ ୟାହିୟା ସିନୱାର ଏବଂ ବେରୁଟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri