ଅନ୍ତର୍ଜାତୀୟ

ଆଣ୍ଡାମାନ ସାଗରରେ ବୁଡ଼ିଗଲା ବୋଟ୍‌: ୭ ମୃତ, ୩୦ ନିଖୋଜ

ବ୍ୟାଙ୍କ୍‌କ,୨୧ା୧୦: ମ୍ୟାନ୍‌ମାରର ଏକ ବୋଟ୍‌ ଆଣ୍ଡାମାନ ସାଗରରେ ବୁଡ଼ିଯିବାରୁ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୩୦ ଜଣ ନିଖୋଜ ଅଛନ୍ତି। ବୋଟ୍‌ଟି ୭୦ରୁ ୭୫ ଜଣ ଲୋକଙ୍କୁ ନେଇ ମ୍ୟାନ୍‌ମାରର ଦକ୍ଷିଣ ଭାଗରେ ଥିବା ମେଇକ୍‌ ଉପକୂଳ...

ଭିନ୍ନ ଅବତାରରେ ଟ୍ରମ୍ପ, ପ୍ରସ୍ତୁତ କଲେ McDonald ଫ୍ରେଞ୍ଚ ଫ୍ରାଇଜ

ପେନସିଲଭାନିଆ,୨୧।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସେଠାରେ ଭିନ୍ନ ଭିନ୍ନ ନିର୍ବାଚନ କୌଶଳ ମଧ୍ୟ ଗ୍ରହଣ କରାଯାଉଛି। ଏବେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଫିଲାଡେଲଫିଆରେ ଏକ ଭିନ୍ନ ଢଙ୍ଗରେ ପ୍ରଚାର କରିଛନ୍ତି। ସୂଚନାଯୋଗ୍ୟ, ଗତ...

ମୋଦିଙ୍କ ନିକଟରେ ରହିଛି ଭାରତର ଭବିଷ୍ୟତ ପାଇଁ ସ୍ପଷ୍ଟ ଯୋଜନା: କ୍ୟାମେରନ

ନୂଆଦିଲ୍ଲୀ/ଲଣ୍ଡନ,୨୧।୧୦: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଡେଭିଡ କ୍ୟାମେରନ ସୋମବାର ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଯୁକ୍ତିବିଦ୍ୟା ଏବଂ ଭାରତର ଭବିଷ୍ୟତକୁ ନେଇ ମୋଦିଙ୍କର ଏକ ସ୍ପଷ୍ଟ ଯୋଜନା ରହିଛି। କେବଳ ଏତିକି ନୁହେଁ,...

ସୀମାରେ ଚାଇନା ସହିତ ବିବାଦ ନେଇ ବଡ଼ ସୂଚନା ଦେଲା ଭାରତ

ନୂଆଦିଲ୍ଲୀ,୨୧।୧୦: ଭାରତ ଏବଂ ଚାଇନା ମଧ୍ୟରେ ସୀମାରେ (ଏଲଏସି) ପେଟ୍ରୋଲିଂକୁ ନେଇ ନୂଆ ସହମତି ହୋଇଛି। ବିଦେଶ ମନ୍ତ୍ରଣାଳୟ ସୋମବାର ବୟାନ ଜାରି କରି ଏହି ସୂଚନା ଦେଇଛି। ଚାଇନାର ରାଷ୍ଟ୍ରପତି ସି. ଜିନପିଙ୍ଗଙ୍କ ସହିତ ଦ୍ୱିପାକ୍ଷିକ ଆଲୋଚନା ପ୍ରଶ୍ନରେ...

ପାକିସ୍ତାନୀ ଆତଙ୍କବାଦୀ ପନ୍ନୁଙ୍କ ଧମକ, ହୋଇପାରେ ବଡ ଧରଣର ଆକ୍ରମଣ. ଏୟାର ଇଣ୍ଡିଆରେ କରନ୍ତୁ ନାହିଁ ଯାତ୍ରା

ଇସଲାମାବାଦ,୨୧।୧୦: ଖାଲିସ୍ତାନୀ ଆତଙ୍କବାଦୀ ଗୁରୁପନ୍ତଓ୍ବନ୍ତ ସିଂ ପନ୍ନୁ ସୋମବାର ନଭେମ୍ବର ୧ ରୁ ୧୯ ପର୍ଯ୍ୟନ୍ତ ଏୟାର ଇଣ୍ଡିଆ ବିମାନରେ ଯାତ୍ରା ନକରିବାକୁ ଯାତ୍ରୀମାନଙ୍କୁ ଧମକ ଦେଇଛନ୍ତି। ଇଣ୍ଡିଆ ଟୁଡେ ରିପୋର୍ଟ ଅନୁଯାୟୀ, ଶିଖ ହତ୍ୟାକାଣ୍ଡର ୪୦ ତମ ବାର୍ଷିକୀରେ...

ହାସିନା ଯିବା ପରେ ନିର୍ଦ୍ଦୟ ହେଲା ପ୍ରକୃତି, ଭାରତକୁ ହାତ ପାତିବ ବାଂଲଦେଶ!

ଢାକା,୨୧।୧୦: ଶେଖ ହାସିନାଙ୍କ ଦେଶ ଛାଡିବା ବାଂଲାଦେଶର ଅବସ୍ଥା ଖରାପ ହେବାରେ ଲାଗିଛି। ବର୍ତ୍ତମାନ ମଧ୍ୟ ବାଂଲାଦେଶ ପାଇଁ ପ୍ରକୃତି ନିଷ୍ଠୁର ହୋଇଛି। ଖୁବ ଶୀଘ୍ର ବାଂଲାଦେଶର ଲୋକମାନେ ଗୋଟିଏ ଗୋଟିଏ ଚାଉଳ ଦାନା ପାଇଁ ହାହାକାର ଭଳି ପରିସ୍ଥିତିକୁ...

ଇସ୍ରାଏଲ ଉପରେ ହେଜବୋଲ୍ଲାର କାଉଣ୍ଟର୍‌ ଆଟାକ୍‌, ୭ ମିନିଟ୍‌ରେ ଛାଡ଼ିଲା ୬୦ କ୍ଷେପଣାସ୍ତ୍ର

ଜେରୁଜେଲମ,୧୯।୧୦: ହେଜବୋଲ୍ଲା ମୁଖ୍ୟ ହସନ ନାସରାଲ୍ଲା ଏବଂ ହମାସ ମୁଖ୍ୟ ସିନଓ୍ବାରଙ୍କ ହତ୍ୟା ପରେ ମଧ୍ୟ ଇସ୍ରାଏଲର ଚିନ୍ତା କମ୍‌ ହେବା ଦେଖାଯାଉନାହିଁ। କାରଣ ହେଜବୋଲ୍ଲା ପୁଣିଥରେ ଶନିବାର ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କରିଛି। ୭ ମିନିଟ୍‌ରେ ହେଜବୋଲ୍ଲା...

ହେଜବୋଲ୍ଲାର ଡ୍ରୋନ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ନେତାନ୍ୟାହୁ!

ଜେରୁଜେଲମ,୧୯।୧୦: ଶନିବାର ଅକ୍ଟୋବର ୧୯, ୨୦୨୪ରେ ଲେବାନନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଇସ୍ରାଏଲ ଖବରକାଗଜ ହାରେଟଜର ରିପୋର୍ଟ ଅନୁଯାୟୀ ଲେବାନନରୁ ଡ୍ରୋନ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ଇସ୍ରାଏଲର କେନ୍ଦ୍ରୀୟ କେଜରିୟା ସହରର ଏକ ଘର ଉପରେ କରାଯାଇଥିଲା।...

ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍‌ ଆଳୁ-ପିଆଜ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ ବୋମା ଓ ଏହାର ପରୀକ୍ଷଣକୁ ବହୁ ରୋଚକ କଥା ଶୁଣିଥିବେ। କିନ୍ତୁ ପରମାଣୁ...

ଭାରତକୁ ଚେତାବନୀ ଦେଲା ବାଂଲାଦେଶ: ଶେଖ୍‌ ହାସିନାଙ୍କୁ ନ ଛାଡ଼ିଲେ…

ଢାକା,୧୯।୧୦: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆଇନ ପରାମର୍ଶଦାତା ଆସିଫ ନାଜରୁଲ ଭାରତ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଚୁକ୍ତିରେ କୌଣସି ବ୍ୟବସ୍ଥା ଦର୍ଶାଇ ଭାରତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣକୁ ପ୍ରତ୍ୟାଖ୍ୟାନ କରିବାକୁ ଚେଷ୍ଟା କରେ,...

ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ

ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀଙ୍କ ନାଗରିକତ୍ୱ ମରଣୋତ୍ତର ଭାବେ...

ବିଷ ଓଗାଳିଲେ କାନାଡ଼ା ବୈଦେଶିକ ମନ୍ତ୍ରୀ: ଭାରତକୁ ରୁଷିଆ ସହ କଲେ ତୁଳନା

ଓଟାଓ୍ବା,୧୯।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri