ଅନ୍ତର୍ଜାତୀୟ

ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍‌ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ସହ କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ ପାଇଁ କଥା ହୋଇଛନ୍ତି।...

ଭାରତ ସରକାରଙ୍କ ଏଜେଣ୍ଟ ସହ ବିଷ୍ଣୋଇ ଗ୍ୟାଙ୍ଗ୍‌ ସମ୍ପୃକ୍ତ: କାନାଡା ପୋଲିସ

ଓଟ୍ଟାଓ୍ବା,୧୬ା୧୦: ଦକ୍ଷିଣ ଏସୀୟ ସମ୍ପ୍ରଦାୟ ବିଶେଷ ଭାବେ ଖଲିସ୍ତାନୀ ତତ୍ତ୍ୱଙ୍କୁ ଟାର୍ଗେଟ କରିବା ପାଇଁ ଭାରତର ସରକାରୀ ଏଜେଣ୍ଟଗୁଡ଼ିକ ଅପରାଧୀମାନଙ୍କୁ ବ୍ୟବହାର କରୁଥିବା କାନାଡା ପୋଲିସ ଅଭିଯୋଗ କରିଛି। ଉକ୍ତ ସରକାରୀ ଏଜେନ୍ସି ସହ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ସମ୍ପୃକ୍ତ...

୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା

ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ ଚନ୍ଦ୍ର ମିଶନ, ଚନ୍ଦ୍ରରେ ମହାକାଶ କେନ୍ଦ୍ରର ନିର୍ମାଣ ମିଶନ, ପୃଥିବୀ ବ୍ୟତୀତ ବାସଯୋଗ୍ୟ...

ଲେବାନନ୍‌ରେ ୪ ଲକ୍ଷ ଶିଶୁ ବିସ୍ଥାପିତ

ବେରୁଟ, ୧୬।୧୦: ଗତ ୩ ସପ୍ତାହ ହେବ ଲେବାନନ୍‌ରେ ଇସ୍ରାଏଲ ଓ ଉଗ୍ରବାଦୀ ସଙ୍ଗଠନ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଯୋଗୁ ୪ ଲକ୍ଷରୁ ଅଧିକ ଶିଶୁ ବିସ୍ଥାପିତ ହୋଇଛନ୍ତି। ଲେବାନନ୍‌ରେ ମାନବୀୟ କାର୍ଯ୍ୟ ପାଇଁ ନିୟୋଜିତ ୟୁନାଇଟେଡ୍‌ ନେଶନ୍‌ ଚିଲ୍‌ଡ୍ରେନ୍‌...

ଭାରତ ଉପରେ କଟକଣା ଲଗାଇପାରେ କାନାଡା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୧୬ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ତୀବ୍ର ହେବାରେ ଲାଗିଛି। ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର...

ପାକିସ୍ତାନରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ,୧୫।୧୦: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନର ଇସ୍ଲାମଵାଦରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ପାକିସ୍ତାନର ବରିଷ୍ଠ ଅଧିକାରୀ ନୁର ଖାଁ ସ୍ୱାଗତ କରିଥିଲେ। ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗ ଦେବେ। ଏହି...

ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ କାହିଁକି ରୁଷିଆକୁ ମିଳୁଛି ବାହାର ସମର୍ଥନ

ମସ୍କୋ,୧୫।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦରେ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନକୁ ସମର୍ଥନ କରୁଥିବାବେଳେ ରୁଷିଆ କିଛି ଦେଶରୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ସହାୟତା ନେଉଛି। ନିକଟରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଭିଯୋଗ କରିଛନ୍ତି ଯେ ଉତ୍ତର...

ତାଇଓ୍ବାନକୁ ଚାଇନାର ଅଲ୍ଟିମେଟମ, ଯୁଦ୍ଧାଭ୍ୟାସରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ

ବେଜିଂ,୧୫।୧୦: ଚାଇନା ଏବଂ ତାଇୱାନ ମଧ୍ୟରେ ପୂର୍ବରୁ ତିକ୍ତ ସମ୍ପର୍କ ରହିଆସିଛି, ଯେତେବେଳେ ତାଇୱାନରେ ଚାଇନା ଅଦୃଶ୍ୟ ସାମରିକ ଅଭ୍ୟାସ କରିଥିଲା ସେତେବେଳେ ଏହି ତିକ୍ତତା ଆହୁରି ବୃଦ୍ଧି ପାଇଛି। ଏହି ଅଭ୍ୟାସ ଅଧୀନରେ ଚାଇନା ଏକ ରେକର୍ଡ ପରିମାଣର...

ମା’ଙ୍କୁ ଖଣ୍ଡ ଖଣ୍ଡ କରି ହାଣିଲେ ଝିଅ, ଓଭାନରେ ରାନ୍ଧିଲେ…ଆଉ ତା’ପରେ

ଓ୍ବାଶିଂଟନ୍‌,୧୫।୧୦:ଜଣେ ଯୁବତୀ ନିଜ ମା’ଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ତାଙ୍କ ଶରୀରକୁ ଖଣ୍ଡ ଖଣ୍ଡ କରିଥିବା ଅଭିଯୋଗ ହୋଇଛି। କେବଳ ଏତିକି ନୁହେଁ, ଶରୀରର ବିଭିନ୍ନ ଅଙ୍ଗ କାଟିବା ପରେ ଯୁବତୀ ଏହାକୁ ଓଭାନରେ ରାନ୍ଧିଥିଲେ। ଏହି...

ଭଲ ହେବ ଯଦି କେହି ମହିଳା ରାଷ୍ଟ୍ରପତି ହୁଅନ୍ତି.., କମଳା ହାରିସଙ୍କୁ ଖୋଲାଖୋଲି ସମର୍ଥନ ଦେଲେ ରେହମାନ

ଓ୍ବାଶିଂଟନ,୧୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସଙ୍କ ସମର୍ଥନରେ ଭେଟେରାନ ସଙ୍ଗୀତକାର ଏ ଆର୍‌ ରହମାନ ବାହାରିଛନ୍ତି। ସେ କହିଛନ୍ତି ଯେ କମଲା ହାରିସଙ୍କ ସମତାପୂର୍ଣ୍ଣ ବିଶ୍ୱ ଦୃଷ୍ଟିକୋଣ ସମସ୍ତଙ୍କ ପାଇଁ ପ୍ରେରଣାଦାୟକ...

ବାଂଲାଦେଶର ପୋଲ ଖୋଲିଦେଲା ଭାରତ! ରାଗିଗଲେ ୟୁନୁସ ସରକାର, କହିଲେ…

ଢାକା,୧୫।୧୦: ଭାରତର ଅଭିଯୋଗ ଉପରେ ବାଂଲାଦେଶର ଅନ୍ତରୀଣ ସରକାର ତୀବ୍ର ପ୍ରତିକ୍ରିୟା ରଖିଛନ୍ତି। ଅନ୍ତରୀଣ ସରକାରଙ୍କ ତରଫରୁ କୁହାଯାଇଛି ଯେ ବାଂଲାଦେଶରେ ହିନ୍ଦୁ ଏବଂ ମନ୍ଦିରଗୁଡିକର ସୁରକ୍ଷା ସମ୍ପର୍କରେ ଭାରତ ଦେଇଥିବା ବିବୃତ୍ତି ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଅନାବଶ୍ୟକ। ଦେଶରେ...

ବିଷ୍ଣୋଇ ଗ୍ୟାଙ୍ଗ ଆମକୁ ନାକେଦମ କରିଦେଲା…, ଟ୍ରୁଡୋ ନେଲେ ଗ୍ୟାଙ୍ଗଷ୍ଟରର ସାହାରା!

ଓଟାଓ୍ବା/ନୂଆଦିଲ୍ଲୀ,୧୫।୧୦: କାନାଡା ଭାରତ ସହ ସମ୍ପର୍କକୁ ନଷ୍ଟ କରିଦେଇଛି। ଜଷ୍ଟିନ ଟ୍ରୁଡୋ ସରକାରଙ୍କ ଖାଲିସ୍ତାନି ପ୍ରେମ ଏତେ ବଢି ଯାଇଛି ଯେ ସେ କୂଟନୈତିକ ସମ୍ପର୍କକୁ ଆଦୌ ଗୁରୁତ୍ୱ ଦେଉ ନାହାଁନ୍ତି। ଏହି କାରଣରୁ ଜଷ୍ଟିନ ଟ୍ରୁଡୋ ଏବଂ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri