ଅନ୍ତର୍ଜାତୀୟ

ଏନ୍‌ଭିଡିଆ ଆଣିଲା ଶକ୍ତିଶାଳୀ ଚିପ୍‌: ପିସି, ଲାପ୍‌ଟପ୍‌ କ୍ଷେତ୍ରରେ ଆସିବ ଏଆଇ କ୍ରାନ୍ତି

ତାଇପେଇ,୨ା୬(ରଏଟର୍ସ):ବିଶ୍ୱର ପ୍ରମୁଖ ଚିପ୍‌ ନିର୍ମାଣକାରୀ ସଂସ୍ଥା ‘ଏନ୍‌ଭିଡିଆ’ ବ୍ୟକ୍ତିଗତ କମ୍ପ୍ୟୁଟର (ପିସି) ଏବଂ ଲାପ୍‌ଟପ୍‌ ଜଗତରେ ବଡ଼ ବିପ୍ଳବ ଆଣିବାକୁ ଯାଉଛି। କମ୍ପାନୀ ପକ୍ଷରୁ ସୋମବାର ଏକ ସ୍ବତନ୍ତ୍ର ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଚିପ୍‌୍‌ ‘ଆରଟିଏକ୍ସ ସ୍ପାର୍କ’ ଉନ୍ମୋଚିତ ହୋଇଛି, ଯାହା…

ରାଗରେ ନେତାନ୍ୟାହୁଙ୍କୁ ଫୋନ କଲେ ଟ୍ରମ୍ପ, ‘ତୁମେ ପାଗଳ ହୋଇଗଲ!’

ଓ୍ବାଶିଂଟନ,୨।୬: ଡୋନାଲ୍ଡ ଟ୍ରମ୍ପ ସୋମବାର ଦିନ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କୁ ଫୋନ୍ କରିଥିଲେ ଏବଂ ଲେବାନନ୍ ଉପରେ ଇସ୍ରାଏଲର ଆକ୍ରମଣ ବୃଦ୍ଧି ପାଇଁ ତାଙ୍କୁ କଡ଼ା ଭର୍ତ୍ସନା କରିଥିଲେ। ସେ ନେତାନ୍ୟାହୁଙ୍କୁ “ପାଗଳ” ବୋଲି କହିବା ପର୍ଯ୍ୟନ୍ତ ଯାଇଥିଲେ ।…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ ଘଟିଛି। ଏହି ଖବର ଶୁଣି ପରିବାର ଏବଂ ସମ୍ପର୍କୀୟ ସ୍ତବ୍ଧ ହୋଇଯାଇଛି। ଯଦିଓ…

ଆଉ ଏକ ଦେଶରେ ଛୋଟ ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ, କେଉଁକେଉଁ ଦେଶରେ ନିଷେଧ ହୋଇଛି ଜାଣନ୍ତୁ

ନୂଆଦିଲ୍ଲୀ,୧।୬: ମାଲେସିଆ ସୋମବାରଠାରୁ ଏକ ନୂତନ ନିୟମ ଲାଗୁ କରିଛି । ଏହି ନିୟମ ଅନୁଯାୟୀ, ୧୬ ବର୍ଷରୁ କମ୍ ବୟସର ପିଲାମାନେ ଆଉ ସୋସିଆଲ ମିଡିଆ ଆକାଉଣ୍ଟ ବ୍ୟବହାର କରିପାରିବେ ନାହିଁ । ଫେସବୁକ୍, ଇନଷ୍ଟାଗ୍ରାମ, ଟିକଟକ୍ ଏବଂ ୟୁଟ୍ୟୁବ୍…

ପାକିସ୍ତାନ ନୁହେଁ ଏହି ଦେଶ କରୁଛି ଆମେରିକା-ଇରାନ ମଧ୍ୟରେ ମଧ୍ୟସ୍ଥତା, ବଡ଼ ଦାବି କଲେ ରାଷ୍ଟ୍ରପତି

କାଏରୋ,୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ସମ୍ପର୍କରେ ପାକିସ୍ତାନର ନାମ ପ୍ରାୟତଃ ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ସେନା ମୁଖ୍ୟ ଅସୀମ ମୁନିର ଇରାନ ସହିତ ନିରନ୍ତର ଯୋଗାଯୋଗରେ ଅଛନ୍ତି। ଅନେକ…

ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ

ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି। ଫିନଲ୍ୟାଣ୍ଡରେ ଥିବା ଇରାନୀ ଦୂତାବାସର ସରକାରୀ X (ପୂର୍ବରୁ ଟୁଇଟର) ଆକାଉଣ୍ଟରୁ ଶେୟାର…

ଆମେରିକା ସହିତ ଚୁକ୍ତି ଉପରେ ଆଲୋଚନା ମଧ୍ୟରେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ଦେଲେ ଇସ୍ତଫା? ଦାବିର ଜବାବ ଦେଲା ତେହରାନ

ତେହରାନ,୧।୬: ଆମେରିକା ସହିତ ଚାଲିଥିବା ଉତ୍ତେଜନା ଏବଂ ଯୁଦ୍ଧବିରତି ଆଲୋଚନା ମଧ୍ୟରେ, ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି ଯେଉଁଥିରେ ଦାବି କରାଯାଇଛି ଯେ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ପଦ ଛାଡିବାର ନିଷ୍ପତ୍ତି ପଛରେ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା। ଇରାନ ଅଣୁଅସ୍ତ୍ରର ବିକାଶ କରିବ ନାହଁି ବୋଲି ଗ୍ୟାରେଣ୍ଟି ଦେଇଥିବା ଆମେରିକା…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି । ଏହାସହ ୬୦ରୁ ଅଧିକ ଆହତ ମଧ୍ୟ ହୋଇଛନ୍ତି । ଶାନ ରାଜ୍ୟ ଗୃହଯୁଦ୍ଧ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ ସ୍ଥାନରେ ବିଜୟ ଉତ୍ସବ ବେଳେ ଘଟିଥିବା ହିଂସାକାଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି ଯେ ତେହରାନ ସହିତ ଯେକୌଣସି ଚୁକ୍ତି ଆମେରିକାର ପ୍ରମୁଖ ସର୍ତ୍ତ ପୂରଣ କରିବାକୁ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩୬ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମହିଳା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri