ଦୁର୍ଗାପୂଜାକୁ ନେଇ ୟୁ ଟର୍ନ ନେଲା ବାଂଲାଦେଶ, କହିଲା ଏହା କେବଳ ହିନ୍ଦୁ ନୁହେଁ ସମସ୍ତଙ୍କର ଉତ୍ସବ…
ଢାକା,୧୦।୧୦: ବାଂଲାଦେଶରେ ଶେଖ ହାସିନା କ୍ଷମତାରୁ ବିଦାୟ ନେବା ପରେ ସେଠାରେ ଥିବା ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟକୁ ଟାର୍ଗେଟ କରାଯାଇଛି ଏବଂ ସେମାନଙ୍କ ବିରୋଧରେ କ୍ରମାଗତ ଭାବରେ ହିଂସା ଘଟାଇଥିବାର ଖବର ରହିଛି। ଦୁର୍ଗା ପୂଜା ଆରମ୍ଭ ପୂର୍ବରୁ ମଧ୍ୟ...
ସାହିତି୍ୟକା ହାନ୍ କାଙ୍ଗ୍ ପାଇବେ ସାହିତ୍ୟ ପାଇଁ ନୋବେଲ ପୁରସ୍କାର
ସିଓଲ,୧୦ା୧୦: ଦକ୍ଷିଣ କୋରିଆ ଲେଖିକା ହାନ୍ କାଙ୍ଗ୍ଙ୍କୁ ୨୦୨୪ ସାହିତ୍ୟରେ ନୋବେଲ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯାଇଛି। ତାଙ୍କ ରଚିତ କାବ୍ୟାତ୍ମକ ଗଦ୍ୟ ଐତିହାସିକ ଆଘାତର ସାମ୍ନା କରିବା ସହ ମାନବ ଜୀବନର ଭଙ୍ଗୁରତାକୁ ପଦାରେ ପକାଇଥାଏ ବୋଲି...
ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସାରେ ଶତମୁଖ ଡୋନାଲ୍ଡ ଟ୍ରମ୍ପ: କହିଲେ-‘ମୋର ବନ୍ଧୁ, ସୁନ୍ଦର ମଣିଷ’
ନୂଆଦିଲ୍ଲୀ,୯ା୧୦: ଯୁକ୍ତରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିବା ସହ ତାଙ୍କୁ ତାଙ୍କର ‘ବନ୍ଧୁ’ ଏବଂ ‘ସବୁଠାରୁ ସୁନ୍ଦର ମଣିଷ’ ବୋଲି କହିଛନ୍ତି। ଫ୍ଲାଗାଣ୍ଟ ପୋଡକାଷ୍ଟରେ ବିଶ୍ୱର...
ରସାୟନ ବିଜ୍ଞାନରେ ଡେଭିଡ ବେକର, ଡେମିସ ହାସାବିସ୍ ଏବଂ ଜନ୍ ଜମ୍ପର୍ଙ୍କୁ ମିଳିବ ନୋବେଲ୍
ନୂଆଦିଲ୍ଲୀ,୯ା୧୦: ଆମେରିକାର ବୈଜ୍ଞାନିକ ଡେଭିଡ ବେକର ଏବଂ ଜନ୍ ଜମ୍ପର ଏବଂ ବ୍ରିଟେନର ଡେମିସ୍ ହାସାବିସଙ୍କୁ ରସାୟନ ବିଜ୍ଞାନରେ ୨୦୨୪ ନୋବେଲ ପୁରସ୍କାର ମିଳିବ। ପ୍ରୋଟିନର ଗଠନପ୍ରଣାଳୀ ବୁଝିବାକୁ କରିଥିବା କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ପୁରସ୍କାର ମିଳିବ। ଏହି...
ଶ୍ରୀଲଙ୍କାରେ ଚାଇନାର ଯୁଦ୍ଧ ଜାହାଜ
ନୂଆଦିଲ୍ଲୀ,୯ା୧୦: ଚାଇନାର ଏକ ସାମରିକ ପ୍ରଶିକ୍ଷଣ ଜାହାଜ ଶ୍ରୀଲଙ୍କାର କଲମ୍ବୋ ବନ୍ଦରରେ ପହଞ୍ଚିଛି। ଏଥିପାଇଁ ଶ୍ରୀଲଙ୍କାର ନୂଆ ସରକାର ଦେଇଥିବା ଅନୁମତିକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ବିଜିଥା ହେରାଥ ସମର୍ଥନ କରିଛନ୍ତି। ଶ୍ରୀଲଙ୍କା ସନ୍ତୁଳିତ କୂଟନୈତିକ ସମ୍ପର୍କ ଉପରେ ଗୁରୁତ୍ୱ...
ପଦାର୍ଥ ବିଜ୍ଞାନରେ ନୋବେଲ ଜିତିଲେ ଜନ୍ ହୋପଫିଲଡ ଓ ଜିଓଫ୍ରେ ହିଣ୍ଟନ
ନୂଆଦିଲ୍ଲୀ,୮।୧୦: ଆମେରିକୀୟ ବୈଜ୍ଞାନିକ ଜନ୍ ହୋପଫିଲ୍ଡ ଏବଂ ବ୍ରିଟେନ-କାନାଡିୟ ବୈଜ୍ଞାନିକ ଜିଓଫ୍ରେ ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ମିଳିଛି। ଏହି ଦୁଇ ବୈଜ୍ଞାନିକ ମେଶିନ୍ ଲର୍ଣିଂର ମୂଳଦୁଆ ପକାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର ଏବଂ ଉଦ୍ଭାବନ କରିଥିଲେ, ଯେଉଁଥିପାଇଁ...
ପାକିସ୍ତାନ ଯାଇ ଭାରତକୁ କାହିଁକି ପ୍ରଶଂସା କଲେ ଜାକିର ନାୟକ
ଇସଲାମାବାଦ,୮।୧୦: ଭାରତ ବିରୋଧରେ ବିଷ ଓଗାଳୁ ଥିବା ଜାକିର ନାୟକ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛନ୍ତି। ସେ ୨୮ଅକ୍ଟୋବର ପର୍ଯ୍ୟନ୍ତ ପାକିସ୍ତାନରେ ରହିବାକୁ ଯାଉଛନ୍ତି। ତେବେ ଜାକିର ନାୟକ ପାକିସ୍ତାନର ଆତିଥ୍ୟକୁ ଅଧିକ ପସନ୍ଦ କରି ନାହାଁନ୍ତି। ସୂଚନାଯୋଗ୍ୟ, ମାଲେସିଆରୁ...
୩ ଦଶନ୍ଧିରେ ନଦୀଗୁଡ଼ିକ ପାଇଁ ୨୦୨୩ ସବୁଠୁ ଶୁଷ୍କ ବର୍ଷ
ଜେନେଭା, ୮।୧୦: ନିକଟରେ ବିଶ୍ୱବ୍ୟାପୀ ଦେଖାଦେଇଥିବା ଜଳ ସଙ୍କଟର ଏକ ଚିନ୍ତାଜନକ ବିଷୟକୁ ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲ୍ୟୁଏମ୍ଓ) ପକ୍ଷରୁ ସୋମବାର ଜାରି ହୋଇଥିବା ‘ଷ୍ଟେଟ ଅଫ୍ ଗ୍ଲୋବାଲ ଓ୍ବାଟର ରିସୋର୍ସେସ୍ ୨୦୨୩’ ରିପୋର୍ଟରେ ବିସ୍ତୃତ ଭାବେ ଦର୍ଶାଯାଇଛି। ଉକ୍ତ ରିପୋର୍ଟରେ ଭୂତଳ...
ବର୍ଷକରେ ଧ୍ୱଂସସ୍ତୂପ ପାଲଟିଛି ଗାଜା
ତେଲ୍ ଆଭିଭ୍/ଗାଜା ଷ୍ଟ୍ରିପ୍,୮ା୧୦: ଇସ୍ରାଏଲ୍-ହମାସ୍ ଯୁଦ୍ଧକୁ ସୋମବାର ବର୍ଷେ ପୂରିଛି। ଇସ୍ରାଏଲ୍ର ଆକ୍ରମଣରେ ଗାଜା ବର୍ଷକ ମଧ୍ୟରେ ଏକପ୍ରକାର ଧ୍ୱଂସସ୍ତୂପରେ ପରିଣତ ହୋଇଥିବା ସାଟେଲାଇଟ୍ ଫଟୋରୁ ଦେଖିବାକୁ ମିଳିଛି। ଚାରିଆଡ଼େ ବିଲ୍ଡିଂଗୁଡ଼ିକର ଧ୍ୱଂସାବଶେଷର ପାହାଡ଼ ଛିଡ଼ାହୋଇଛି। ଦୂଷିତ ଜଳ ଯୋଗୁ ରୋଗ...
ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା
ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର ହେଜବୁଲ୍ଲା ଅତି କମରେ ୧୩୫ ‘ଫାଦୀ-୧’ କ୍ଷେପଣାସ୍ତ୍ର ଇସ୍ରାଏଲର ହାଇଫା ଅଞ୍ଚଳରେ ମାଡ଼...
ଚିକିତ୍ସାରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିବ ପୁରସ୍କାର
ଷ୍ଟକଲାଣ୍ଡ,୭।୧୦: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ଅଧୀନରେ ଆଜି ଫିଜିଓଲୋଜି କିମ୍ବା ମେଡିସିନ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା। ଚଳିତ ବର୍ଷ ଆମେରିକାର ଭିକ୍ଟର...
ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା
ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ କହିବାନୁସାରେ, ଏହା ହାଇଫାର ଦକ୍ଷିଣରେ ଅବସ୍ଥିତ ଏକ ସାମରିକ ବେସକୁ ଟାର୍ଗେଟ କରିଥିଲା,...
Archives


