ଅନ୍ତର୍ଜାତୀୟ

ଅନ୍‌ଲାଇନ ଟ୍ରୋଲ୍‌: ଦକ୍ଷିଣ କୋରିଆ ଅଭିନେତ୍ରୀଙ୍କ ଆତ୍ମହତ୍ୟା

ସିଓଲ, ୨୦।୨: ଦକ୍ଷିଣ କୋରିଆର ଅଭିନେତ୍ରୀ କିମ୍‌ ସେ-ରନ୍‌(୨୪)ଙ୍କ ମୃତ୍ୟୁକୁ ନେଇ କୋରିଆନ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ସ୍ତବ୍ଧ ହୋଇଛି। ରବିବାର ରାତିରେ ସିଓଲସ୍ଥିତ ବାସଭବନରୁ ତାଙ୍କର ମୃତଦେହ ମିଳିଥିଲା। ତେବେ କିମ୍‌ ଆତ୍ମହତ୍ୟା କରିଛନ୍ତି ବୋଲି ମଙ୍ଗଳବାର ସିଓଲର ସେଓଙ୍ଗ୍‌ଡୋଙ୍ଗ୍‌ ପୋଲିସ ସୂଚନା…

ଟାରିଫ୍‌ ଉପରେ ମୋ ସହ କେହି ଯୁକ୍ତି କରିପାରିବେ ନାହିଁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌,୨୦ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ୧୩ ତାରିଖରେ ଓ୍ବାଶିଂଟନ୍‌ ଗସ୍ତବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ହ୍ବାଇଟ୍‌ ହାଉସ୍‌ରେ ଭେଟିଥିଲେ। ମୋଦିଙ୍କ ସହ ସାକ୍ଷାତର ଠିକ୍‌ ପୂର୍ବରୁ ଟ୍ରମ୍ପ୍‌ ଏକ ନୂଆ ଟାରିଫ୍‌ ଅର୍ଡରରେ ସ୍ବାକ୍ଷର କରିଥିଲେ। ତଦନୁଯାୟୀ ଯେଉଁ…

ଜେଲେନସ୍କି ଜଣେ ‘ଏକଛତ୍ରବାଦୀ’, ଏମିତ ନ କଲେ ନିଶ୍ଚିହ୍ନ ହୋଇଯିବ ୟୁକ୍ରେନ: ଟ୍ରମ୍ପ

ନୂଆଦିଲ୍ଲୀ,୧୯ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ଭୋଲୋଡିମିର ଜେଲେନସ୍କିଙ୍କ ପ୍ରତି ତାଙ୍କର ସମାଲୋଚନାକୁ ଆହୁରି କଠୋର କରିଛନ୍ତି। ସେ ଜେଲେନସ୍କିଙ୍କୁ ଜଣେ ‘ଏକଛତ୍ରବାଦୀ’ ବୋଲି କହିଛନ୍ତି ଏବଂ ୟୁକ୍ରେନର ରାଷ୍ଟ୍ରପତି ଭାବରେ ତାଙ୍କର ବୈଧତା ଉପରେ ପ୍ରଶ୍ନ ଉଠାଇଛନ୍ତି। “ନିର୍ବାଚନ…

ଚାଇନା ସହଯୋଗରେ ଏମିତି ଏକ ବଡ଼ କାମ କରିବାକୁ ଯାଉଛି ପାକିସ୍ତାନ, ୨୦୨୮ ସୁଦ୍ଧା…

ଇସଲାମାବାଦ/ବେଜିଂ,୧୯।୨: ପାକିସ୍ତାନର ମହାକାଶ ସଂସ୍ଥା ସୁପାରକୋ(SUPARCO) ଘୋଷଣା କରିଛି ଯେ ପାକିସ୍ତାନର ପ୍ରଥମ ଚନ୍ଦ୍ରମା ରୋଭର ମିଶନ ୨୦୨୮ରେ ଆରମ୍ଭ ହେବାକୁ ଯାଉଛି। ପାକିସ୍ତାନ ଏବଂ ଚାଇନା ମଧ୍ୟରେ ମହାକାଶ ସହଯୋଗ ଅଧୀନରେ ଏହି ଐତିହାସିକ ପଦକ୍ଷେପ ନିଆଯାଇଛି। ଏହି ମିଶନ…

KIIT Suicide: ସିଧା ଧମକ ଦେଲେ Nepal Govt, ପରିସ୍ଥିତି ଠିକ୍‌ ନ ହେଲେ…ଓଡ଼ିଶାରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟର ଜଣେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ପରେ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସବୁଆଡୁ ତୀବ୍ର ବିରୋଧ କରାଯାଉଥିବାବେଳେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡିଛି। ଘଟଣା ଦିନକୁ ଦିନ ବିବାଦକୁ ଠେଲି ହେଇ ପଡୁଥିବାବେଳେ ବର୍ତ୍ତମାନ…

ଭିତିରିଆ ଖେଳ କରିଲେ ଟ୍ରମ୍ପ, କହିଲେ ଭାରତ ପାଖରେ ବହୁତ ଟଙ୍କା, ଆମେରିକା କାହିିଁ ଦେବ…

ଓ୍‌ବାଶିଂଟନ୍‌,୧୯।୨: ଏଲନ ମସ୍କଙ୍କ ନେତୃତ୍ୱରେ ସରକାରୀ ଦକ୍ଷତା ବିଭାଗ (DOGE) ସମ୍ପ୍ରତି ଭାରତର ନିର୍ବାଚନ ସହ ଜଡିତ $୨୧ ନିୟୁତ ପାଣ୍ଠି ବାତିଲ କରିବାକୁ ନିଷ୍ପତ୍ତି ନେଇଥିଲା। ଏହି ପାଣ୍ଠିକୁ ବାଇଡେନ ପ୍ରଶାସନ ଦ୍ୱାରା ଅନୁମୋଦନ କରାଯାଇଥିଲା। ଏହାର ଲକ୍ଷ୍ୟ ଥିଲା…

Russia-Ukraine War: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଲେ ପୁଟିନ୍‌, କହିଲେ ଜେଲେନସ୍କିଙ୍କ ସହ କଥା ହେବାକୁ ରାଜି, କିନ୍ତୁ…

ମସ୍କୋ, ୧୯।୨: ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ହେବା ପରେ, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଅନ୍ତ ସମ୍ପର୍କରେ ଆଲୋଚନା ଜୋର ଧରିବା ଆରମ୍ଭ କରିଛି। ଘଟଣାକ୍ରମରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ କହିଛନ୍ତି ଯେ ଆବଶ୍ୟକ ହେଲେ…

କାମ ଦେଲାନି ମୋଦିଙ୍କ ଆଲୋଚନା: ଟ୍ରମ୍ପ ନେଲେ କଠୋର ନିଷ୍ପତ୍ତି, ବଡ଼ କ୍ଷତି ସହିବ ଭାରତ

ଓ୍‌ବାଶିଂଟନ୍‌.୧୯।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ରମାଗତ ଭାବରେ ଭାରତର ଚିନ୍ତା ବୃଦ୍ଧି କରୁଛନ୍ତି। ନିକଟରେ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ଭଲ ସମ୍ପର୍କ ବିଷୟରେ ଆଲୋଚନା କରିଥିଲେ। ଏହା ବ୍ୟତୀତ ସେ ଟ୍ରମ୍ପଙ୍କୁ ନିଜର…

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ଆମେରିକା ନେଲା ଏହି ନିଷ୍ପତ୍ତି

ଓ୍‌ବାଶିଂଟନ୍‌.୧୯।୨: ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ କହିଛନ୍ତି ଯେ ଆମେରିକା-ରୁଷିଆ ଆଲୋଚନାରେ ସାମିଲ ପକ୍ଷଗୁଡ଼ିକ ୟୁକ୍ରେନରେ ଶାନ୍ତି ପ୍ରତିଷ୍ଠା ଏବଂ ଆର୍ଥିକ ସହଯୋଗକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଉଚ୍ଚସ୍ତରୀୟ ଦଳ ଗଠନ କରିବାକୁ ସହମତ ହୋଇଛନ୍ତି। ୟୁକ୍ରେନ ସଙ୍କଟର…

ବାଣିଜି୍ୟକ କାରବାର ବଢ଼ାଇବେ ଭାରତ, କାତାର

ନୂଆଦିଲ୍ଲୀ, ୧୯।୨: ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାତାରର ଅମିର ଶେଖ୍‌ ତମିମ ବିନ୍‌ ହମଦ୍‌ ଅଲ୍‌-ଥାନୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ନିବେଶ, ଶକ୍ତି,…

ଏଲନ୍‌ ମସ୍କ କେବଳ ଜଣେ କର୍ମଚାରୀ… Tesla CEOଙ୍କୁ ନେଇ ଏ କ’ଣ କହିଦେଲା ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ,୧୮।୨: ଟେସ୍‌ଲାର ସିଇଓ ଏଲନ ମସ୍କଙ୍କୁ ନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ବଡ଼ ବୟାନ ଦିଆଯାଇଛି। ପୂର୍ବରୁ ଟ୍ରମ୍ପ କେବଳ ରାଷ୍ଟ୍ରପତିଙ୍କ ଚୌକିରେ ବସିଛନ୍ତି, ପ୍ରକୃତ ଶକ୍ତି ଏବଂ ନିଷ୍ପତ୍ତି ନେବାର ଅଧିକାର ମସ୍କଙ୍କ ପାଖରେ ଥିବା ରିପୋର୍ଟ ସାମ୍ନାକୁ ଆସିଥିଲା।…

ଭାରତର ଚକ୍ରବ୍ୟୁହ, ଆଉ ପାକିସ୍ତାନକୁ ମିଳିବ ନାହିଁ ମୁସଲିମ୍‌ ଦେଶମାନଙ୍କର ସମର୍ଥନ!

ମସ୍କଟ,୧୮।୨: ଓମାନର ରାଜଧାନୀ ମସ୍କଟରେ ଭାରତ ମହାସାଗର ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଭାରତ ମହାସାଗର ଅଞ୍ଚଳର ବୈଦେଶିକ ମନ୍ତ୍ରୀଙ୍କ ସମେତ ୬୦ ଟି ଦେଶର ପ୍ରତିନିଧି ଅଂଶଗ୍ରହଣ କରିଥିଲେ। ଏକ ମୁସଲିମ ଦେଶରେ ଆୟୋଜିତ ଏହି ସମ୍ମିଳନୀରେ ଅନେକ ଇସଲାମିକ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri