ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ
ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ପଚରାଯାଇଥିଲା ଯେ ଯଦି ସେ ୨୦୨୪ ନିର୍ବାଚନରେ ହାରିଯାଆନ୍ତି,...
ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ କହିଛନ୍ତି ଯେ ଆମେ ଆଞ୍ଚଳିକ ସହଯୋଗ ବୃଦ୍ଧି ଉପରେ...
କ୍ୱାଡ୍ରେ ଚାଇନାକୁ ଟାର୍ଗେଟ
ଓ୍ବିଲ୍ମିଙ୍ଗଟନ୍,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ ସଂଗଠନ ପକ୍ଷରୁ ଏକ ମିଳିତ...
ମୋଦିଙ୍କୁ ଭୁଲିଗଲେ ବାଇଡେନ୍
ଓ୍ବିଲ୍ମିଙ୍ଗଟନ୍,୨୩।୯ : କ୍ୱାଡ୍ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ ଖବରଦାତା ସମ୍ମିଳନୀରେ ବାଇଡେନ୍ କ୍ୱାଡ୍ ନେତାମାନଙ୍କ ପରିଚୟ ଦେଉଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...
କ୍ୱାଡ୍ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା
ଓ୍ବିଲ୍ମିଙ୍ଗଟନ୍,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍ ସମ୍ମିଳନୀ ଅବସରରେ...
ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ
ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଅଲଜଜିରାର ରିପୋର୍ଟ ଅନୁଯାୟୀ, ହିଜବୁଲ୍ଲାର ଏହି ଆକ୍ରମଣ ପରେ ଉତ୍ତର...
ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ
ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍ ଏବଂ ଡଜନେ ୱାକି-ଟକି ଏକ ସମୟରେ ଲେବାନନରେ ବିସ୍ଫୋରଣ ହେବା ପରେ ହିଜବୁଲ ମୁଖ୍ୟ ଇସ୍ରାଏଲ ଉପରେ...
ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ
ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି ଶକ୍ତି ଦୁର୍ବଳ ହେବା କାରଣରୁ ଜୋ ବାଇଡେନ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନରୁ...
ଫ୍ଲାଇଟ୍ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍…
ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର କୋପେନହାଗନରେ। ଏଭଳି ଦୃଶ୍ୟ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି ।...
ପରାସ୍ତ ହେବ ଚାଇନା, କ୍ୱାଡ୍ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ। ଏଥର ଆମେରିକାର ରାଷ୍ଟ୍ରପତି ବାଇଡେନଙ୍କ ସହର ଡେଲାଓ୍ବେରରେ କ୍ୱାଡ୍ ଶିଖର ସମ୍ମିଳନୀ ଅନୁଷ୍ଠିତ...
ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା...
ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି
କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩% ଭୋଟ୍ ପାଇଥିବା ସୂଚନା ମିଳିଛି। ଫଳାଫଳ ଅନୁଯାୟୀ, ନ୍ୟାଶନାଲ ପିପୁଲ୍ ପାଓ୍ବାର (ଏନ୍ପିପି)ର...
Archives


