ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍ ଲଞ୍ଚର ବ୍ୟାରେଲ୍କୁ କଲା ନଷ୍ଟ
ଜେରୁଜେଲମ୍,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ ମଧ୍ୟ ନିସ୍ତାର ପାଇ ନ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଗୁରୁବାର ବିଳମ୍ବିତ...
ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ
ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍ସ ଫର୍ ଜଷ୍ଟିସ୍ର ଜେନେରାଲ କାଉନସିଲ ଗୁରପତ୍ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ଅନ୍ୟମାନଙ୍କ ବିରୋଧରେ ଆମେରିକାର ସଂଘୀୟ ଜିଲା ଅଦାଲତରେ ମାମଲା ଦାଏର...
ଫୁଡ୍ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ
ଜୁରିଚ୍, ୨୦।୯:ଫୁଡ୍ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍ସ୍ଥିତ ଫୁଡ୍ ପ୍ୟାକେଜିଂ ଫୋରମ ଫାଉଣ୍ଡେଶନ ନାମକ ଏକ ଏନ୍ଜିଓ ପକ୍ଷରୁ କରାଯାଇଥିବା ଏହି...
ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ
ବେରୁଟ୍/ଜେରୁଜେଲମ୍,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍ କରିଛି।...
ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ
ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)ରେ ଅଟକି ରହିଥିବାବେଳେ ସେଠାରେ ଜନ୍ମଦିନ ପାଳନ କରିଛନ୍ତି। ମହାକାଶରେ ସୁନୀତା...
ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି
ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। ସେଠାରେ ହିଂସା ପରେ ଶେଖ ହାସିନା ଦେଶ ଛାଡି ଭାରତ ଚାଲି...
ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା
ନୂଆଦିଲ୍ଲୀ,୧୯।୯: ଲେବାନନ୍ର ସଶସ୍ତ୍ର ସଂଗଠନ ହେଜ୍ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା ଭାଷାରେ ଧମକ ଦେଇ କହିଛନ୍ତି ଏହାକୁ ଯୁଦ୍ଧର ଘୋଷଣା। ଗୁରୁବାର ନସରୁଲ୍ଲା ତାଙ୍କ...
ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…
ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍ ବିସ୍ଫୋରଣ ହୋଇଥିଲା ଏବଂ ପରେ ବୁଧବାରରେ ୱାକି ଟକି, ସୋଲାର ପ୍ୟାନେଲ, ଫିଙ୍ଗର ପ୍ରିଣ୍ଟ ଉପକରଣ ଏବଂ...
କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…
ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସି ଜିନପିଙ୍ଗ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ନୂତନ ଅବସର ନୀତି ଆସନ୍ତା ବର୍ଷ...
ବଡ଼ ପ୍ଲାନିଂ କରି ହେଜ୍ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍ କମ୍ପାନୀ
ଜେରୁଜେଲମ୍,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍ ବିସ୍ଫୋରଣରେ ୧୨ ହେଜ୍ବୋଲ୍ଲା ଆତଙ୍କବାଦୀ ନିହତ ହୋଇଥିଲେ ଏବଂ ପ୍ରାୟ ୪୦୦୦ ଲୋକ...
ବାଂଲାଦେଶ ହିଂସାରେ ସଂଖ୍ୟାଲଘୁଙ୍କ ମୃତ୍ୟୁକୁ ନେଇ ଆସିଲା ଚମକାଇବା ଭଳି ତଥ୍ୟ
ଢାକା,୧୯।୯: ବାଂଲାଦେଶ ହିଂସାରେ କେତେ ସଂଖ୍ୟାଲଘୁ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ କେତେଜଣ ଆହତ ହୋଇଛନ୍ତି ସେନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସମ୍ନୋକୁ ଆସିଛି। ଗୁରୁବାର ବାଂଲାଦେଶର ଏକ ସଂଖ୍ୟାଲଘୁ ସଂଗଠନ କହିଛି ଯେ ଅଗଷ୍ଟ ୪ ରୁ ୨୦...
ଇସ୍ରାଏଲ ଚିର ଶତ୍ରୁ ହିଜବୁଲ୍ଲା: ଅନେକ ମୁସଲମାନ ଦେଶକୁ ପାଣି ପିଆଇସାରିଛି, ଜାଣନ୍ତୁ ହିଜବୁଲାର ପୁରା କାହାଣୀ
ନୂଆଦିଲ୍ଲୀ,୧୯।୯: ଗାଜାରେ ଇସ୍ରାଏଲ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ବର୍ଷେ ପୂରିବାକୁ ବସିଥିବା ବେଳେ ଏହି ଯୁଦ୍ଧ ଏବେ ଇସ୍ରାଏଲ ଏବଂ ହମାସରୁ ଯାଇ ହିଜବୁଲ୍ଲା ଭଳି ଆତଙ୍କୀ ସଂଗଠନ ପାଖରେ ପହଂଚିଛି। ହିଜବୁଲ ହେଉଛି ଏକ ଆତଙ୍କବାଦୀ ସଂଗଠନ...
Archives


