ଚାଞ୍ଚଲ୍ୟକର ଖୁଲାସା କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ: ୩୭୦କୁ ନେଇ ପାକିସ୍ତାନ ସହ ଅଛି ନ୍ୟାଶନାଲ କନଫରେନ୍ସ-କଂଗ୍ରେସ ମେଣ୍ଟ
ଇସଲାମାବାଦ୍,୧୯।୯: ଜମ୍ମୁ କଶ୍ମୀରରେ ଚାଲିଥିବା ବିଧାନସଭା ନିର୍ବାଚନ ଉପରେ ପାକିସ୍ତାନ ନଜର ରଖିଛି। ଧାରା ୩୭୦ ଏବଂ ୩୫ଏ ପୁଣି ଥରେ କଶ୍ମୀରରେ ପୁନଃକାର୍ଯ୍ୟକାରୀ ହେବ ବୋଲି ପାକିସ୍ତାନ ଆଶା କରୁଛି। ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କଶ୍ମୀରକୁ...
ଭାରତ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ କାନାଡା ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ଓଟଓ୍ବା,୧୯।୯: ଭାରତ ଏବଂ କାନାଡା ମଧ୍ୟରେ ପୁଣି ଥରେ ଉତ୍ତେଜନା ବଢୁଥିବା ଜଣାପଡିଛି। କାନାଡିଆନ ସିକ୍ୟୁରିଟି ଇଣ୍ଟେଲିଜେନ୍ସ ସର୍ଭିସ (ସିଏସ୍ଆଇଏସ୍) କହିଛି, ଚାଇନା ଏବଂ ଭାରତ ବେଆଇନ ପାଣ୍ଠି ଏବଂ ଖରାପ ପ୍ରଚାର ଅଭିଯାନ ସେମାନଙ୍କ ଦେଶର ପ୍ରବାସୀ ସମ୍ପ୍ରଦାୟକୁ...
ଭୟଙ୍କର ସ୍ଥିତି ଆଡକୁ ଯାଉଛି ବାଂଲାଦେଶ: ସେନା ହାତକୁ ଗଲା ମାଜିଷ୍ଟ୍ରେଟ କ୍ଷମତା
ଢାକା,୧୯।୯:ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଅରାଜକତାକୁ ରୋକିବାରେ ଅସଫଳ ପ୍ରମାଣ ହୋଇଛନ୍ତି। ଫଳରେ ଦେଶରେ ପୁଣି ଥରେ ସାମରିକ ଶାସନର ଆହ୍ବାନ ବଢୁଛି। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ସରକାର ସେନାକୁ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ କ୍ଷମତା ଦେଇଛନ୍ତି।...
ଅଣ୍ଡର ଓ୍ବେୟାରକୁ ନେଇ ଏମିତି ଗାଇଡ ଲାଇନ ଜାରି କଳା ଏୟାର ଲାଇନ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା
ଓ୍ବାଶିଂଟନ, ୧୮।୯: ଆମେରିକାର ଡେଲଟା ଏୟାରଲାଇନ୍ସ ଅନ୍ତବସ୍ତ୍ର ବା ଅଣ୍ଡର ଓ୍ବେୟାରକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି କରିଛି। ଏହି ଦୁଇ ପୃଷ୍ଠାର ଗାଇଡଲାଇନ ବାହାରିବା ପରେ ଏହା ସମଗ୍ର ବିଶ୍ୱରେ ଆଲୋଚନା ହେବା ଆରମ୍ଭ କରିଛି। ଏୟାରଲାଇନ୍ସ ଏହା...
ମାଲାମାଲ ହେଲା ବାଂଲାଦେଶ, ଆମେରିକା ପରେ ଏବେ…
ଢାକା,୧୮।୯: ଚଳିତ ଆର୍ଥିକ ବର୍ଷରେ ବାଂଲାଦେଶକୁ ଅତିରିକ୍ତ ୨ ବିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବ ବୋଲି ବଶ୍ୱବ୍ୟାଙ୍କ ମଙ୍ଗଳବାର ଘୋଷଣା କରିଛି। ଗୁରୁତ୍ୱପୂର୍ଣ୍ଣ ସୁଧାର, ବନ୍ୟା ପରିସ୍ଥିତିର ମୁକାବିଲା, ଉନ୍ନତ ବାୟୁ ଗୁଣବତ୍ତା ପାଇଁ ବାଂଲାଦେଶକୁ ଏହି ୨...
ପେଜର କ’ଣ? କେମିତି ହୁଏ ବ୍ଲାଷ୍ଟ
ବେରୁତ,୧୮।୯: ଲେବାନନର ପେଜର୍ ବ୍ଲାଷ୍ଟରେ ଅତି କମରେ ନଅ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୩୦୦୦ଲୋକ ଆହତ ହୋଇଛନ୍ତି। ଲେବାନନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ୨୦୦ରୁ ଅଧିକ ଆହତଙ୍କ ଅବସ୍ଥା ଗୁରୁତର ରହିଛି। ପେଜର୍ ବିସ୍ଫୋରଣ ପାଇଁ ଲେବାନାନର...
ନିର୍ବାଚନ ପ୍ରଚାର ମଧ୍ୟରେ ମୋଦିଙ୍କୁ ଭେଟିବାକୁ କାହିଁକି କହିଲେ ଟ୍ରମ୍ପ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ
ଓ୍ବାଶିଂଟନ,୧୮।୯: ନଭେମ୍ବରରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟ ପ୍ରତିଯୋଗିତା ହେଉଛି ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସଙ୍କ ମଧ୍ୟରେ। ନିର୍ବାଚନ ପାଇଁ ଉଭୟ ନେତା ଜୋରଦାର ପ୍ରଚାର କରୁଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଡୋନାଲ୍ଡ ଟ୍ରମ୍ପ...
ମାତ୍ର ୩ ଗ୍ରାମ ବାରୁଦରେ ଥରି ଉଠିଲା ହିଜବୁଲ, ଜାଣନ୍ତୁ ପେଜର ବ୍ଲାଷ୍ଟର ପୁରା ପ୍ଲାନିଂ
ବେରୁତ,୧୮।୯: ଲେବାନନରେ ହଜାର ହଜାର ପେଜର୍ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ହୋଇଥିଲା। ଏହି ବିସ୍ଫୋରଣରେ ଲେବାନନ ମିଲିସିଆ ହିଜବୁଲ ବହୁ କ୍ଷତି ସହିଥିବା ଜଣାଯାଇଛି। ଏହି ଅପରେସନ ବିଷୟରେ ଆମେରିକୀୟ ଏବଂ ଅନ୍ୟ ଅଧିକାରୀଙ୍କ କହିବାନୁସାରେ, ଇସ୍ରାଏଲର ଗୁପ୍ତଚର...
ଅଚାନକ କମଲା ହାରିସଙ୍କ ପ୍ରଶଂସା କଲେ ଟ୍ରମ୍ପ: ଜାଣନ୍ତୁ କାହିଁକି
ଓ୍ବାଶିଂଟନ,୧୮।୯: ନଭେମ୍ବରରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆମେରିକାର ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ କମଲା ହାରିସ ଏବଂ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ପରସ୍ପରକୁ ଟାର୍ଗେଟ୍ କରୁଛନ୍ତି। କିନ୍ତୁ ନିର୍ବାଚନ ପ୍ରଚାର ବ୍ୟତୀତ ଉଭୟ...
ଲୋକଙ୍କ ଖାଦ୍ୟ ପାଇଁ ମରାଯିବ ୨୦୦ ହାତୀ
ହରାରେ, ୧୮।୯:ଏଲ୍ନିନୋ ପ୍ରଭାବରେ ଜିମ୍ବାଓ୍ବେ ଓ ଅନ୍ୟ ଦକ୍ଷିଣ ଆଫ୍ରିକୀୟ ଦେଶଗୁଡ଼ିକରେ ୪ ଦଶନ୍ଧି ମଧ୍ୟରେ ସବୁଠୁ ଉତ୍କଟ ମରୁଡ଼ି ସ୍ଥିତି ଦେଖାଦେଇଛି। ଏହାର ପ୍ରଭାବରେ ବହୁ ଫସଲ ନଷ୍ଟ ହେବା ସହ ୬.୮ କୋଟି ଲୋକ ପ୍ରଭାବିତ ହୋଇଛନ୍ତି।...
ଇନଷ୍ଟା ୟୁଜର୍ସଙ୍କ ପାଇଁ ବଡ଼ ସୂଚନା, ଏବେ ପବ୍ଲିକ ରଖିପାରିବେନି…
ନୂଆଦିଲ୍ଲୀ,୧୭।୯: ମେଟା ପ୍ଲାଟଫର୍ମ ସୋସିଆଲ ମିଡିଆରୁ ନକରାତ୍ମକ ପ୍ରଭାବକୁ ଦୂର କରିବା ପାଇଁ ୧୮ବର୍ଷରୁ କମ୍ ବୟସର ପିଲାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ପ୍ରାଇଭେଟ୍ ଆକାଉଣ୍ଟ କରିବାକୁ ଯାଉଛି। ଏହି ଫିଚର୍ସ ଦ୍ୱାରା ଆକାଉଣ୍ଟରେ ପ୍ରାଇଭେସ୍ ପ୍ରୋଟେକ୍ସନ ବଢିବା ସହ ଅଭିଭାବକଙ୍କ...
ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜର୍ଜିଆ ମେଲୋନୀ, ଜାଣନ୍ତୁ କ’ଣ କହିଲେ…
ନୂଆଦିଲ୍ଲୀ,୧୭।୯: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ମୋଦୀଙ୍କୁ ୭୪ ବର୍ଷ ହୋଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ବାର୍ତ୍ତାରେ ସେ ଇଟାଲୀ ଏବଂ ଭାରତ ମଧ୍ୟରେ ବୃଦ୍ଧ ତଥା...
Archives


