ଆମେରିକାରେ ଥାଇ ଏମିତି କ’ଣ କହିଦେଲେ ରାହୁଲ ଗାନ୍ଧୀ: ଭାରତରେ ବଢିଲାଣି ରାଜନୈତିକ ତାତି
ଓ୍ବାଶିଂଟନ୍,୧୦।୯: କଂଗ୍ରେସ ନେତା ତଥା ବିରୋଧୀଦଳର ନେତା ରାହୁଲ ଗାନ୍ଧୀ ତାଙ୍କ ଆମେରିକୀୟ ଗସ୍ତ ସମୟରେ କ୍ରମାଗତ ଭାବରେ ଭାଜପା ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଟାର୍ଗେଟ୍ କରୁଛନ୍ତି। ଏବେ ସେ ପୁଣି ଥରେ ଭାଜପାକୁ ନେଇ ଏକ...
କିଏ ସେହି ରହସ୍ୟମୟ ଯୁବତୀ, ଯାହାଙ୍କ ସହିତ ଏୟାରପୋର୍ଟରେ ନଜର ଆସିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧୦।୯: ଲୋକ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ଏମ୍ପି ରାହୁଲ ଗାନ୍ଧୀ ଆଜିକାଲି ଆମେରିକା ଗସ୍ତରେ ଅଛନ୍ତି। ତାଙ୍କର ଅନେକ ଫଟୋ ସେଠାରୁ ଭାଇରାଲ ହୋଇଛି। କେତେକ ଫଟୋ ସ୍ବାଗତ ବେଳର ହୋଇଥିବାବେଳେ ଅନେକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ...
ପୁରୁଷ କର୍ମଚାରୀଙ୍କ ସହ ଜବରଦସ୍ତି ଯୌନ ସମ୍ପର୍କ ରଖୁଥିଲେ ମହିଳା ସିନେଟର, ଇଚ୍ଛା ପୂରଣ ନ ହେବାରୁ…
ଓ୍ବାଶିଂଟନ,୧୦।୯: ଆମେରିକା କାଲିଫର୍ନିଆର ମହିଳା ସିନେଟର ମେରି ଆଲଭାରାଡୋ-ଗିଲଙ୍କ ନାମରେ ତାଙ୍କର ଜଣେ ପୂର୍ବତନ କର୍ମଚାରୀ ଅଭିଯୋଗ କରିଛନ୍ତି। ତାଙ୍କୁ ସେ ‘ଯୌନ ଦାସ’ ଭାବରେ ବ୍ୟବହାର କରୁଥିବା ଗିଲଙ୍କ ପୂର୍ବତନ ମୁଖ୍ୟ କର୍ମଚାରୀ ଗୁରୁତର ଅଭିଯୋଗ କରିଛନ୍ତି। ପୀଡିତ...
ମୁଁ ମୋଦିଙ୍କୁ ପସନ୍ଦ କରେ, ଆମେରିକାରେ ଚମକାଇବା ଭଳି ବୟାନ ଦେଲେ ରାହୁଲ
ଟେକ୍ସାସ,୧୦।୯: କଂଗ୍ରେସ ଏମପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଆମେରିକା ଗସ୍ତ ସମୟରେ ପୁଣିଥରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପର୍କରେ ସେ ଏକ ବଡ଼ ବିବୃତ୍ତି...
ସିରିଆରେ ଇସ୍ରାଏଲର ମିଶାଇଲ ମାଡ଼, ୧୮ ମୃତ
ଡାମାସ୍କସ୍, ୧୦।୯: ଇସ୍ରାଏଲ ସୋମବାର ସିରିଆରେ ମିଶାଇଲ ମାଡ଼ କରିବାରୁ ୧୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉତ୍ତର ପଶ୍ଚିମ ସିରିଆର ମସ୍ୟାଫ୍ ସହରର ଏକ ରିସର୍ଚ୍ଚ ସେଣ୍ଟରକୁ ଟାର୍ଗେଟ...
ଭାରତକୁ ଇଲିଶି ରପ୍ତାନି ଉପରେ ବାଂଲାଦେଶର କଟକଣା
ଢାକା, ୯।୯: ବାଂଲାଦେଶର ମହମ୍ମଦ ୟୁନୁସ୍ଙ୍କ ନେତୃତ୍ୱାଧୀନ ଅନ୍ତରୀଣ ସରକାରଙ୍କ ଭାରତ ପ୍ରତି କଠୋର ମନୋଭାବର ଆଭାସ ମିଳିଛି। ଦୁର୍ଗାପୂଜା ନିକଟତର ହେଉଥିବାବେଳେ ବାଂଲାଦେଶ ସରକାର ଭାରତକୁ ପଦ୍ମା ହିଲ୍ଶା ବା ଇଲିଶି ରପ୍ତାନି ଉପରେ କଟକଣା ଲଗାଇଛନ୍ତି। ଏହାକୁ...
ଅନ୍ଧାରରେ ଡୁବିଯିବ ବାଂଲାଦେଶ! ଆଦାନୀ ଗ୍ରୁପ୍ର ଚେତାବନୀ
ଢାକା,୯।୯: ଶେଖ ହସିନା ସରକାରଙ୍କ ପରାଜୟ ପରେ ବାଂଲାଦେଶରେ ଆର୍ଥିକ ସଙ୍କଟ ଗଭୀର ହେବାରେ ଲାଗିଛି। ଋଣ ପାଇବା ପାଇଁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସ ବିଶ୍ୱ ବ୍ୟାଙ୍କ, ଆଇଏମଏଫ, ଏସୀୟ ବିକାଶ ବ୍ୟାଙ୍କ (ଏଡିବି) ଭଳି ସଂସ୍ଥାର...
ଭାରତ ପାଇଁ ଖୁସି ଖବର! ରୋହିଙ୍ଗ୍ୟାଙ୍କ ପାଇଁ ବାଂଲାଦେଶ ଉଠାଇଲା…
ଢାକା/ନୂଆଦିଲ୍ଲୀ,୯।୯: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ରବିବାର ଦକ୍ଷିଣ ଏସିଆରେ ରହୁଥିବା ରୋହିଙ୍ଗ୍ୟା ମୁସଲମାନମାନଙ୍କ ପାଇଁ ଶୀଘ୍ର ଥଇଥାନ ଘୋଷଣା କରିଛନ୍ତି। ମହମ୍ମଦ ୟୁନୁସ କହିଛନ୍ତି ଯେ ମ୍ୟାନମାର ଏବଂ ଏହାର ସୀମାବର୍ତ୍ତୀ ରାଜ୍ୟରେ କ୍ରମାଗତ ଭାବେ ବଢୁୁଥିବା...
‘ଭାରତରେ ଏବେ କେହି ପ୍ରଧାନମନ୍ତ୍ରୀଙ୍କୁ ଡରୁ ନାହାଁନ୍ତି…’, ବିଦେଶରେ ଭାଜପାକୁ ଟାର୍ଗେଟ କଲେ ରାହୁଲ
ଡଲାସ,୯।୯: ଆମେରିକା ଗସ୍ତରେ ଥିବା ରାହୁଲ ଗାନ୍ଧୀ ଟେକ୍ସାସରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ଭାରତର ଭାଜପା ସରକାର ଉପରେ ଖୁବ ବର୍ଷିଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ଆରଏସଏସ ବିଶ୍ୱାସ କରେ ଯେ ଭାରତ ଏକ ବିଚାର ଏବଂ ଆମେ...
ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, କହିଲା ଭଲ ସମ୍ପର୍କ ଚାହୁଁଛୁ ହେଲେ…
ଢାକା,୯।୯: ଶେଖ ହସିନାଙ୍କ ପତନ ପରେ ବାଂଲାଦେଶର ସ୍ଥିତିରେ ସୁଧାର ଆସୁନାହିଁ, କିନ୍ତୁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅହଂକାର ଦେଖାଇବାକୁ ପଛାଉ ନାହାଁନ୍ତି। ରବିବାର ମହମ୍ମଦ ୟୁନୁସ କହିଛନ୍ତି ଯେ ତାଙ୍କ ଦେଶ ଭାରତ ସହ ଭଲ ସମ୍ପର୍କ...
ଭେନେଜୁଏଲାର ବିରୋଧୀ ନେତା ଗୋଞ୍ଜାଲେଜ୍ଙ୍କ ସ୍ପେନ୍ ପଳାୟନ
କାରାକସ୍,୯ା୯: ଭେନେଜୁଏଲାର ପୂର୍ବତନ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଏଡମୁଣ୍ଡୋ ଗୋଞ୍ଜାଲେଜ୍ ଦେଶ ଛାଡ଼ି ପଳାଇ ଯାଇଛନ୍ତି। ସ୍ପେନ୍ ତାଙ୍କୁ ଆଶ୍ରୟ ଦେବା ନିମନ୍ତେ ଅନୁମତି ପ୍ରଦାନ କରିଛି। ଦେଶରେ ଗୋଟିଏ ଦଳ ଦ୍ୱାରା ୨ ଦଶନ୍ଧିର ଶାସନରେ ଲକ୍ଷ ଲକ୍ଷ...
ରାହୁଲ ଗାନ୍ଧୀଙ୍କୁ ଆମେରିକାରେ ସ୍ବାଗତ
ଡଲାସ, ୯।୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ୩ ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ତାଙ୍କୁ ଡଲାସ୍ରେ ଭାରତୀୟମାନେ ସ୍ବାଗତ କରିଛନ୍ତି। ଏହି ଅବସରରେ ରାହୁଲଙ୍କ ସହ ଇଣ୍ଡିଆନ୍ ଓଭରସିଜ୍ କଂଗ୍ରେସ(ଆଇଓସି) ନେତା ସାମ୍ ପିଟ୍ରୋଡା ଉପସ୍ଥିତ...
Archives


