ଗାଜା ଉପରେ ଜାରି ରହିଛି ଆକ୍ରମଣ, ଏୟାର ଷ୍ଟ୍ରାଇକରେ ୪୨ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ
ଜେରୁଜେଲମ,୩।୧୧: ଗାଜାରେ ଲୁଚି ରହିଥିବା ହମାସ ଆତଙ୍କବାଦୀଙ୍କ ବିରୋଧରେ ଇସ୍ରାଏଲର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଗାଜା ସୀମାରେ ଥିବା ନୁସିରାତ ଶରଣାର୍ଥୀ ଶିବିରରେ ଇସ୍ରାଏଲର ବିମାନ ଆକ୍ରମଣରେ ଅତି କମରେ ୪୨ପାଲେଷ୍ଟାଇନୀୟଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫୦ରୁ ଅଧିକ ଆହତ ହୋଇଥିଲେ।…
ଜଣେ ସାଧାରଣ ଲୋକ ଲଢିପାରିବେ କି ରାଷ୍ଟ୍ରପତି ନିର୍ବାଚନ? ଜାଣନ୍ତୁ ଏହାର ପ୍ରକ୍ରିୟା
ଓ୍ବାଶିଂଟନ୍,୩।୧୧: ଆମେରିକାରେ ଆଗକୁ ଅଛି ରାଷ୍ଟ୍ରପତି ନିର୍ବାଚନ । ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଅନ୍ୟ ନିର୍ବାଚନଠାରୁ ଅଲଗା। ଏଠାରେ ଇଲେକ୍ଟର କଲେଜ ଦ୍ୱାରା ରାଷ୍ଟ୍ରପତି ନିର୍ବାଚିତ ହୋଇଥାନ୍ତି। ତେବେ ଏହି ନିର୍ବାଚନ ପକ୍ରିୟା କିପରି ହୁଏ ଆପଣ ଜାଣିଛନ୍ତି କି? ଭାରତ…
ପରମ୍ପରା ଭାଙ୍ଗୁଛି ନେପାଳ! ଭାରତ ନୁହେଁ ଜିନପିଙ୍ଗଙ୍କୁ କରିବାକୁ ଯାଉଛି ସଲାମ
କାଠମାଣ୍ଡୁ,୩।୧୧: ଶ୍ରୀଲଙ୍କା ଏବଂ ମାଲଦ୍ୱୀପ ପରି ନେପାଳ ମଧ୍ୟ ଚାଇନା ଚାଲ୍ର ଶିକାର ହେବାକୁ ଲାଗୁଛି। ଭାରତର ଭଲ ପଡୋଶୀ ନେପାଳ ବର୍ତ୍ତମାନ ଚାଇନା କୋଳରେ ସମ୍ପୂର୍ଣ୍ଣ ବସିବାକୁ ପ୍ରସ୍ତୁତ ଅଛି। ଏହି କାରଣରୁ ନେପାଳର ପ୍ରଧାନମନ୍ତ୍ରୀ କେ ପି ଶର୍ମା…
ଡ୍ରେସ କୋଡକୁ ବିରୋଧ କରି ନିଜର ଡ୍ରେସ ଖୋଲିଦେଲେ ଛାତ୍ରୀ, ଭିଡିଓ ହେଉଛି ଭାଇରାଲ
ତେହେରାନ,୩।୧୧: ଇରାନରେ ଜଣେ ଛାତ୍ରୀଙ୍କ ଭିନ୍ନ ଧରଣର ପ୍ରଦର୍ଶନର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ଇରାନ ଛାତ୍ରୀ ତାଙ୍କ ବିଶ୍ୱବିଦ୍ୟାଳୟର କଡା ଡ୍ରେସ କୋଡକୁ ବିରୋଧ କରି ନିଜର ପୋଷାକ କାଢି ଦେଇ ଥିବାର ଅଭିଯୋଗ…
ହାରିଲେ ଫଳାଫଳକୁ ଚ୍ୟାଲେଞ୍ଜ କରିପାରନ୍ତି ଟ୍ରମ୍ପ୍
ନ୍ୟୁୟର୍କ, ୩।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ୭୨ ଘଣ୍ଟାରୁ କମ୍ ସମୟ ରହିଛି। ଭୋଟିଂର ଠିକ୍ ପୂର୍ବରୁ ଉଭୟ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ଓ ଡେମୋକ୍ରାଟ ପ୍ରାର୍ଥୀ କମଲା ହାରିସ ଶନିବାର ନିଜ ସପକ୍ଷରେ ମତଦାତାଙ୍କୁ ଆଣିବା ପାଇଁ ଜୋର୍ଦାର ପ୍ରଚାର…
ଇସ୍ରାଏଲ୍, ଆମେରିକାକୁ ଇରାନ ସୁପ୍ରିମ ଲିଡରଙ୍କ ଧମକ
ଦୁବାଇ,୩ା୧୧: ଇରାନ ଏବଂ ଏହାର ସହଯୋଗୀଙ୍କ ଉପରେ ଆକ୍ରମଣ ହେଲେ ଏହାର ଏକ ଧ୍ୱଂସାତ୍ମକ ଜବାବ ଦିଆଯିବ ବୋଲି ଇରାନର ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇ ଶନିବାର ଇସ୍ରାଏଲ୍ ଏବଂ ଆମେରିକାକୁ ଧମକ ଦେଇଛନ୍ତି। ଅକ୍ଟୋବର ୨୬ରେ ଇସ୍ରାଏଲ୍ ଇରାନ ଉପରେ…
କାନାଡା ସାଇବର ବିପଦ ତାଲିକାରେ ଭାରତ
ଓଟ୍ଟାଓ୍ବା,୩ା୧୧(ପି.ଟି.): କାନାଡା ଏହାର ସାଇବର ବିପଦ ଆଡଭାଇଜରି ତାଲିକାରେ ପ୍ରଥମ ଥର ପାଇଁ ଭାରତକୁ ଯୋଡ଼ିଛି। ଭାରତ ସରକାରଙ୍କ ପ୍ରାୟୋଜିତ ଆକ୍ଟରମାନେ କାନାଡା ବିରୋଧରେ ଗୁପ୍ତଚରଗିରି କରୁଥାଇପାରନ୍ତି ବୋଲି ଓଟ୍ଟାଓ୍ବା କହିଛି। ଜାତୀୟ ସାଇବର ଥ୍ରେଟ୍ ଆସେସ୍ମେଣ୍ଟ ୨୦୨୫-୨୬ ରିପୋର୍ଟରେ ଚାଇନା, ରୁଷିଆ,…
କେମି ବାଡେନୋଚ୍ ହେଲେ କଞ୍ଜରଭେଟିଭ୍ ପାର୍ଟିର ନୂଆ ନେତା
ଲଣ୍ଡନ,୨ା୧୧: କେମି ବାଡେନୋଚ୍ଙ୍କୁ ଶନିବାର ବ୍ରିଟେନ୍ର କଞ୍ଜରଭେଟିଭ୍ ପାର୍ଟି ନେତା ନିର୍ବାଚିତ କରାଯାଇଛି। ଏଥିସହିତ ସେ ଋଷି ସୁନକ୍ଙ୍କ ସ୍ଥାନରେ ହାଉସ୍ ଅଫ୍ କମନ୍ସରେ ବିରୋଧୀ ଦଳ ନେତା ହୋଇଛନ୍ତି। ଦୁଇଦିନ ପୂର୍ବରୁ ସୁନକ୍ ବିରୋଧୀ ଦଳ ନେତା ପଦରୁ ଇସ୍ତଫା…
ସ୍ପେନ୍ରେ ବାତ୍ୟା ପରେ ପ୍ରଳୟଙ୍କରୀ ବନ୍ୟା: ୨୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
ମାଡ୍ରିଡ୍,୨ା୧୧: ସ୍ପେନ୍ରେ ପ୍ରଳୟଙ୍କରୀ ବନ୍ୟାଜନିତ ମୃତ୍ୟୁସଂଖ୍ୟା ଶନିବାର ୨୧୧ରେ ପହଞ୍ଚିଛି। ସର୍ବାଧିକ କ୍ଷତିଗ୍ରସ୍ତ ପୂର୍ବ ଭାଲେନ୍ସିଆ ଅଞ୍ଚଳରେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ଅତିରିକ୍ତ ୧୦,୦୦୦ ସୈନ୍ୟ ଏବଂ ପୋଲିସ୍ ଅଫିସର ନିୟୋଜିତ କରିବାକୁ ନିଷ୍ପତ୍ତି ନିଆଯାଇଥିବା ସ୍ପେନ୍ ପ୍ରଧାନନ୍ତ୍ରୀ ପେଡ୍ରୋ…
ନିଜ୍ଜର ମାମଲାରେ ଅମିତ ଶାହାଙ୍କ ନାମ ନେବାରୁ ରାଗିଲା ଭାରତ, କହିଲା ଭୋଗିବାକୁ ପଡିବ ଏହାର ପରଣାମ
ନୂଆଦିଲ୍ଲୀ,୨।୧୧: ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜ୍ଜର ହତ୍ୟା ମାମଲାକୁ ନେଇ ଭାରତ ଏବଂ କାନାଡା ମଧ୍ୟରେ ଚାଲିଥିବା କୂଟନୈତିକ ବିବାଦ ଗମ୍ଭୀର ହେବାରେ ଲାଗିଛି। ନିକଟରେ କାନାଡାର ଉପ ବୈଦେଶିକ ମନ୍ତ୍ରୀଙ୍କ ଦ୍ୱାରା ହୋଇଥିବା ଏକ ସଂସଦୀୟ କମିଟିରେ ଭାରତର…
ଇରାନର ବଡ଼ ଧମକ: ଆମେରିକା ହେଉ କି ଇସ୍ରାଏଲ୍, ଉଚିତ ଜବାବ ଦିଆଯିବ…
ତେହରାନ,୨।୧୧: ଇସ୍ରାଏଲର ପାଲଟା ଆକ୍ରମଣ ପରେ ଏବେ ଇରାନ ପୁଣିଥରେ ଆକ୍ରମଣ ଲାଗି ଯୋଜନା କରୁଛି। ଆମେରିକା ହେଉ କି ଇସ୍ରାଏଲ, ଶତ୍ରୁ ଦେଶକୁ ଉପଯୁକ୍ତ ଜବାବ ଦିଆଯିବ ବୋଲି ଇରାନ ସ୍ପଷ୍ଟ କରିଛି। ଶନିବାର ଇରାନର ସର୍ବୋଚ୍ଚ ନେତା ଆୟତୋଲ୍ଲା…
ଶେଖ ହାସିନାଙ୍କ ପରେ କାହିଁକି ଟାର୍ଗେଟରେ ଜାତୀୟ ପାର୍ଟି? ବାଂଲାଦେଶରେ ଥମୁ ନାହିଁ ହିଂସା
ଢାକା,୨।୧୧: ଆୱାମୀ ଲିଗ ନେତୃତ୍ୱାଧୀନ ଶେଖ ହାସିନା ସରକାରଙ୍କୁ ବାଂଲାଦେଶରେ କ୍ଷମତାରୁ ହଟାଇବା ପରେ ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ଗଠିତ ମଧ୍ୟବର୍ତ୍ତୀ ସରକାର ମଧ୍ୟ ଦେଶ ଚଳାଇବାରେ ଅସଫଳ ପ୍ରମାଣ ହେଉଛନ୍ତି। ଦେଶର ଆଇନ ଶୃଙ୍ଖଳା କ୍ରମାଗତ ଭାବେ ଖରାପ ହେଉଛି।…
Archives


