ଅନ୍ତର୍ଜାତୀୟ

ନଅ ମାସ ପରେ ମହାକାଶ ଷ୍ଟେସନରୁ ଘରକୁ ଫେରୁଛନ୍ତି ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୧୮ା୩: ମହାକାଶରେ ଦୀର୍ଘ ନଅ ମାସର ଯାତ୍ରାର ଶେଷ କରି ସୁନିତା ୱିଲିୟମ୍ସ ଏବଂ ବୁଚ୍ ୱିଲମୋର ମଙ୍ଗଳବାର ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ଆଇଏସଏସ)ରୁ ଅନଡକ୍ କରିଛନ୍ତି। ସେମାନଙ୍କର ମିଶନ, ପ୍ରାରମ୍ଭରେ ବୋଇଂର ଷ୍ଟାରଲାଇନର୍ ମହାକାଶଯାନରେ ଏକ ସଂକ୍ଷିପ୍ତ ଆଠ ଦିନିଆ…

ଗାଜା ଷ୍ଟ୍ରିପରେ ପୁଣି ବୋମା ବର୍ଷା କଲା ଇସ୍ରାଏଲ: ୨୦୦ରୁ ଅଧିକ ପାଲେଷ୍ଟାନୀଙ୍କ ମୃତ୍ୟୁ

ଗାଜା,୧୮।୩: ଇସ୍ରାଏଲ ପୁଣି ଥରେ ଗାଜା ଷ୍ଟ୍ରିପରେ ଏକ ବଡ଼ ଆକ୍ରମଣ କରିଛି। ମଙ୍ଗଳବାର ସକାଳେ ଇସ୍ରାଏଲୀ ବିମାନ ଆକ୍ରମଣରେ ସମଗ୍ର ଗାଜା ଷ୍ଟ୍ରିପ ଥରି ଉଠିଥିଲା। ଇସ୍ରାଏଲର ଏହି ଆକ୍ରମଣ ଗତ ୧୫ ମାସ ମଧ୍ୟରେ ସବୁଠାରୁ ଭୟଙ୍କର ଆକ୍ରମଣ…

China Xi Jinping: ନିଜ ଦେଶରେ ବିଦ୍ରୋହର ସାମ୍ନା କରୁଛନ୍ତି ଜିନପିଙ୍ଗ: ଡ୍ରାଗନର ହଜିଲା ନିଦ

ବେଜିଂ,୧୮।୩: ଚାଇନାର ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ)ରେ ସମ୍ପ୍ରତି ଅନେକ ବଡ଼ ପରିବର୍ତ୍ତନ ଦେଖାଯାଇଛି। ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ନେତୃତ୍ୱରେ ଦୁର୍ନୀତି ଦୂରୀକରଣ ଅଭିଯାନର ଅଂଶ ସ୍ବରୂପ ଅନେକ ବରିଷ୍ଠ ସାମରିକ ଅଧିକାରୀଙ୍କୁ ଗିରଫ କରାଯାଇଛି, କିନ୍ତୁ ଏହି ପଦକ୍ଷେପ ପ୍ରଶ୍ନ…

ଗାଜାରେ ଇସ୍ରାଏଲର ଭୟଙ୍କର ଆକ୍ରମଣ: ୧୦୦ରୁ ଅଧିକ ମୃତ

ନୂଆଦିଲ୍ଲୀ,୧୮ା୩: ମଙ୍ଗଳବାର ପ୍ରତ୍ୟୁଷରେ ଇସ୍ରାଏଲୀ ସେନା ଗାଜା ଷ୍ଟ୍ରିପ୍ ଉପରେ ଏକ ବଡ଼ ଧରଣର ଆକ୍ରମଣ ଆରମ୍ଭ କରିଛି। ଯାହା ପ୍ରାୟ ଦୁଇ ମାସ ପୂର୍ବେ ହମାସ ସହିତ ଇସ୍ରାଏଲର ଯୁଦ୍ଧବିରତି ଆରମ୍ଭ ହେବା ପରେ ଏହି ଅଞ୍ଚଳରେ ପ୍ରଥମ ବଡ଼…

ପାକିସ୍ତାନରେ ଖେଳଣା ବନ୍ଧୁକ ଉପରେ ଲାଗିଲା ପ୍ରତିବନ୍ଧକ: ଜାଣନ୍ତୁ କାହିଁକି

ପେଶାୱର,୧୭।୩: ପାକିସ୍ତାନର ପେଶାୱର ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେଉଥିବାରୁ ସ୍ଥାନୀୟ ପ୍ରଶାସନ ଖେଳଣା ବନ୍ଧୁକ ଏବଂ ଫୋଟକା ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି କରିଛି। ମସଜିଦରେ ବୋମା ବିସ୍ଫୋରଣରେ ମୁଫତି ମୁନିର ଶାକିରଙ୍କ ମୃତ୍ୟୁର ଗୋଟିଏ ଦିନ ପରେ…

ପ୍ରଧାନମନ୍ତ୍ରୀ ମୋଦି ପୁଟିନଙ୍କୁ ପରମାଣୁ ଅସ୍ତ୍ର ବ୍ୟବହାର ନକରିବାକୁ ରାଜି କରାଇଥିଲେ: ପୋଲାଣ୍ଡ ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: ପୋଲାଣ୍ଡର ଉପ-ବୈଦେଶିକ ମନ୍ତ୍ରୀ ଏବଂ ରାଜ୍ୟ ସଚିବ, ୱାଡିସଲା ତେଓଫିଲ ବାର୍ଟୋସଜେୱସ୍କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରୁଷ-ୟୁକ୍ରେନ ଯୁଦ୍ଧ ସମୟରେ ରଣନୈତିକ ପରମାଣୁ ଅସ୍ତ୍ର ବ୍ୟବହାର ନକରିବାକୁ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ରାଜି କରାଇବା ପାଇଁ ଶ୍ରେୟ ଦେଇଛନ୍ତି।…

ପୋଡକାଷ୍ଟରେ ଚାଇନା ବିଷୟରେ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି, ଚାଇନା କଲା ବାଃ ବାଃ…

ନୂଆଦିଲ୍ଲୀ,୧୭।୩: ଲେକ୍ସ ଫ୍ରିଡମ୍ୟାନ ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନକୁ ଚାଇନା ସକାରାତ୍ମକ ପ୍ରତିକ୍ରିୟା ଦେଇଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟ ଭାରତ-ଚାଇନା ସମ୍ପର୍କକୁ ମଜବୁତ କରିବା ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତବ୍ୟକୁ ପ୍ରଶଂସା କରିଛି ଏବଂ ଦୁଇ ଦେଶ ମଧ୍ୟରେ ସହଯୋଗକୁ…

NASA ଦେଲା ବଡ଼ ଅପ୍‌ଡେଟ୍‌: ବୁଧବାର ପୃଥିବୀପୃଷ୍ଠକୁ ଫେରିବେ ସୁନୀତା, ଜାଣନ୍ତୁ ପୂରା ମିଶନ…

ଓ୍ବାଶିଂଟନ,୧୭ା୩: ଦୀର୍ଘ ୯ ମାସର ପ୍ରତୀକ୍ଷା ପରେ ଘଟିବ ଅନ୍ତ। ସୁନୀତା ଓ୍ବିଲିୟମ୍ସଙ୍କ ପୃଥିବୀ ଫେରିବା ନେଇ ସୋମବାର ବଡ଼ ସୂଚନା ଦେଇଛି ନାସା। ଆସନ୍ତା ବୁଧବାର ଭୋର ୩.୩୦ ମିନିଟ୍‌ରେ ମହାକାଶରୁ ଫେରି ପୃଥିବୀପୃଷ୍ଠରେ ପହଞ୍ଚିବେ ସୁନୀତା ଓ୍ବିଲିୟମ୍ସ ଏବଂ…

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼: ୩୯ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ପିଏଡ୍‌ମୋଣ୍ଟ,୧୬ା୩: ଆମେରିକାରେ ତାଣ୍ଡବ ରଚିଛି ଘୂର୍ଣ୍ଣଝଡ଼। ଘୂର୍ଣ୍ଣଝଡ଼ରେ ସୋମବାର ସୁଦ୍ଧା ୩୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଶୁକ୍ରବାର ରାତିରେ କେନ୍ଦ୍ରୀୟ ଓ ଦକ୍ଷିଣ ଆମେରିକାରେ ଏହି ସାମୁଦ୍ରିକ ଝଡ଼ ବ୍ୟାପକ କ୍ଷୟକ୍ଷତି କରିଛି। ଘୂର୍ଣ୍ଣଝଡ଼ରେ ପବନର ବେଗ ୧୦୦…

Video: ପାକିସ୍ତାନ ସେନା ଉପରେ ଆକ୍ରମଣର ପ୍ରଥମ ଭିଡିଓ ଜାରି କଲା ବିଏଲଏ

ନୂଆଦିଲ୍ଲୀ, ୧୬ା୩: ବାଲୁଚ୍ ଲିବରେସନ୍ ଆର୍ମି (BLA) ଏକ କନଭଏ ଉପରେ ଆକ୍ରମଣରେ ୯୦ ଜଣ ପାକିସ୍ତାନୀ ସାମରିକ କର୍ମଚାରୀଙ୍କୁ ହତ୍ୟା କରିଥିବା ଦାବି କରିବାର କିଛି ଘଣ୍ଟା ପରେ, ଏହାର ସ୍ୱତନ୍ତ୍ର ବାହିନୀ ୟୁନିଟ୍, ମାଜିଦ୍ ବ୍ରିଗେଡ୍ ଆକ୍ରମଣର ପ୍ରଥମ…

ଟ୍ରମ୍ପଙ୍କୁ ବିଶ୍ୱାସ କଲେ ମୋଦି, ପାକିସ୍ତାନକୁ ନେଇ କହିଲେ ଏମିତି…

ନୂଆଦିଲ୍ଲୀ,୧୬ା୩: ପ୍ରସିଦ୍ଧ ପୋଡକାଷ୍ଟର ଏବଂ ଏଆଇ ଗବେଷକ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନକୁ ସମାଲୋଚନା କରିଛନ୍ତି। ସେ ଚାଇନା-ଭାରତ ସମ୍ପର୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ବନ୍ଧୁତା ବିଷୟରେ ମଧ୍ୟ…

ନର୍ଥ ମାସିଡୋନିଆ ନାଇଟ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ୫୧ ମୃତ, ୧୦୦ରୁ ଅଧିକ ଆହତ

ସ୍କୋପଜେ,୧୬।୩: ରବିବାର ଭୋର ସମୟରେ ଉତ୍ତର ମାସିଡୋନିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ କୋକାନିରେ ଅବସ୍ଥିତ ପଲ୍ସ ନାଇଟ କ୍ଲବରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୫୧ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତର ମାସିଡୋନିଆର ସରକାରୀ ସମାଚାର ଏଜେନ୍ସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri