ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା
ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି…
ଡଲାର, ଏସ୍ଡବ୍ଲ୍ୟୁଆଇଏଫ୍ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ
କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଉକ୍ତ ସମିଟ୍ର ଆୟୋଜନ କରୁଥିବାବେଳେ ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗଙ୍କ ସମେତ ଅନ୍ୟ…
ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…
ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍ଲା ଏବଂ ସ୍ପେସ୍ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର ସ୍ବପ୍ନକୁ ପୂରଣ କରିପାରିବ। ଆଜିଠାରୁ ସେ ପ୍ରତ୍ୟେହ ଜଣେ ବ୍ୟକ୍ତିଙ୍କୁ ୮,୦୦୦,୦୦,୦୦ ଟଙ୍କା ଦେବେ।…
ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…
ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…
ରୁଷିଆରେ ପହଞ୍ଚିଲେ ମୋଦି: କୃଷ୍ଣ ଭଜନ ଗାଇ କରାଗଲା ଭବ୍ୟ ସ୍ବାଗତ
ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କାଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଭଗବାନ କୃଷ୍ଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ…
ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା
ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ ଶେଖ ହସିନା ସରକାରଙ୍କ ବିରୋଧରେ ମୌଳବାଦୀମାନେ ତୀବ୍ର ବିରୋଧ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ…
ରୁଷିଆ ଯିବା ପୂର୍ବରୁ ସାରା ବିଶ୍ୱକୁ ଏମିତି ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୨।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରୁଷିଆର କଜାନ ଅଭିମୁଖେ ବାହାରିଛନ୍ତି। ସେ ସକାଳ ପ୍ରାୟ ୭.୪୦ ସମୟରେ ଭାରତ ଛାଡିଛନ୍ତି ଏବଂ ଦିନ ୧ଟା ମଧ୍ୟରେ ରୁଷିଆରେ ପହଞ୍ଚିବେ। ରୁଷିଆର ଯିବା ପୂର୍ବରୁ…
ହସ୍ପିଟାଲ ତଳେ ନଗଦ ସୁନା ଲୁଚାଇ ରଖିଛି ହେଜବୋଲ୍ଲା!
ଜେରୁଜେଲମ,୨୨।୧୦: ଏକ ବର୍ଷରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ସମୟରେ, ଏହି ଯୁଦ୍ଧର ନିଆଁ ଲେବାନାନ ଏବଂ ଇରାନରେ ପହଞ୍ଚିଛି । ଗାଜାରେ ହମାସ ମୁଖ୍ୟ ୟାହିୟା ସିନୱାର ଏବଂ ବେରୁଟରେ ହେଜବୋଲ୍ଲା…
ଅଷ୍ଟ୍ରେଲିଆ ପାର୍ଲାମେଣ୍ଟରେ କିଙ୍ଗ୍ ଚାଲର୍ସଙ୍କୁ ସିନେଟରଙ୍କ ଦୁର୍ବ୍ୟବହାର
ମେଲ୍ବୋର୍ନ,୨୨ା୧୦ : ବ୍ରିଟେନ ରାଜା ଚାଲର୍ସ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟକୁ ଯାଇଥିବାବେଳେ ସେଠାରେ ଲିଡିଆ ଥୋର୍ପେ ନାମ୍ନୀ ଜଣେ ସ୍ବାଧୀନ ସିନେଟର ତାଙ୍କୁ ଅପମାନିତ କରିଛନ୍ତି। କିଙ୍ଗ ଚାଲର୍ସ ଓ ତାଙ୍କ ସ୍ତ୍ରୀ କାମିଲା କାନ୍ବେରାସ୍ଥିତ ଅଷ୍ଟ୍ରେଲିଆ ପାର୍ଲାମେଣ୍ଟର ଗ୍ରେଟ୍ ହଲ୍ରେ ଉପସ୍ଥିତ…
ଆଣ୍ଡାମାନ ସାଗରରେ ବୁଡ଼ିଗଲା ବୋଟ୍: ୭ ମୃତ, ୩୦ ନିଖୋଜ
ବ୍ୟାଙ୍କ୍କ,୨୧ା୧୦: ମ୍ୟାନ୍ମାରର ଏକ ବୋଟ୍ ଆଣ୍ଡାମାନ ସାଗରରେ ବୁଡ଼ିଯିବାରୁ ୭ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୩୦ ଜଣ ନିଖୋଜ ଅଛନ୍ତି। ବୋଟ୍ଟି ୭୦ରୁ ୭୫ ଜଣ ଲୋକଙ୍କୁ ନେଇ ମ୍ୟାନ୍ମାରର ଦକ୍ଷିଣ ଭାଗରେ ଥିବା ମେଇକ୍ ଉପକୂଳ ସହରକୁ…
ଭିନ୍ନ ଅବତାରରେ ଟ୍ରମ୍ପ, ପ୍ରସ୍ତୁତ କଲେ McDonald ଫ୍ରେଞ୍ଚ ଫ୍ରାଇଜ
ପେନସିଲଭାନିଆ,୨୧।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବା ବେଳେ ସେଠାରେ ଭିନ୍ନ ଭିନ୍ନ ନିର୍ବାଚନ କୌଶଳ ମଧ୍ୟ ଗ୍ରହଣ କରାଯାଉଛି। ଏବେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଫିଲାଡେଲଫିଆରେ ଏକ ଭିନ୍ନ ଢଙ୍ଗରେ ପ୍ରଚାର କରିଛନ୍ତି। ସୂଚନାଯୋଗ୍ୟ, ଗତ ରବିବାର…
Archives


