ପଦ ସମ୍ଭାଳିବା ପରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଦୌଡି ଦୌଡି କୋର୍ଟରେ ପହଞ୍ଚିଲେ ୨୦ ରାଜ୍ୟ
ଓ୍ବାଶିଂଟନ୍,୨୨।୧: ଡୋନାଲ୍ଡ ଟ୍ରମ୍ପ ଆମେରିକାର ନୂତନ ରାଷ୍ଟ୍ରପତି ଭାବରେ ଶପଥ ନେବା ପରଠାରୁ ଆକ୍ସନ ମୋଡରେ ଅଛନ୍ତି। ପଦ ଗ୍ରହଣ କରିବା ମାତ୍ରେ ଟ୍ରମ୍ପ ଏପରି ଏକ ପଦକ୍ଷେପ ନେଇଥିଲେ, ଯାହା ପରେ ଜୋ ବାଇଡେନଙ୍କ ଡେମୋକ୍ରାଟିକ ପାର୍ଟିରେ ଅରାଜକତା ଦେଖାଦେଇଛି।…
ପୁଟିନଙ୍କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ: ୟୁକ୍ରେନ ସହ ଯୁଦ୍ଧ ବନ୍ଦ ନ କଲେ ଭୋଗିବ ପରିଣାମ
ବର୍ଲିନ/ଓ୍ବାଶିଂଟନ,୨୨।୧: -ଆମେରିକା ରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଡୋନାଲ୍ଡ ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ୟୁକ୍ରେନ ଯୁଦ୍ଧ ବନ୍ଦ ନ କଲେ ରୁଷିଆ ଉପରେ ନୂଆ କଟକଣା ଲଗାଇବାକୁ ଚେତାବନୀ ଦେଇଛନ୍ତି। ତୁରନ୍ତ ୟୁକ୍ରେନ…
ଭାରତକୁ ପୁଣି ଧମକ ଦେଲେ ୟୁନୁସ୍, ଏଭଳି ନ କଲେ ଭୋଗିବ ପରିଣାମ…
ଢାକା,୨୨।୧: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମଙ୍ଗଳବାର କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ପ୍ରୟାସ ଜାରି ରଖିବ ଏବଂ ଆବଶ୍ୟକ ହେଲେ ଅନ୍ତର୍ଜାତୀୟ ହସ୍ତକ୍ଷେପ ଲୋଡିବ। ଢାକାରୁ ପ୍ରକାଶିତ ଡେଲି ଷ୍ଟାର ଖବରକାଗଜ ଅନୁଯାୟୀ, ମଧ୍ୟବର୍ତ୍ତୀକାଳୀନ…
ଏବେ ଆମେରିକୀୟ ନାଗରିକ ହେବା ସହଜ ନୁହେଁ, ଜାଣନ୍ତୁ ଟ୍ରମ୍ପ ପରିବର୍ତ୍ତନ କରିଥିବା ଜନ୍ମଗତ ନାଗରିକତା ଆଇନ କ’ଣ? ପ୍ରଭାବିତ ହେବେ…
ଓ୍ବାଶିଂଟନ,୨୧।୧: ନାଗରିକତା ପ୍ରଦାନ ପାଇଁ ପ୍ରତ୍ୟେକ ଦେଶର ନିଜସ୍ବ ଆଇନ ରହିଛି। ବାହାରୁ ଆସୁଥିବା ବ୍ୟକ୍ତି କେବେ ଏବଂ କିପରି ନାଗରିକତା ପାଇବେ ତାହା ସେହି ଦେଶର ସମ୍ବିଧାନ ଉପରେ ନିର୍ଭର କରେ। ଏହି ନାଗରିକତା ଆଇନରେ, ଜନ୍ମାଧିକାର ନାଗରିକତା ଆଇନ…
ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୬୬ଜଣ ଜୀବନ୍ତ ଦଗ୍ଧ
ଅଙ୍କରା,୨୧।୧: ତୁର୍କୀର ଏକ ରିସର୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଅତି କମରେ ୬୬ ଜଣ ପୋଡ଼ିହୋଇ ମୃତ୍ୟୁବରଣ କରିଛନ୍ତି। ଏଥିସହ ୫୧ଜଣ ଆହତ ହୋଇଥିବା ଖବର ମଧ୍ୟ ରହିଛି। ଆହତମାନେ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ନିଆଁକୁ ନିୟନ୍ତ୍ରଣ କରାଯାଇଛି।…
ଦାୟିତ୍ୱ ନେବା ପରେ ଟ୍ରମ୍ପଙ୍କୁ ଶକ୍ତ ଝଟ୍କା ଦେଲେ ଜଣେ ଭାରତୀୟ, ଆମେରିକାରେ ଚହଳ
ଓ୍ବାଶିଂଟନ୍,୨୧।୧:ଆମେରିକୀୟ ରାଜନୀତିରେ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଭାରତୀୟ ବଂଶୋଦ୍ଭବ ବିବେକ ରାମସ୍ବାମୀ। ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣର କିଛି ଘଣ୍ଟା ମଧ୍ୟରେ, ବିବେକ ଘୋଷଣା କରିଥିଲେ ଯେ ସେ ରାଷ୍ଟ୍ରପତି ଟ୍ରମ୍ପ ପ୍ରଶାସନରେ ତାଙ୍କୁ ଦିଆଯାଇଥିବା ଦାୟିତ୍ୱରୁ ଓହରି ଯାଉଛନ୍ତି।…
ଟ୍ରମ୍ପ କଲେ ହୁଙ୍କାର, ଥରହର ଦିଲ୍ଲୀ! ଏବେ ବନ୍ଧୁତା ନା ଶତ୍ରୁତା?
ନୂଆଦିଲ୍ଲୀ,୨୧।୧:ଆରମ୍ଭ ହେଲା ହ୍ାଇଟ ହାଉସରେ ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱିତୀୟ ଇନିଂସ। ଆମେରିକା ଦଖଲ କରି ରାଷ୍ଟ୍ରପତି ଗାଦି ସମ୍ଭାଳିଲେ ଟ୍ରମ୍ପ। କିନ୍ତୁ ଶପଥ ନେଉ ନେଉ ଟ୍ରମ୍ପ ଏମିତି କିଛି ନିଷ୍ପତ୍ତି ନେଇଛନ୍ତି ଯାହାକୁ ନେଇ ଭାରତର ଟେନଶନ ବଢିଛି। ଏବେ…
ଦାୟିତ୍ୱ ନେଉ ନେଉ ଧମକ ଦେଲେ ଟ୍ରମ୍ପ, ଥରିଲେ ଦୁଇ ମହାଶକ୍ତି! ଭିଡିଓ କଲ୍ରେ କଥା ହେଲେ…
ଓ୍ବାଶିଂଟନ୍,୨୧।୧: ଡୋନାଲ୍ଡ ଟ୍ରମ୍ପ କ୍ଷମତା ଗ୍ରହଣ କରିବା ମାତ୍ରେ ସାରା ବିଶ୍ୱରେ ଚହଳ ପଡିଛି। କାରଣ ଶପଥ ଗ୍ରହଣ ପରେ ସେ ଏମିତି କିଛି ନିଷ୍ପତ୍ତି ନେଇଛନ୍ତି ଯାହାକୁ ନେଇ ଦୁଇ ମହାଶକ୍ତି ଥରି ଉଠିଛନ୍ତି। ଆମେରିକା ଦଖଲ କରିବା ପରେ…
ରାଷ୍ଟ୍ରପତି ହେବା ପରେ ଚକିତ କଲା ଭଳି ୫ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ, ସାରା ବିଶ୍ୱକୁ ଥରାଇଦେଲା..
ଓ୍ବାଶିଂଟନ୍,୨୧।୧: ସୋମବାର ଡୋନାଲ୍ଡ ଟ୍ରମ୍ପ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହା ସହିତ ସେ ଚାରି ବର୍ଷ ପରେ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଫେରିଛନ୍ତି। ୭୮ ବର୍ଷୀୟ ରିପବ୍ଲିକାନ ପାର୍ଟି ନେତା ଟ୍ରମ୍ପ ଜଣେ ଶକ୍ତିଶାଳୀ…
ଟ୍ରମ୍ପଙ୍କ ଶପଥ ଗ୍ରହଣ ଉତ୍ସବରେ ସଭିଙ୍କ ଦୃଷ୍ଟି ଆକର୍ଷଣ କଲେ ୧୭ ବର୍ଷୀୟା କାଇ ଟ୍ରମ୍ପ
ଓ୍ବାଶିଂଟନ,୨୧।୧: ଡୋନାଲ୍ଡ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହରେ ଅନେକ ସେଲିବ୍ରିଟି ଯୋଗ ଦେଇଥିଲେ। ଟ୍ରମ୍ପ କ୍ୟାପିଟାଲ ହିଲ ଭିତରେ ଥିବା ରୋଟୁଣ୍ଡା ହଲରେ ଶପଥ ଗ୍ରହଣ କରିଥିଲେ। ଏହି ସମୟରେ ତାଙ୍କ ପରିବାର ମଧ୍ୟ ହଲରେ ଉପସ୍ଥିତ ଥିଲେ। ଶପଥ ଗ୍ରହଣ…
ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୬ ମୃତ
ଅଙ୍କାରା,୨୧।୧: ଉତ୍ତର-ପଶ୍ଚିମ ତୁର୍କୀର କାର୍ଟାଲକାୟା ସ୍କି ରିସର୍ଟ ହୋଟେଲରେ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୧ ଜଣ ଆହତ ହୋଇଛନ୍ତି। ଏହି ସୂଚନା ସରକାରୀ ପ୍ରସାରକ ଟିଆରସି ଦେଇଛି। ରଏଟର୍ସ ରିପୋର୍ଟ ଅନୁସାରେ, ମଙ୍ଗଳବାର (ଜାନୁଆରୀ ୨୧)…
ଭାରତ ସମେତ ୧୧ ଦେଶକୁ ଧମକ ଦେଲେ ଟ୍ରମ୍ପ, ଖେଳିଗଲା ଆତଙ୍କ, ଏମିତି କ’ଣ କହିଦେଲେ…
ଓ୍ବାଶିଂଟନ୍,୨୧।୧: ଶପଥ ଗ୍ରହଣ ପରେ ଡୋନାଲ୍ଡ ଟ୍ରମ୍ପ ୪୭ତମ ରାଷ୍ଟ୍ରପତି ଭାବରେ ଆମେରିକାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପ ଦ୍ୱିତୀୟ ଥର ପାଇଁ ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବା ମାତ୍ରେ କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଛନ୍ତି। ଆଗାମୀ ବର୍ଷଗୁଡ଼ିକରେ ଆମେରିକାର…
Archives


