ଅନ୍ତର୍ଜାତୀୟ

ପ୍ରଥମଥର ମଣିଷ ଡିମ୍ବାଶୟରୁ ମିଳିଲା ମାଇକ୍ରୋପ୍ଲାଷ୍ଟିକ୍‌, ବଢୁଛି ଚିନ୍ତା

ରୋମ୍‌,୨୦ା୪: ପ୍ରଥମଥର ପାଇଁ ମଣିଷ ଡିମ୍ବାଶୟ ଫୋଲିକୁଲାର ତରଳ ପଦାର୍ଥରେ ମାଇକ୍ରୋପ୍ଲାଷ୍ଟିକ୍‌ ମିଳିଛି।ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଏହା ମହିଳାଙ୍କ ପ୍ରଜନନ କ୍ଷମତା ଉପରେ ଗଭୀର ପ୍ରଭାବ ପକାଇବ। ଯାହାକୁ ନେଇ ଭୟ ସୃଷ୍ଟି ହୋଇଛି। ଇକୋଟକ୍ସିକୋଲୋଜି ଏବଂ ପରିବେଶ ସୁରକ୍ଷାରେ ପ୍ରକାଶିତ…

Humanoid Robots Race: ବିଶ୍ୱର ପ୍ରଥମ: ମାରାଥନ୍‌ରେ ୨୧ କି.ମି. ଦୌଡ଼ିଲେ ୨୧ ରୋବୋ

ବେଜିଂ, ୨୦।୪ (ପି.ଟି.): ରୋବୋଟିକ୍ସ ଏବଂ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (କୃତ୍ରିମ ବୁଦ୍ଧିମତ୍ତା) କ୍ଷେତ୍ରରେ ଅନ୍ୟ ଦେଶଗୁଡ଼ିକଠାରୁ ବହୁ ଆଗରେ ଥିବା ନେଇ ଚାଇନା ପୁଣିଥରେ ପ୍ରମାଣିତ କରିଛି। ଶନିବାର ବେଜିଂରେ ବିଶ୍ୱର ପ୍ରଥମ ରୋବୋ ହାଫ୍‌ ମାରାଥନ୍‌ର ଆୟୋଜନ କରାଯାଇଛି। ବେଜିଂସ୍ଥିତ…

ଯୁଦ୍ଧବିରତି ଘୋଷଣା କଲେ ପୁଟିନ୍‌, ଯୁଦ୍ଧ ମଧ୍ୟରେ ୟୁକ୍ରେନ୍‌କୁ…

ମସ୍କୋ,୧୯।୪: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୧,୧୫୦ ଦିନ ବିତିଥିବାବେଳେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଶନିବାର ଇଷ୍ଟର ଅସ୍ତ୍ରବିରତି ଘୋଷଣା କରିଛନ୍ତି। ଅସ୍ତ୍ରବିରତି ଶନିବାର ସନ୍ଧ୍ୟାରୁ ଆରମ୍ଭ ହୋଇ ରବିବାର ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ। ରୁଷିଆ ଚିଫ୍‌ ଅଫ୍‌ ଷ୍ଟାଫ୍‌ ଭାଲେରି…

Gold Rate: ଏହି ସହରରେ ମିଳୁଛି ୬୦ହଜାର ଟଙ୍କାରେ ୨୪କ୍ୟାରେଟ ସୁନା, GST ସାଙ୍ଗକୁ ମେକିଂ ଚାର୍ଜ…

ସୁନା ଏକ ମୂଲ୍ୟବାନ ଧାତୁ। କିନ୍ତୁ ସୁନାର ମୂଲ୍ୟ ସବୁ ଦେଶରେ ସମାନ ନଥାଏ । ଏହାର ମୂଲ୍ୟ ଆମଦାନୀ ଶୁଳ୍କ, ଟିକସ, ଶ୍ରମ ଖର୍ଚ୍ଚ, ମୁଦ୍ରାର ମୂଲ୍ୟ ଓ ସ୍ଥାନୀୟ ବଜାର ନୀତି ଉପରେ ନିର୍ଭର କରେ। ଚଳିତ ବର୍ଷ…

ରୁଷିଆ-ୟୁକ୍ରେନ୍‌ ଶାନ୍ତି ଚୁକ୍ତି ନେଇ ସ୍ପଷ୍ଟ ସଙ୍କେତ ନ ମିଳିଲେ ମଧ୍ୟସ୍ଥତାରୁ ଓହରିଯିବ ଆମେରିକା

ପ୍ୟାରିସ୍‌,୧୯ା୪:ପ୍ୟାରିସ୍‌ରେ ୟୁରୋପୀୟ ଏବଂ ୟୁକ୍ରେନୀୟ ନେତାଙ୍କ ସହ ବୈଠକ ପରେ ରୁବିଓ କହିଛନ୍ତି, ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଶେଷ ପାଇଁ ଆମେରିକା ଆଉ ଅନେକ ସପ୍ତାହ ଓ ମାସ ଧରି ଉଦ୍ୟମ ଜାରି ରଖିବ ନାହିଁ। ତେଣୁ ବର୍ତ୍ତମାନ ଜରୁରୀ ଭିତ୍ତିରେ ସବୁକିଛି…

ଚାଇନାକୁ ପାନେ ଦେବାକୁ ଟ୍ରମ୍ପଙ୍କ ନୂଆ ଚାଲ୍‌: ୩ ବର୍ଷ ପାଇଁ…

ଓ୍ବାଶିଂଟନ୍‌,୧୯।୪:ଆମେରିକାର ଟ୍ରମ୍ପ ପ୍ରଶାସନ ଚାଇନା ଜାହାଜ ଉପରେ ନୂତନ ବନ୍ଦର ଟିକସ (Port Fees) ଲାଗୁ କରିବାର ଘୋଷଣା କରିଛି। ଏହା ପୁଣି ଥରେ ଆମେରିକା ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ଉତ୍ତେଜନାକୁ ବୃଦ୍ଧି କରିପାରେ। ଆମେରିକା ବାଣିଜ୍ୟ ପ୍ରତିନିଧି (USTR)…

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ପିଟିପିଟି ହତ୍ୟା

ଢାକା,୧୯।୪:ବାଂଲାଦେଶର ଦିନାଜପୁର ଜିଲାରେ ହିନ୍ଦୁ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତାଙ୍କୁ ତାଙ୍କ ଘରୁ ଅପହରଣ କରିନିଆଯାଇ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଜିଲାର ବାସୁଦେବପୁର ନିବାସୀ ଭବେଶ ଚନ୍ଦ୍ର ରୟ (୫୮)ଙ୍କ ମୃତଦେହ ଗୁରୁବାର ରାତିରେ ମିଳିଥିବା ପୋଲିସ କହିଛି।…

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼ ସଂଘର୍ଷ ଆରମ୍ଭ ହେବ, ଯାହା ବିନାଶ ଆଣିବ। ଏହି ସଂଘର୍ଷର ଫଳସ୍ବରୂପ, ୨୦୪୩ ସୁଦ୍ଧା…

Pakistani Dating App: ପାକିସ୍ତାନରେ ଚହଳ ପକାଇଛି ଏହି ଡେଟିଂ ଆପ୍‌, ଅନଲାଇନରେ ପ୍ରେମ ଖୋଜୁଛନ୍ତି ଯୁବପିଢି

ଇସଲାମବାଦ,୧୮।୪: ଏବେ ଅନେକ ଯବୁପିଢି ଡେଟିଂ ଆପ୍‌ ବ୍ୟବହାର କରୁଛନ୍ତି। ଏହି ଡେଟିଂ ଆପ୍‌ରେ ସେମାନେ ନିଜ ଜୀବନସାଥୀ ମଧ୍ୟ ପାଇ ପାରୁଛନ୍ତି। ତେବେ ଭାରତରେ ଡେଟିଂ ଆପ୍‌ର ବହୁଳ କ୍ରେଜ ରହିଥିବାବେଳେ ପଡୋଶୀ ପାକିସ୍ତାନରେ ଏବେ କିଛି ଡେଟିଂ ଆପ୍‌…

Russia Ukraine War: ରୁଷିଆ-ୟୁକ୍ରେନକୁ ଅଲଟିମେଟମ ଦେଲେ ଟ୍ରମ୍ପ, କିଛି ସପ୍ତାହ ମଧ୍ୟରେ ଚୁକ୍ତି ନ ହେଲେ…

ଓ୍ବାଶିଂଟନ,୧୮।୪: ଆମେରିକାର ରାଷ୍ଟ୍ରପତି ଭାବରେ ଶପଥ ନେବା ପରେ, ଟ୍ରମ୍ପଙ୍କ ନିଷ୍ପତ୍ତି ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧବିରତି ସୃଷ୍ଟି କରିବ ବୋଲି ମନେ ହେଉଥିଲା। ଟ୍ରମ୍ପ ମଧ୍ୟ ଏ ସମ୍ପର୍କରେ ଉଭୟ ଦେଶର ରାଷ୍ଟ୍ରପତିଙ୍କ ସହ କଥା ହୋଇଥିଲେ, କିନ୍ତୁ…

ଟ୍ରମ୍ପ୍‌ଙ୍କୁ ‘ସୁପ୍ରିମ’ ଝଟ୍‌କା: ନିଷ୍ପତ୍ତି ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟରୁ ଏକ ଝଟକା ଲାଗିଛି। ଜନ୍ମରୁ ନାଗରିକତା ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ କୋର୍ଟ ସ୍ଥଗିତାଦେଶ ଜାରି କରିଛନ୍ତି। କୋର୍ଟ ଏହି ପ୍ରସଙ୍ଗରେ ଯୁକ୍ତି ଶୁଣିବାକୁ ରାଜି ହୋଇଛନ୍ତି ଏବଂ…

‘ବିଶ୍ୱରେ ତାଙ୍କ ପରି କେହି ନାହିଁ, ୧୦୦ ପ୍ରତିଶତ ହେବ ଚୁକ୍ତି’, Giorgia Meloniଙ୍କୁ ଭେଟିବା ପରେ ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୧୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କୁ ଭେଟିଥିଲେ, ଯିଏ ଗୁରୁବାର ଶୁଳ୍କ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସର ଏକ ସରକାରୀ ଗସ୍ତରେ ଆସିଥିଲେ। ଏହି ସମୟରେ, ଟ୍ରମ୍ପ କହିଥିଲେ ଯେ ୟୁରୋପୀୟ ସଂଘ (EU) ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri