ଅନ୍ତର୍ଜାତୀୟ

ମୋଦିଙ୍କୁ ଭୁଲିଗଲେ ବାଇଡେନ୍‌

ଓ୍ବିଲ୍‌ମିଙ୍ଗଟନ୍‌,୨୩।୯ : କ୍ୱାଡ୍‌ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ ଖବରଦାତା ସମ୍ମିଳନୀରେ ବାଇଡେନ୍‌ କ୍ୱାଡ୍‌ ନେତାମାନଙ୍କ ପରିଚୟ ଦେଉଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍‌ ସମ୍ମିଳନୀ ଅବସରରେ କ୍ୟାନ୍‌ସର…

ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଅଲଜଜିରାର ରିପୋର୍ଟ ଅନୁଯାୟୀ, ହିଜବୁଲ୍ଲାର ଏହି ଆକ୍ରମଣ ପରେ ଉତ୍ତର ଇସ୍ରାଏଲର…

ଏବେ ନ ବୁଝିଲେ ଆମକୁ ବି ଭଲଭାବେ ବୁଝାଇ ଆସେ, କାହିଁକି ହିଜବୁଲ୍ଲାକୁ ଏମିତି କହିଲେ ନେତାନ୍ୟାହୁ

ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଯୁଦ୍ଧ ଆରମ୍ଭ ହୋଇଥିବାରୁ ଏହାକୁ ନେଇ ସମଗ୍ର ବିଶ୍ୱରେ ଚିନ୍ତାର ପରିବେଶ ରହିଛି। ନିକଟରେ, ୩୦୦୦ ପେଜର୍‌ ଏବଂ ଡଜନେ ୱାକି-ଟକି ଏକ ସମୟରେ ଲେବାନନରେ ବିସ୍ଫୋରଣ ହେବା ପରେ ହିଜବୁଲ ମୁଖ୍ୟ ଇସ୍ରାଏଲ ଉପରେ ରକେଟ…

ଭାଷଣ ଦେବା ସମୟରେ ଷ୍ଟେଜ ଉପରେ ମୋଦିଙ୍କୁ ଭୁଲିଗଲେ ବାଇଡେନ, ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲିଯିବା ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରିପୋର୍ଟରେ ଦର୍ଶାଯାଇଛି ଯେ ବୟସ ବଢିବା ଏବଂ ସ୍ମୃତି ଶକ୍ତି ଦୁର୍ବଳ ହେବା କାରଣରୁ ଜୋ ବାଇଡେନ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନରୁ ତାଙ୍କ…

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର କୋପେନହାଗନରେ। ଏଭଳି ଦୃଶ୍ୟ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି । ଗତ…

ପରାସ୍ତ ହେବ ଚାଇନା, କ୍ୱାଡ୍‌ ସମ୍ମିଳନୀରେ ମିଳିଲା ନେତାଙ୍କ ବଡ଼ ସଙ୍କେତ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୯: କ୍ୱାଡ୍‌ ନେତାଙ୍କ ମିଳିତ ବିବୃତ୍ତିରେ ବଡ଼ ସଙ୍କେତ ମିଳିଛି। କ୍ୱାଡ୍‌ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟ୍ରେଲିଆର ମୁଖ୍ୟମାନେ ଅଂଶଗ୍ରହଣ କରିଥିଲେ। ଏଥର ଆମେରିକାର ରାଷ୍ଟ୍ରପତି ବାଇଡେନଙ୍କ ସହର ଡେଲାଓ୍ବେରରେ କ୍ୱାଡ୍‌ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା।…

ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍‌ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା ଖଚିତ…

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

କଲମ୍ବୋ,୨୨ା୯: ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩% ଭୋଟ୍‌ ପାଇଥିବା ସୂଚନା ମିଳିଛି। ଫଳାଫଳ ଅନୁଯାୟୀ, ନ୍ୟାଶନାଲ ପିପୁଲ୍‌ ପାଓ୍ବାର (ଏନ୍‌ପିପି)ର ନେତା…

ଭାରତକୁ ଇଲିଶି ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ, ଦୂର୍ଗାପୂଜା ପାଇଁ ଆସିବ ଏତେ ମାଛ…

ନୂଆଦିଲ୍ଲୀ,୨୨।୯: ଭାରତକୁ ଇଲିଶି ମାଛ ରପ୍ତାନୀ ଉପରେ କଟକଣା ଉଠାଇଲା ବାଂଲାଦେଶ। ବାଂଲାଦେଶର ଆନ୍ତରୀଣ ସରକାର ହିନ୍ଦୁ ବଙ୍ଗାଳୀଙ୍କ ବଡ଼ ପୂର୍ବ ଦୂର୍ଗାପୂଜା ପୂର୍ବରୁ ଇଲିଶି ମାଛ ରପ୍ତାନୀ ଉପରେ ପ୍ରତିବନ୍ଧକ ଉଠାଇଛନ୍ତି। ଏନେଇ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୂଚନାନୁସାରେ…

ଏହି ସ୍ବତନ୍ତ୍ର ଡ୍ରୋନ୍‌ ପାଇଁ ଆମେରିକା ସହିତ ଭାରତର ଚୁକ୍ତି, କିଣିବା ପାଇଁ ଲାଗିବ ଏତିକି ଟଙ୍କା…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଭାରତ ଏବଂ ଆମେରିକା ରବିବାର କୋଟି କୋଟି ଡଲାର ମୂଲ୍ୟର ଡ୍ରୋନ୍‌ ଚୁକ୍ତି ସ୍ବାକ୍ଷର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ତିନି ଦିନିଆ ଗସ୍ତର ପ୍ରଥମ ଦିନରେ ଜୋ ବାଇଡେନଙ୍କୁ ଭେଟିଥିଲେ। ଏହି ସମୟରେ ମୋଦି ବାଇଡେନଙ୍କ ସହ…

କ୍ୱାଡ୍‌ ଶିଖର ସମ୍ମିଳନୀରେ ଉଠିଲା ଅନେକ ପ୍ରସଙ୍ଗ, ପ୍ରଧାନମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ୩ ଦିନିଆ ଆମେରିକା ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ଭାରତର ନରେନ୍ଦ୍ର ମୋଦି କ୍ବାଡ୍‌ ଶିଖର ସମ୍ମିଳନୀରେ ସାମିଲ ହୋଇଛନ୍ତି। ଉକ୍ତ ବୈଠକରେ ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏଥିରେ ସ୍ବାସ୍ଥ୍ୟ, ଶିକ୍ଷା, ଜଳବାୟୁ ପରିବର୍ତ୍ତନ ଉପରେ ଗୁରୁତ୍ୱାରୋପ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri