ଅନ୍ତର୍ଜାତୀୟ

‘ଆମେରିକା ସହ ପୁରୁଣା ସମ୍ପର୍କ ଶେଷ’, ଘୋଷଣା କଲେ କାନାଡା ପ୍ରଧାନମନ୍ତ୍ରୀ, ଦେଶର ଜନତାଙ୍କୁ ଦେଲେ କଡ଼ା ଚେତାବନୀ

ଓଟାଓ୍ବା,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ଉପରେ ଭାରୀ ଶୁଳ୍କ ଘୋଷଣା କରିବା ପରଠାରୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ତିକ୍ତ ହୋଇଛି। ଏହି ସମୟରେ, କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ଆମେରିକା ସହିତ କାନାଡାର ସମ୍ପର୍କ ସମ୍ପର୍କରେ ଏକ…

ନିଜକୁ କାହିଁକି ‘ଫର୍ଟିଲାଇଜେସନ ପ୍ରେସିଡେଣ୍ଟ’ ବୋଲି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଓ୍ବାଶିଂଟନ,୨୭।୩: ନିକଟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଅଜବ ବୟାନ ଦେଇଛନ୍ତି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ହ୍ବାଇଟ ହାଉସରେ ମହିଳା ଇତିହାସ ମାସ ଅବସରରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେବା ସମୟରେ, ଟ୍ରମ୍ପ ନିଜକୁ ୍‌‘ଫର୍ଟିଲାଇଜେସନ ରାଷ୍ଟ୍ରପତି’ ବୋଲି…

କିମଙ୍କ ନୂଆ କାରନାମା! AI ବ୍ୟବହାର କରି ତିଆରି କଲେ ବିପଜ୍ଜନକ ଅସ୍ତ୍ର

ସିଓଲ,୨୭।୩: ଉତ୍ତର କୋରିଆର ନେତା କିମ ଜଙ୍ଗ ଉନ କୃତ୍ରିମ ବୁଦ୍ଧିମତ୍ତା (AI) ପ୍ରଯୁକ୍ତିବିଦ୍ୟାରେ ସଜ୍ଜିତ ଏକ ଆତ୍ମଘାତୀ ଡ୍ରୋନର ପରୀକ୍ଷଣ ତଦାରଖ କରିଥିଲେ ଏବଂ କହିଛନ୍ତି ଯେ ଆଧୁନିକ ଅସ୍ତ୍ରଶସ୍ତ୍ର ବିକାଶରେ ମାନବହୀନ ନିୟନ୍ତ୍ରଣ ଏବଂ AI କ୍ଷମତା ସର୍ବୋଚ୍ଚ…

ବୁଡ଼ିଗଲା ବୁଡ଼ାଜାହାଜ: ୬ ଗବେଷକଙ୍କ ମୃତ୍ୟୁ, ୯ ଆହତ

ଇଜିପ୍ଟ,୨୭ା୩: ଗୁରୁବାର ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ବୁଡ଼ାଜାହାଜ ବୁଡ଼ି ଯାଇଛି। ଏହି ଭୟଙ୍କର ଘଟଣାରେ ଅତି କମ୍‌ରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ପ୍ରଶଂସାରେ ପୋତି ପକାଇଲା ଜାତିସଂଘ

ନ୍ୟୁୟର୍କ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ସ୍ବାସ୍ଥ୍ୟକର ଭାରତ ମିଶନ’ ଅଧୀନରେ ଦେଶବ୍ୟାପୀ ଚାଲିଥିବା ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଦେଶରେ ବ୍ୟାପକ ପରିବର୍ତ୍ତନ ଆଣିଛି। ସମଗ୍ର ବିଶ୍ୱ ଏହି ଯୋଜନାର ଶକ୍ତିକୁ ସ୍ବୀକାର କରୁଛି। ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଅଧୀନରେ ଶିଶୁ ମୃତ୍ୟୁ…

ମୋଦିଙ୍କ କଥା ରଖିଲେ ପୁଟିନ: ଭାରତ ଆସିବା ପୂର୍ବରୁ କହିଦେଲେ ଏମିତି କଥା

ନୂଆଦିଲ୍ଲୀ/ମସ୍କୋ,୨୭।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଖୁବ୍‌ଶୀଘ୍ର ଭାରତ ଗସ୍ତରେ ଆସିବେ। ରୁଷିଆ-ୟୁକ୍ରେନ ଯୁଦ୍ଧ ପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତବର୍ଷ ରୁଷିଆ ଗସ୍ତ ସମୟରେ ପୁଟିନଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ କରିଥିଲେ,…

କିଛିଦିନ ମଧ୍ୟରେ ପୁଟିନଙ୍କର ହେବ ମୃତ୍ୟୁ, ବଡ଼ ଦାବି କଲେ ଜେଲେନସ୍କି

କ୍ୱିଭ୍‌,୨୭।୩: ରୁଷିଆ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏବେ ୟୁକ୍ରେନର ରାଷ୍ଟ୍ରପତି ମଧ୍ୟ ତାଙ୍କ ସମ୍ପର୍କରେ ଏକ ନୂତନ ଦାବି କରିଛନ୍ତି। ରୁଷିଆ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ୟୁକ୍ରେନୀୟ ରାଷ୍ଟ୍ରପତି ଭ୍ଲାଡିମିର…

ଆସୁଛି ବଡ଼ ବିପଦ: ୨୦୩୦ ସୁଦ୍ଧା ମୃତ୍ୟୁକୁ ସାମ୍ନା କରିବେ ୩୦ ଲକ୍ଷରୁ ଅଧିକ ଲୋକ, ସତର୍କ କଲେ ବୈଜ୍ଞାନିକ

କାନବେରା/ନୂଆଦିଲ୍ଲୀ,୨୭ା୩: ୨୦୩୦ ସୁଦ୍ଧା ୩୦ ଲକ୍ଷରୁ ଅଧିକ ଲୋକ ମୃତ୍ୟୁର ସାମ୍ନା କରିବେ। ଗୁରୁବାର ସଦ୍ୟ ପ୍ରକାଶିତ ଏକ ଅଧ୍ୟୟନ ଅନୁଯାୟୀ, ବୈଜ୍ଞାନିକମାନେ ସତର୍କ ସୂଚନା ଜାରି କରିଛନ୍ତି। ଏଚ୍‌ଆଇଭି ନିବାରଣ ଏବଂ ଚିକିତ୍ସା କାର୍ଯ୍ୟକ୍ରମ ପାଇଁ ଅନ୍ତର୍ଜାତୀୟ ପାଣ୍ଠିରେ ହ୍ରାସ…

୪.୫ ତୀବ୍ରତା ବିଶିଷ୍ଟ ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ,୨୭।୩: ନେପାଳର ଉତ୍ତର-ପଶ୍ଚିମ ହୁମଲା ଜିଲାରେ ବୁଧବାର ସାରେ ଏକ ମଧ୍ୟମ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏଥିଯୋଗୁ କୌଣସି କ୍ଷୟକ୍ଷତିର ରିପୋର୍ଟ ଆସିନାହିଁ। ଜାତୀୟ ଭୂମିକମ୍ପ ମନିଟରିଂ ଏବଂ ଗବେଷଣା କେନ୍ଦ୍ର ଅନୁଯାୟୀ, ସା୭.୪୪ ସମୟରେ ୪.୫ ତୀବ୍ରତାର ଏକ…

ୟୁନୁସଙ୍କ ଅପେକ୍ଷାର ଅନ୍ତ, ଚିଠି ଲେଖିଲେ ମୋଦି, ହୋଇଗଲା ବଡ଼ ଡିଲ୍‌!

ଢାକା,୨୭।୩: ବାଂଲାଦେଶର ଆନ୍ତରୀଣ ସରକାର ମହମ୍ମଦ ୟୁନୁସ ଗତ କିଛି ଦିନ ଧରି ଭାରତକୁ ଅପେକ୍ଷା କରିଛନ୍ତି। ୟୁନୁସ ଜାଣନ୍ତି ଯେ ଭାରତ ସହିତ ତାଙ୍କର ସମ୍ପର୍କ ନଷ୍ଟ କରି ସେ ଅଧିକ ଦିନ ତିଷ୍ଠିପାରିବେ ନାହିଁ। ଏହି କାରଣରୁ ସେ…

ର’କୁ ନିଷିଦ୍ଧ ଘୋଷଣା ସୁପାରିସ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୭ା୩: ଭାରତରେ ଧର୍ମୀୟ ସ୍ବାଧୀନତା କ୍ଷୁଣ୍ଣ ହେବାରେ ଲାଗିଛି। ସଂଖ୍ୟାଲଘୁମାନେ ଭେଦଭାବପୂର୍ଣ୍ଣ ବ୍ୟବହାରର ସମ୍ମୁଖୀନ ହେଉଥିବା ଦର୍ଶାଇ ଆମେରିକା ଚିନ୍ତାବ୍ୟକ୍ତ କରିଛି। ଏପରି କି ଭାରତକୁ କଣ୍ଟ୍ରି ଅଫ୍‌ ପର୍ଟିକୁଲାର କନ୍‌ସର୍ନ (ସିପିସି) ଭାବେ ଘୋଷଣା କରିବା ପାଇଁ ୟୁଏସ୍‌ କମିଶନ୍‌…

ଦକ୍ଷିଣ କୋରିଆରେ ଜଙ୍ଗଲ ନିଆଁ: ଜଳିଗଲା ୩୦୦ ଘର, ୨୪ ମୃତ

ସିଓଲ,୨୭ା୩: ଦକ୍ଷିଣ କୋରିଆର ଦକ୍ଷିଣ ଭାଗ ଜଙ୍ଗଲରେ ଲାଗିଥିବା ନିଆଁରେ ଅଦ୍ୟାବଧି ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିଛି। ବନାଗ୍ନିରେ ୩୦୦ରୁ ଅଧିକ ଘର ଜଳିଯାଇଛି। ନିଆଁର ଭୟାବହତାକୁ ଦୃଷ୍ଟିରେ ରଖି ପ୍ରାୟ ୨୯,୦୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri