ଅନ୍ତର୍ଜାତୀୟ

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ ଯୋଗ ଦେଇନଥିଲେ। ଯଦିଓ ଇଭାଙ୍କା ଏହା ପୂର୍ବରୁ ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ବହୁତ କାମ…

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର କରିଥିବା ଅଭିଯୋଗରେ ୨୫ ବର୍ଷ ଜେଲ ଦଣ୍ଡାଦେଶ ଶୁଣା ଯାଇଛି। ନ୍ୟୁୟର୍କ ପୋଷ୍ଟରେ ପ୍ରକାଶିତ…

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏହି ବିବାହ କୋଲୋକାଡୋର ଆସପେନ ସହରରେ ଅନୁଷ୍ଠିତ ହେବ।…

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ତାଙ୍କର ଭଲ ସମ୍ପର୍କ ପାଇଁ ଏଲୋନ…

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା ସହ ଜଡିତ, ଯାହା ଜଷ୍ଟିନ ଟ୍ରୁଡୋଙ୍କ ସରକାରକୁ ଏକ ଶକ୍ତିଶାଳୀ ଝଟ୍‌କା ଦେବାକୁ ପ୍ରସ୍ତୁତ…

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ କର୍ତ୍ତୃପକ୍ଷ ଇତିମଧ୍ୟରେ କ୍ୟାଥୋଲିକ୍‌ ଚର୍ଚ୍ଚର ନେତା କାର୍ଡିନାଲ ପିଏରବାତ୍ତିସ୍ତା ପିଜ୍ଜାବାଲ୍ଲାଙ୍କୁ…

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା ଏକ ଦୋକାନ ସହ ବିମାନଟି ଧକ୍କା ହୋଇଥିଲା। ଏହା ପ୍ରଥମେ ବିଲ୍ଡିଂର ଚିମିନିରେ ମାଡ଼…

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର ୨ ପାଇଲଟ୍‌, ଜଣେ ଡାକ୍ତର ଏବଂ ଜଣେ କର୍ମଚାରୀ ଅଛନ୍ତି। ହେଲିକପ୍ଟରଟି ଉଡ଼ାଣ ଆରମ୍ଭ…

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ…

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ…

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି ଦେଉଛନ୍ତି। ଏଥି ସହିତ ବିଶ୍ୱର ସର୍ବ ବୃହତ ସୁପର ପାୱାର କୁହାଯାଉଥିବା ଆମେରିକା ମଧ୍ୟ…

ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଶାସନ କାଳରେ ‘ବାଧ୍ୟତାମୂଳକ ନିଖୋଜ’ ଘଟଣାରେ ଭାରତର ସମ୍ପୃକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri