ଟ୍ରମ୍ପ୍ ଟାଇମ ମାଗାଜିନର ‘ପର୍ସନ ଅଫ୍ ଦି ଇୟର’
ଓ୍ବାଶିଂଟନ, ୧୩।୧୨:ଟାଇମ ମାଗାଜିନ ପକ୍ଷରୁ ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ୨୦୨୪ ପାଇଁ ‘ପର୍ସନ ଅଫ୍ ଦି ଇୟର’ ଭାବେ ନାମିତ କରାଯାଇଛି। ଏହି ସମ୍ମାନ ଟ୍ରମ୍ପଙ୍କୁ ଦ୍ୱିତୀୟ ଥର ପାଇଁ ମିଳିଛି। ପୂର୍ବରୁ ୨୦୧୬ରେ ମଧ୍ୟ ଟାଇମ ମାଗାଜିନ…
ନିଜ ସୁନା ଚେନ୍ ବିକୁଛନ୍ତି ଫେସବୁକ ପ୍ରତିଷ୍ଠାତା, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
କାଲଫର୍ନିଆ,୧୩।୧୨: ଫେସବୁକ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ଗୋଲ୍ଡ ପ୍ଲେଟେଡ୍ କ୍ୟୁବା ଚେନ ଆଜିକାଲି ଚର୍ଚ୍ଚାରେ ଅଛି। ଏହି ଚେନ୍ ଅନଲାଇନ ନିଲାମ ପାଇଁ ଉପଲବ୍ଧ ଏବଂ ଏହାର ବିଡିଂ ୪୦,୦୦୦ ଡଲାର (ପ୍ରାୟ ୩୩ ଲକ୍ଷ) ଅତିକ୍ରମ କରିଛି। ଏହି ନିଲାମର…
ନେପାଳ ସେନା ମୁଖ୍ୟଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ
ନୂଆଦିଲ୍ଲୀ,୧୨।୧୨: ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେପାଳ ସେନା ମୁଖ୍ୟ ଅଶୋକ ରାଜ୍ ସିଗଦେଲଙ୍କୁ ଭାରତୀୟ ସେନାର ସମ୍ମାନଜନକ ଜେନେରାଲ ର଼୍ୟାଙ୍କ ପ୍ରଦାନ କରିଛନ୍ତି। ଭାରତ ଓ ନେପାଳ ମଧ୍ୟରେ ରହିଥିବା ଦୀର୍ଘ ଦୀନର…
କିଙ୍ଗ୍, କୁଇନ ହେବା ପାଇଁ ପ୍ରିନ୍ସ ଓ୍ବିଲିୟମ, ପ୍ରିନ୍ସେସ କେଟ୍ଙ୍କ ପ୍ରସ୍ତୁତି ଆରମ୍ବ
ଲଣ୍ଡନ, ୧୨।୧୨:ବ୍ରିଟେନ୍ର ଓ୍ବେଲ୍ସ ଯୁବରାଜ ଓ୍ବିଲିୟମ (୪୨) ଓ ଯୁବରାଣୀ କେଟ ମିଡିଲଟନ୍ (୪୨) କିଙ୍ଗ୍ ଓ କୁଇନ ହେବା ପାଇଁ ପ୍ରସ୍ତୁତି କରୁଛନ୍ତି ବୋଲି ଗୁରୁବାର ନ୍ୟୁୟର୍କ ଟାଇମ୍ସ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରୟାଲ ବାୟୋଗ୍ରାଫର ସାଲି…
ଇରାନରେ ହିଜାବ ନିୟମ ହେଲା ଆହୁରି କଠିନ, ଡ୍ରେସ କୋଡର ଉଲ୍ଲଂଘନ କଲେ ମିଳିବ ମୃତ୍ୟୁ ଦଣ୍ଡ
ତେହେରାନ,୧୨।୧୨: ଇରାନ ଏହାର କଠୋର ନିୟମ ପାଇଁ ବେଶ୍ ଜଣାଶୁଣା। ସୂଚନାଯୋଗ୍ୟ, ଇରାନ ହିଜାବ ସମ୍ବନ୍ଧରେ ନୂତନ ନିୟମ ଲାଗୁ କରିଛି ଯାହା ବିବାଦର କାରଣ ପାଲଟିଛି। ଏହି ନିୟମ ଅନୁଯାୟୀ, ଯଦି ମହିଳାମାନେ ହିଜାବର ନିୟମ ଉଲ୍ଲଂଘନ କରନ୍ତି, ତେବେ…
ପୁଣି ଲ୍ୟାବ୍ରୁ ଲିକ୍ ହେଲା ମାରାତ୍ମକ ଭାଇରସ୍, ଦେଶରେ ହାଇ ଆଲର୍ଟ!
କ୍ୱିନସଲ୍ୟାଣ୍ଡ,୧୨।୧୨: ପୁଣି ଲ୍ୟାବ୍ରୁ ଲିକ୍ ହୋଇଛି ମାରାତ୍ମକ ଭାଇରସ୍। ଅଷ୍ଟ୍ରେଲିଆର ଏକ ଲାବରୋଟରୀରୁ ଶତାଧିକ ଘାତକ ଭାଇରସ ନମୁନା ନିଖୋଜ ହୋଇଯାଇଛି। କ୍ୱିନସଲ୍ୟାଣ୍ଡ ସରକାର ଏହି ଦାବି କରିଛନ୍ତି। ଏହା ଏକ ଗୁରୁତର ଘଟଣା ବୋଲି ସରକାର କହିଥିବା ବେଳେ ତଦନ୍ତ…
ଚାଇନାକୁ ଧମକ ଦେଉଛି ଆମେରିକା, ଅନ୍ୟପଟେ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମକୁ କଲା ନିମନ୍ତ୍ରଣ
ଓ୍ବାଶିଂଟନ/ବେଜିଂ,୧୨।୧୨: ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ଡୋନାଲ୍ଡ ଟ୍ରମ୍ପ ଚେଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଜାନୁଆରୀ ୨୦ରେ ତାଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି। ସିବିଏସଇ ନ୍ୟୁଜ ସୂତ୍ରରୁ ଏହି ସୂଚନା ଦିଆଯାଇଛି। ରିପୋର୍ଟ ଅନୁଯାୟୀ, ନିର୍ବାଚନର କିଛି…
୨୦୨୪ରେ ଗୁଗଲରେ ଭାରତ ବିଷୟରେ ଏସବୁ ସର୍ଚ୍ଚ କରିଛନ୍ତି ପାକିସ୍ତାନୀ, ଲିଷ୍ଟ ଦେଖିଲେ ଉଡିବ ହୋଶ୍
ନୂଆଦିଲ୍ଲୀ,୧୨।୧୨: ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ପାକିସ୍ତାନ ଯିବାକୁ ଭାରତୀୟ କ୍ରିକେଟ ଦଳ ମନା କରିଦେଇଛି। ଏହାର ପ୍ରଭାବ ଦୁଇ ଦେଶ ମଧ୍ୟରେ ଥିବା ସମ୍ପର୍କ ଉପରେ ପଡିଛି। ଏହାରି ଭିତରେ ଚଳିତ ଶେଷ ହେବାକୁ ଥିବାବେଳେ ଗୁଗଲ ୨୦୨୪ରେ ଅଧିକ…
ଗିରଫ ପରେ ଦକ୍ଷିଣ କୋରିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
ସିଓଲ,୧୨ା୧୨: ଦକ୍ଷିଣ କୋରିଆରେ ଗତ ସପ୍ତାହରେ ସାମରିକ ଆଇନ ଘୋଷଣା କରିବାକୁ ନେଇ ଅଟକ ଥିବା ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଗିରଫ କରାଯିବା ପରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। କୋରିଆ ସୁଧାରାତ୍ମକ ସେବା କମିଶନର ଜେନେରାଲ ଶିନ୍ ୟୋଙ୍ଗ ହାଏଙ୍କ ସୂଚନା…
ଇତିହାସ ରଚିଲେ ଏଲନ ମସ୍କ: ପ୍ରଥମ ବ୍ୟକ୍ତି ଭାବେ ୪୦୦ ବିଲିୟନ ଡଲାର ପାର କଲା ସମ୍ପତ୍ତି
ନୂଆଦିଲ୍ଲୀ,୧୧।୧୨: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କଙ୍କ ସମ୍ପତ୍ତି ବଢ଼ିବାରେ ଲାଗିଛି। ପ୍ରଥମ ବ୍ୟକ୍ତି ଭାବେ ଏଲନଙ୍କ ସମ୍ପତ୍ତି ୪୦୦ ବିଲିୟନ ଡଲାର ଅତିକ୍ରମ କରିଛି। ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସ ଅନୁଯାୟୀ, କିଛି ସ୍ପେସ୍ ଏକ୍ସ ସେୟାର ବିକ୍ରି କରିବା…
ଗାଜାରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍: ୨୯ ମୃତ
ଦେଇର ଅଲ୍-ବଲାହ,୧୧ା୧୨: ଇସ୍ରାଏଲୀ ସେନା ମଙ୍ଗଳବାର ରାତିରୁ ଗାଜାଷ୍ଟ୍ରିପ୍ରେ ବୋମାମାଡ଼ ଜାରି ରଖିଥିବାବେଳେ ଏଥିରେ ଅନୂ୍ୟନ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଗାଜା ଉତ୍ତର ଭାଗରେ ବିସ୍ଥାପିତ ଲୋକେ ଆଶ୍ରୟ ନେଇଥିବା ଏକ ଘର ଉପରେ ବୋମାମାଡ଼ ହେବାରୁ ୧୯…
ଗୁଗ୍ଲରେ ଟ୍ରମ୍ପଙ୍କୁ ସର୍ଚ୍ଚ କରିଛନ୍ତି ସର୍ବାଧିକ ଲୋକ, ଏହା ପରେ ରହିଛି ଏହି ବ୍ୟକ୍ତିଙ୍କ ନାମ…
ଓ୍ବାଶିଂଟନ, ୧୧।୧୨: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଚଳିତବର୍ଷ ଗୁଗ୍ଲରେ ସର୍ବାଧିକ ଲୋକ ସର୍ଚ୍ଚ କରିଛନ୍ତି। ଗୁଗ୍ଲର ‘ଇୟର ଇନ୍ ସର୍ଚ୍ଚ ୨୦୨୪’ ତାଲିକାର ବ୍ୟକ୍ତିତ୍ୱ ଶ୍ରେଣୀରେ ବିଶ୍ୱବ୍ୟାପୀ ସର୍ବାଧିକ ଲୋକ ଟ୍ରମ୍ପ୍ଙ୍କୁ ସର୍ଚ୍ଚ କରିଛନ୍ତି। ଓ୍ବେଲ୍ସ ଯୁବରାଣୀ କେଟ୍…
Archives


