ଅନ୍ତର୍ଜାତୀୟ

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ, ଦୁବାଇର ବ୍ୟବସାୟୀମାନେ ଏବେ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ ଅନେକ ଘଣ୍ଟା ଧରି ଅଟକି ରହିଥିଲେ। ଯାତାୟାତରେ ସହାୟତା ଏବଂ ଉଦ୍ଧାର କାର୍ଯ୍ୟରେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ, ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରି ସାରା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ ସେ ବର୍ତ୍ତମାନ ପାଇଁ ପାକିସ୍ତାନକୁ ଗ୍ୟାସ (LNG) ଯୋଗାଣ କରିପାରିବ ନାହିଁ। 2…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା ଭାଷଣରେ ଏହି କ୍ଷମା ପ୍ରାର୍ଥନା କରିଛନ୍ତି। ଶନିବାର ସକାଳେ ବାହାରିନ, ସାଉଦି ଆରବ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ ଲୋକମାନେ ପେଟ୍ରୋଲ ପମ୍ପରେ ଇନ୍ଧନ ଅଭାବକୁ ନେଇ ଅଭିଯୋଗ କରୁଛନ୍ତି। ଅନେକ ସ୍ଥାନରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ ଅନେକ ଦେଶରେ ଅନୁଭୂତ ହେଉଛି। ପ୍ରାୟ ସମସ୍ତ ଦେଶ ଏହି ସଂଘର୍ଷରେ ସାମିଲ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି ବିଷୟରେ ସୂଚନା ପ୍ରଦାନ କରୁଛି। ରିପୋର୍ଟ ଅନୁଯାୟୀ, ମଧ୍ୟପ୍ରାଚ୍ୟରେ ଯୁଦ୍ଧଜାହାଜ ଏବଂ ବିମାନ…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ ନାବିକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହି ସମୟରେ, ଆଉ ଏକ ଇରାନୀ…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ ଦିନ ପରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ହୋଇଥିଲା। ଶୁକ୍ରବାର ଦିନ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ ନୌସେନା ସୁବିଧାରେ ରଖାଯାଇଛି। ଶ୍ରୀଲଙ୍କା ଉପକୂଳରେ ଏକ ଆମେରିକାର ବୁଡ଼ାଜାହାଜ ଏକ ଇରାନୀ…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ ସେଠାରେ ପ୍ରଥମ ସାଧାରଣ ନିର୍ବାଚନ ଅନୁଷ୍ଠିତ ହୋଇଥିବାବେଳେ ରାପର୍‌ରୁ ରାଜନେତା ହୋଇଥିବା ବଳେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri