ଅନ୍ତର୍ଜାତୀୟ

ପ୍ରତି ୨୧ ଘଣ୍ଟାରେ ଗ୍ରହର ନୂଆ ବର୍ଷ

ବ୍ରିସ୍‌ବେନ୍‌, ୨୮।୧୧:ଜ୍ୟୋତିର୍ବିଜ୍ଞାନୀମାନେ ଆମ ସୌର ଜଗତ ବାହାରେ ଏକ ବିରଳ ଗ୍ରହର ଆବିଷ୍କାର କରିଛନ୍ତି, ଯାହାର ଗୋଟିଏ ବର୍ଷ ମାତ୍ର ୨୧ ଘଣ୍ଟାରେ ଶେଷ ହୋଇଥାଏ। ‘ଟିଓଆଇ-୩୨୬୧ ବି’ ନାମକ ଏହି ଗ୍ରହ ନେପଚ୍ୟୁନ ଆକାରର ହୋଇଥିବାବେଳେ ତା’ର ନକ୍ଷତ୍ର ମଣ୍ଡଳରେ…

ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତିଙ୍କ ପରଲୋକ: ଏତିକି ବର୍ଷ ବୟସରେ ନେଲେ ଶେଷ ବିଦାୟ

ଲଣ୍ଡନ,୨୭ା୧୧: ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଜନ୍‌ ଆଲ୍‌ଫ୍ରେଡ୍‌ ଟିନିସ୍‌ଉଡ୍‌ଙ୍କର ୧୧୨ ବର୍ଷରେ ପରଲୋକ ହୋଇଯାଇଛି। ଇଂଲଣ୍ଡର ସାଉଥପୋର୍ଟ କେୟାର ହୋମ୍‌ରେ ସୋମବାର ତାଙ୍କର ଦେହାନ୍ତ ହୋଇଥିବା ପରିବାର ଲୋକେ କହିଛନ୍ତି।୧୯୧୨ ଅଗଷ୍ଟ ୨୬ରେ ଟିନିସ୍‌ଉଡ୍‌ଙ୍କ ଜନ୍ମ। ସେ ତାଙ୍କ ଜୀବନକାଳରେ…

ମହାକାଶରେ ୧୦୦ତମ ମହିଳା

ଓ୍ବାଶିଂଟନ୍‌, ୨୭ା୧୧:ଏମ୍‌ଆଇଟି ଇଞ୍ଜିନିୟର ଏବଂ ଟିଭି ଉପସ୍ଥାପିକାରୁ ମହାକାଶ ଯାତ୍ରା କରିବାରେ ୧୦୦ତମ ମହିଳା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି ଏମିଲି କାଲାଣ୍ଡ୍ରେଲି। ଜେଫ୍‌ ବେଜୋସ୍‌ଙ୍କ ଏରୋସ୍ପେସ୍‌ କମ୍ପାୀ ବ୍ଲ୍ୟୁ ଅରିଜିନ୍‌ର ୬ ଜଣିଆ ମହକାଶ ପର୍ଯ୍ୟଟକଙ୍କ ମଧ୍ୟରେ ଏମିଲି ସ୍ଥାନ…

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ ଦାସଙ୍କୁ ଜାମିନ ନ ମିଳିବାକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଗଭୀର ଚିନ୍ତା ପ୍ରକଟ…

ରୁଷିଆର ସବୁଠାରୁ ବଡ଼ ଡ୍ରୋନ୍‌ ଆକ୍ରମଣ, ୟୁକ୍ରେନ୍‌ ଉପରେ ଏହାସାଙ୍ଗରେ ଛାଡ଼ିଲା ୧୮୮ ଡ୍ରୋନ୍‌

କ୍ୱିଭ୍‌,୨୬।୧୧: ୟୁକ୍ରେନ୍‌ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ। ଏକାସାଙ୍ଗରେ ୟୁକ୍ରେନ୍‌ ଉପରେ ୧୫୦ରୁ ଅଧିକ ଡ୍ରୋନ୍‌ ଆକ୍ରମଣ କରିଛି। ଏହି ଆକ୍ରମଣରେ ୟୁକ୍ରେନ୍‌ର ବହୁତ କ୍ଷତି ପହଞ୍ଚିଥିବା ବେଳେ ଅନେକ ଅଞ୍ଚଳରୁ ବିଦ୍ୟୁତ୍‌ ଚାଲିଯାଇଛି। ଏନେଇ ୟୁକ୍ରେନ୍‌ ପକ୍ଷରୁ…

ଗୁଳି ମାରିବାକୁ ନିର୍ଦ୍ଦେଶ ଦେଲେ PCB ଅଧ୍ୟକ୍ଷ, ପାକିସ୍ତାନରେ ବଢ଼ିଲା ଉତ୍ତେଜନା; ଚାମ୍ପିଅନ୍ସ ଟ୍ରଫି ଉପରେ କଳା ବାଦଲ

ଇସଲାମାବାଦ,୨୬।୧୧: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ ହେବ। ଏହାକୁ ନେଇ ଅନିଶ୍ଚିତତା ଲାଗି ରହିଛି। ଭାରତ ସରକାର ପାକିସ୍ତାନରେ ସୁରକ୍ଷାକୁ ନେଇ ବିପଦ ଦର୍ଶାଇ ଟିମ୍‌ ଇଣ୍ଡିଆକୁ ପଠାଇବାକୁ ମନା କରିଦେଇଛନ୍ତି। ଅପରପକ୍ଷେ ପାକିସ୍ତାନୀ ବୋର୍ଡ ଟୁର୍ନାମେଣ୍ଟର ହାଇବ୍ରିଡ…

ଇସ୍କନର ଚିନ୍ମୟ ଦାସ କିଏ? ଯାହାଙ୍କ ଗିରଫ ପ୍ରତିବାଦରେ ବାଂଲାଦେଶରେ ବଢ଼ୁଛି ଉତ୍ତେଜନା…

ଢାକା,୨୬।୧୧: ଢାକା ପୋଲିସ ସୋମବାର-ନଭେମ୍ବର ୨୫ରେ ବାଂଲାଦେଶ ଇସ୍କନର ମୁଖପାତ୍ର ଚିନ୍ମୟ ଦାସଙ୍କୁ ଗିରଫ କରିଛି। ଏହା ପରେ ଦେଶରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ବିଶେଷକରି ରାଜଧାନୀ ଢାକା ଏବଂ ସଲଗ୍ନ ଶାହାବାଗ ଅଞ୍ଚଳରେ ଲୋକେ ଚିନ୍ମୟଙ୍କ ମୁକ୍ତିକୁ ନେଇ…

ଚାଇନା-କାନାଡାର ମୁଣ୍ଡବିନ୍ଧା ବଢାଇଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୬।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡା ଏବଂ ଚାଇନା ମୁଣବିନ୍ଧା ବଢାଇଛନ୍ତି। ସେ ଘୋଷଣା କରିଛନ୍ତି, ସେ କାନାଡା ଏବଂ ମେକ୍ସିକୋରୁ ଆସୁଥିବା ସମସ୍ତ ଉତ୍ପାଦ ଉପରେ ୨୫ ପ୍ରତିଶତ ଶୁଳ୍କ ଲାଗୁ କରିବେ। ଆମେରିକାରେ ଅବୈଧ…

ଘର ଉପରେ ଖସି ପଡିଲା କାର୍ଗୋ ବିମାନ

ବର୍ଲିନ,୨୬।୧୧: ପାର୍ସଲ ଏବଂ କ୍ୟୁରିଅର୍‌ ସେବା ଯୋଗାଉଥିବା ଜର୍ମାନୀର DHL କମ୍ପାନୀର ଏକ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ, ଏହି ଘଟଣା ୨୫ ନଭେମ୍ବର (ସୋମବାର) ରେ ଘଟିଥିଲା । ଏହି ଦୁର୍ଘଟଣା ଲିଥୁଆନିଆର ରାଜଧାନୀ ନିକଟରେ ଘଟିଛି…

ହିନ୍ଦୁ ସାଧୁଙ୍କ ଗିରଫକୁ ନେଇ ବାଂଲାଦେଶରେ ବଢୁଛି ହିଂସା, ଭାରତ ସରକାରଙ୍କୁ ସାହାଯ୍ୟ ମାଗିଲା ଇସ୍କନ

ଢାକା,୨୬।୧୧: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚିନ୍ମୟ ପ୍ରଭୁଙ୍କୁ ଗିରଫ କରିବା ପରେ ଉତ୍ତେଜନା ବୃଦ୍ଧି ପାଉଛି। ଚିନ୍ମୟ ପ୍ରଭୁ ଜଣେ ପରିଚିତ ଚେହେରା ଯିଏ ବାଂଲାଦେଶର ହିନ୍ଦୁ ସମ୍ପ୍ରଦାୟ ପ୍ରତି ଭେଦଭାବ ତଥା…

ଇଣ୍ଡୋନେସିଆରେ ବନ୍ୟା ଓ ଭୂସ୍ଖଳନ, ୧୬ ମୃତ

ଜାକର୍ତ୍ତା, ୨୬।୧୧: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଗତ କିଛି ଦିନ ଧରି ଲଗାଣ ବର୍ଷା ଲାଗି ରହିଥିବାରୁ ବନ୍ୟାସ୍ଥିତି ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ବନ୍ୟା ଓ ଭୂସ୍ଖଳନ ଯୋଗୁ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ସୁମାତ୍ରା ଦ୍ୱୀପର ୪ ଅଞ୍ଚଳରେ ଇଣ୍ଡୋନେସିଆ…

ପୃଥିବୀର ଅକ୍ଷ ୩୧.୫ ଇଞ୍ଚ ପୂର୍ବକୁ ଢଳିଛି

ସିଓଲ, ୨୬ା୧୧:ଅତ୍ୟଧିକ ଭୂତଳ ଜଳ ନିଷ୍କାସନ ଯୋଗୁ ୧୯୯୩ରୁ ୨୦୧୦ ମଧ୍ୟରେ ପୃଥିବୀର ଅକ୍ଷ ପ୍ରାୟ ୮୦ ସେଣ୍ଟିମିଟର(୩୧.୫ ଇଞ୍ଚ) ପର୍ଯ୍ୟନ୍ତ ପୂର୍ବ ଆଡ଼କୁ ଢଳିଛି। ଏନେଇ ସିଓଲ ଜାତୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରେ ପ୍ରକାଶ ପାଇଛି, ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri