ଗାଜାରେ ଇସ୍ରାଏଲ୍ର ଏୟାରଷ୍ଟ୍ରାଇକ୍: ୨୦ ମୃତ
ଗାଜା ସିଟି ,୧୮ା୧୧:ଇସ୍ରାଏଲୀ ସେନା ସୋମବାର ଗାଜା ଷ୍ଟ୍ରିପ୍ରେ ବୋମାମାଡ଼ କରିବାରୁ ୨୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୬ ବିସ୍ଥାପିତ ରହିଛନ୍ତି, ଯେଉଁମାନେ ଏକ ତମ୍ବୁ ତଳେ ଆଶ୍ରୟ ନେଇଥିଲେ। ରବିବାର ଏକ ବହୁତଳ ଆବାସିକ ବିଲ୍ଡିଂରେ ଇସ୍ରାଏଲ୍…
ଅମରାସୂରିୟା ହେଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ
କଲମ୍ବୋ,୧୮ା୧୧:ଗତ ଗୁରୁବାର ଅନୁଷ୍ଠିତ ପାର୍ଲାମେଣ୍ଟ ନିର୍ବାଚନରେ ଏନ୍ପିପି ବିଜୟୀ ହେବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସୋମବାର ଶିକ୍ଷାବିତ୍ ହରିନି ଅମରାସୁରିୟାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ପୁନଃ ନିଯୁକ୍ତ କରିଛନ୍ତି। ୨୨୫ ଆସନ ବିଶିଷ୍ଟି ପାର୍ଲାମେଣ୍ଟରେ ରାଷ୍ଟ୍ରପତିଙ୍କ ନେତୃତ୍ୱାଧୀନ ଏନ୍ପିପି…
କ୍ୟାନ୍ସରକୁ ଭଲ କରିପାରେ କରୋନା ! ରିପୋର୍ଟରେ ଚାଞ୍ଚଲ୍ୟକର ଖୁଲାସା
ନୂଆଦିଲ୍ଲୀ,୧୮।୧୧: ମହାମାରୀ କୋଭିଡ୍-୧୯ ଭୂତାଣୁ ସାରା ବିଶ୍ୱକୁ ଥରାଇ ଦେଇଥିଲା। କୋଭିଡ୍-୧୯ ସଂକ୍ରମଣରେ ଲକ୍ଷାଧିକ ଲୋକ ଜୀବନ ହରାଇଥିଲେ। ଏହି ମହାମାରୀ କୋଭିଡ୍-୧୯ ଭୂତାଣୁ କ୍ୟାନ୍ସର ରୋଗୀଙ୍କ ପାଇଁ ଏକ ଅପ୍ରତ୍ୟାଶିତ ଲାଭ ହୋଇପାରେ। ନିକଟରେ ହୋଇଥିବା ଏକ ଅଧ୍ୟୟନରୁ କୋଭିଡ-୧୯…
ଆମେରିକାରେ ଧରାପଡ଼ିଲେ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲ
କାଲିଫର୍ନିଆ,୧୮।୧୧: ଆମେରିକାର କାଲିଫର୍ନିଆରେ ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନମୋଲଙ୍କୁ କାବୁ କରାଯାଇଛି। ଗତ ମାସରେ ଭାରତ ସରକାର ତାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଥିଲେ। କେନ୍ଦ୍ରୀୟ ଗୃହ ବିଭାଗ କିମ୍ବା ଏନଆଇଏ ଏହି ବିଷୟରେ ସରକାରୀ ସୂଚନା ଦେଇପାରେ।…
‘ଦୟାକରି ଲଜ୍ଜା କର,’ ପ୍ରାଇଭେଟ ଭିଡିଓ ଲିକ ହେବା ପରେ ପାକିସ୍ତାନୀ ହୋଷ୍ଟ ଦେଲେ ଏମିତି ରିଆକ୍ସନ
ଇସଲାମାବାଦ,୧୮।୧୧: ଆଜିକାଲି ପାକିସ୍ତାନୀର ପ୍ରଭାବଶାଳୀ ବ୍ୟକ୍ତିଙ୍କ ବ୍ୟକ୍ତିଗତ ଭିଡିଓ ଦ୍ରୁତ ଗତିରେ ଲିକ ହେଉଛି। ବର୍ତ୍ତମାନ ଏହି ଲିକ ତାଲିକାରେ ପାକିସ୍ତାନୀ ଟିଭି ହୋଷ୍ଟ ମାଥିରା ମହମ୍ମଦଙ୍କ ନାମ ମଧ୍ୟ ଯୋଡା ଯାଇଛି। ଏହାପୂର୍ବରୁ ଟିକଟକର ମୀନାହିଲ ମଲିକ ଏବଂ ଇମଶା…
ସୌଦି ଆରବରେ ୧୦୦ରୁ ଅଧିକ ବିଦେଶୀଙ୍କୁ ଦିଆଯାଇଛି ଫାଶୀ, କେତେଜଣ ଭାରତୀୟ ଅଛନ୍ତି ଏଥିରେ ସାମିଲ? ଜାଣନ୍ତୁ…
ରିୟାଦ,୧୮।୧୧: ଚଳିତ ବର୍ଷ ସୌଦି ଆରବରେ ୧୦୦ରୁ ଅଧିକ ବିଦେଶୀଙ୍କୁ ଫାଶୀ ଦିଆଯାଇଛି (Saudi Arabia Executes Over 100 Foreigners)। ମାନବ ଅଧିକାର ସଂଗଠନର ଉଦ୍ଧୃତ ଖବର ସମ୍ବାଦ ଏଜେନ୍ସି ଏଏଫପି ଏହି ସୂଚନା ଦେଇଛି। ଗତ ତିନି ବର୍ଷ…
ଇରାନର ପରବର୍ତ୍ତି ସୁପ୍ରିମ ଲିଡର ହେବେ ମୋଜତବା? ଖାମୋନେଇ ହଠାତ୍ କାହିଁକି ପୁଅକୁ ବାଛିଲେ ଉତ୍ତରାଧିକାରୀ
ଜେରୁଜେଳମ,୧୮।୧୧: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିକ୍ତତା ବଢୁଥିବା ବେଳେ ଇରାନର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଖବର ଅନୁଯାୟୀ, ଇରାନର ସର୍ବୋଚ୍ଚ ନେତା ଅଲି ଖାମେନେଇ କୋମାକୁ ଯାଇ ଗୁରୁତର ଅସୁସ୍ଥ ହୋଇପଡିଛନ୍ତି। ଇରାନର ସର୍ବୋଚ୍ଚ ନେତା…
ଜଳବାୟୁ ପରିବର୍ତ୍ତନରୁ ବଢୁଛି ଡେଙ୍ଗୁ
ଓ୍ବାଶିଂଟନ୍,୧୮ା୧୧: ବିଶ୍ୱରେ ଡେଙ୍ଗୁ ସଂକ୍ରମଣ ବଢ଼ିବାରେ ଲାଗିଥିବାବେଳେ ଏଥିରୁ ୧୯% ମାମଲା ପାଇଁ ଜଳବାୟୁ ପରିବର୍ତ୍ତନକୁ ଦାୟୀ କରାଯାଉଛି। ୨୦୫୦ ସୁଦ୍ଧା ଆହୁରି ୪୦ରୁ ୫୦% ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। କେତେକ ଅଞ୍ଚଳରେ ୧୫୦-୨୦୦% ବୃଦ୍ଧି ପାଇବ…
ମୁଁ ତୁମକୁ ଡରି ନାହିଁ…ଏଲୋନ ମସ୍କଙ୍କୁ ଅପଶବ୍ଦ କହିଲେ ବ୍ରାଜିଲର ଫାଷ୍ଟ ଲେଡି
ବ୍ରାସିଲିଆ,୧୭।୧୧: ବ୍ରାଜିଲର ରାଷ୍ଟ୍ରପତି ଲୁଲା ଡା ସିଲଭାଙ୍କ ପତ୍ନୀ ଜାନଜା ଲୁଲା ଦା ସିଲଭା ଟେସଲା ମାଲିକ ଏଲୋନ ମସ୍କଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ବ୍ରାଜିଲର ଫାଷ୍ଟ ଲେଡି ଶନିବାର ଏକ ଜି -୨୦ ଇଭେଣ୍ଟରେ ଏଲୋନ ମସ୍କଙ୍କ ବିରୋଧରେ…
ବାୟୁ ପ୍ରଦୂଷଣ ସ୍ଥିତି ସଂଘାତିକ, ୩୦ ଦିନରେ ୧୯ ହଜାର ଲୋକ ପହଞ୍ଚିଲେ ହସ୍ପିଟାଲ
ଲାହୋର,୧୭।୧୧: ପାକିସ୍ତାନର ଲାହୋରରେ ଲୋକମାନେ ଶ୍ୱାସରୁଦ୍ଧ ହେବାରେ ଲାଗିଛନ୍ତି। ଭୟଙ୍କର ପ୍ରଦୂଷଣ ଯୋଗୁଁ ସାଧାରଣ ଜୀବନ ଏବେ ଅସ୍ତବ୍ୟସ୍ତ ହୋଇ ପଡିଛି। ଗତ ୩୦ଦିନ ମଧ୍ୟରେ ୧୯ଲକ୍ଷରୁ ଅଧିକ ଲୋକ ଶ୍ୱାସ ରୋଗରେ ପୀଡିତ ହୋଇ ଚିକିତ୍ସା ପାଇଁ ସରକାରୀ ଡାକ୍ତରଖାନାରେ…
ନିର୍ବାଚନ ହାରିବା ପରେ ବି ଆମେରିକାବାସୀଙ୍କଠାରୁ କାହିଁକି ଚାନ୍ଦା ମାଗୁଛନ୍ତି କମଲା ହାରିସ୍? ଜାଣିଲେ…
ନ୍ୟୁୟର୍କ,୧୭।୧୧: ଆମେରିକାର ନିର୍ବାଚନରେ କମଲା ହାରିସ୍ ପରାଜିତ ହୋଇଛନ୍ତି। ହେଲେ ତାଙ୍କ ଟିମ୍ ପକ୍ଷରୁ ଚାନ୍ଦା ସଂଗ୍ରହ କରାଯାଉଛି। କମଲାଙ୍କ ଟିମ୍ ଦ୍ୱାରା ପଠାଯାଇଥିବା ଇମେଲରେ କୁହାଯାଇଛି, ‘ଯେପର୍ଯ୍ୟନ୍ତ ଆମେ ଲଢ଼େଇ ଜାରି ରଖିବୁ, ଆମେରିକାର ପ୍ରତିଶ୍ରୁତିର ଆଲୋକ ଉଜ୍ୱଳ ହେବ।…
‘ବନ୍ଦେ ମାତରମ’, ଜୟଘୋଷ ସହ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ପ୍ରବାସୀ ଭାରତୀୟ
ଅବୁଜା,୧୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି ଦେଶ ଗସ୍ତର ପ୍ରଥମ ପର୍ଯ୍ୟାୟରେ ରବିବାର ସକାଳେ ନାଇଜେରିଆରେ ପହଞ୍ଚିଥିଲେ। ଆବୁଜା ବିମାନବନ୍ଦରରେ ନାଇଜେରିଆ ରାଷ୍ଟ୍ରପତି ବୋଲା ଅହମ୍ମଦ ଟିନୁବୁ ତାଙ୍କୁ ସ୍ବାଗତ କରିଥିଲେ। ସେଠାରେ ଥିବା କେନ୍ଦ୍ରୀୟ ରାଜଧାନୀ ଅଞ୍ଚଳର ମନ୍ତ୍ରୀ…
Archives


