ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra
ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍ଆଉଟ୍ ଆରମ୍ଭ କରିଛି। ଏହି ମଡେଲ୍ ଆସିବା ପରେ AI କ୍ଷେତ୍ରରେ ବଡ଼ ପରିବର୍ତ୍ତନ ନେଇ…
ମେଲୋନିଙ୍କୁ ଖାସ୍ ମେସେଜ୍ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମେଲୋନିଙ୍କୁ ନିଜର ବନ୍ଧୁ ବୋଲି ସମ୍ବୋଧନ କରି କହିଛନ୍ତି…
ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର
କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର ସୁଡ଼ଙ୍ଗ ଭିତରେ ମାଟି ଓ ଆବର୍ଜନା ତଳେ ଫସିଥିବା ୨ ଜଣ ବ୍ୟକ୍ତିଙ୍କୁ…
ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ
ଇସଲାମାବାଦ୍,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ ଛୁରି ଭୁସି ହତ୍ୟା କରିଥିବା ଅଭିଯୋଗ ହୋଇଛି। ପୋଲିସ କହିିଛି, ଟିକ୍ଟକ୍ରେ ନିଜ…
ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ
ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ ସୀମିତ କରୁଥିବା ଏକ ନୂତନ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶନାମାକୁ ଲାଗୁ କରିବାରୁ ଜଣେ ଫେଡେରାଲ…
ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍
ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର ଦ୍ୱିତୀୟ ଲଞ୍ଚ ପ୍ୟାଡ୍ରୁ ଆଜି ଭୋର ପ୍ରାୟ ୨ଟା ୫୫ ମିନିଟ୍ରେ GSLV-F17…
ଇରାନ୍କୁ ଆର୍ଥିକ ଫାଇଦା ପହଞ୍ଚାଇଲେ ପରିଣାମ ଭୋଗିବ: ଆମେରିକା
ୱାଶିଂଟନ୍,୪।୯ (ପି.ଟି.): କିର୍ଗିଜସ୍ଥାନର ବିଶ୍କେକ୍ଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇରାନ୍ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ୍ଙ୍କ ମଧ୍ୟରେ ମଙ୍ଗଳବାର ଦ୍ୱିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସାକ୍ଷାତ୍କାରର ଗୋଟିଏ ଦିନ ପରେ…
Video: ମନକୁ ଦୋହଲାଇଦେବା ଭଳି ଦୃଶ୍ୟ, ବନ୍ୟାରେ ଭାସିଆସିଥିବା ନିଷ୍ପାପ ଶିଶୁକୁ କୋଳରେ ଧରି ଭାବପ୍ରବଣ ହେଲେ ସେନା କର୍ମଚାରୀ
କାଠମାଣ୍ଡୁ,୩।୯: ନେପାଳରେ ବନ୍ୟା ଏବଂ ଧ୍ୱଂସ ମଧ୍ୟରେ ମାନବତାର ଏକ ହୃଦୟସ୍ପର୍ଶୀ କାର୍ଯ୍ୟକୁ ପ୍ରଦର୍ଶନ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଭାଇରାଲ ହେଉଛି। ଭିଡିଓରେ, କିଛି ଦିନ ପୂର୍ବରୁ ଜନ୍ମ ହୋଇଥିବା ଏକ ଶିଶୁ ବନ୍ୟା…
‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ
ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ ଏହି ପିଢ଼ିର ଦକ୍ଷତା ବିକାଶ ଏବଂ କର୍ମକ୍ଷେତ୍ର ପ୍ରସ୍ତୁତିରେ ଅସନ୍ତୁଷ୍ଟ। ଏକ ନୂଆ…
ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ
କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ଏହି ଭୂମିକମ୍ପ ରିକ୍ଟର ସ୍କେଲରେ 5.0 ଥିବା…
ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…
କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା। ବୁଧବାର, ସଂସଦରେ ଉଦ୍ବୋଧନ ଦେଇ ସେ କହିଛନ୍ତି ଯେ, ଏଭଳି ବଡ଼ ବିପର୍ଯ୍ୟୟ…
ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…
ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ ନେଲେ, ଯାହା ତାଙ୍କୁ ନିଜ ମାମଲାରେ ବିଜୟ ଦେଲା ସତ, କିନ୍ତୁ ଶେଷରେ…

