ଅନ୍ତର୍ଜାତୀୟ

ପଳାଅ ନ ହେଲେ ଜେଲ

ଓ୍ବାଶିଂଟନ୍‌,୧୪ା୪: ଆମେରିକାରେ ବିନା ପଞ୍ଜୀକରଣରେ ୩୦ ଦିନରୁ ଅଧିକ ସମୟ ଧରି ବସବାସ କରୁଥିବା ବିଦେଶୀ ନାଗରିକଙ୍କୁ ଟ୍ରମ୍ପ୍‌ ପ୍ରଶାସନର ନୂଆ ଛାଟ। ଏଣିକି ଏଭଳି ବିଦେଶୀମାନେ ଆମେରିକା ଛାଡ଼ି ପଳାଇବେ ନଚେତ୍‌ ସେମାନଙ୍କୁ ଜେଲ ଯିବାକୁ ପଡ଼ିବ ବୋଲି ଦେଶର…

Mehul Choksi Arrested: ଗିରଫ ହେଲେ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସି, ବେଲଜିୟମରୁ ଆସିବେ ଭାରତ!

ବ୍ରୁସେଲ୍ସ,୧୪।୪: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଋଣ ଠକେଇ ମାମଲାରେ ଅଭିଯୁକ୍ତ ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ବେଲଜିୟମରେ ପୋଲିସ ଗିରଫ କରିଛି। କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଆବେଦନରେ ୬୫ ବର୍ଷୀୟ ଚୋକସିଙ୍କୁ ଶୁକ୍ରବାର (୧୧ ଏପ୍ରିଲ, ୨୦୨୫) ଗିରଫ…

ପୁଣି ‘ଧୋକା’ ଦେଲା ଶ୍ରୀଲଙ୍କା, ଭାରତକୁ ଲାଗିବ ଅରବ ଟଙ୍କାର ଚୁନା, ଏହି ଦେଶ ସହ କଲା ସିକ୍ରେଟ ଡିଲ୍‌!

କଲମ୍ବୋ,୧୩।୪: ଆମର ଦକ୍ଷିଣ ପଡ଼ୋଶୀ ଶ୍ରୀଲଙ୍କା ଏକ ଛୋଟ ଦେଶ। କିନ୍ତୁ, ସମୁଦ୍ର ମଧ୍ୟଭାଗରେ ଅବସ୍ଥିତ ହୋଇଥିବାରୁ, ଏହାର ମୂଲ୍ୟ ସର୍ବଦା ଅଧିକ ରହିଥାଏ। ଏହା ମଧ୍ୟ ଏହାର ଶକ୍ତି। ଭାରତ ଏହି ଦେଶକୁ ହୃଦୟରୁ ଭଲ ପାଏ। ଭାରତ ଏହି…

ୟୁକ୍ରେନ ଉପରେ ରୁଷିଆର ଭୟଙ୍କର ଆକ୍ରମଣ: ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ର ମାଡ଼ରେ ୨୧ ମୃତ, ବ୍ୟାପକ କ୍ଷୟକ୍ଷତି…

କ୍ୱିଭ,୧୩।୪: ରୁଷିଆ-ୟୁକ୍ରେନ ଯୁଦ୍ଧ ପୁଣି ଥରେ ଭୟଙ୍କର ହେବାକୁ ଯାଉଛି। ରୁଷ ୟୁକ୍ରେନର ସୁମିରେ ଏକ ଭୟଙ୍କର ବାଲିଷ୍ଟିକ କ୍ଷେପଣାସ୍ତ୍ର ମାଡ଼ କରିଛି। ଫଳରେ ସୁମିରେ ବ୍ୟାପକ ଧ୍ୱଂସ ଘଟିଛିି। ଏହି ଆକ୍ରମଣରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା…

Myanmar Earthquake: ପୁଣିଥରେ ମ୍ୟାନମାରରେ ଜୋରଦାର ଭୂକମ୍ପ, ଭୟରେ ଲୋକେ ଘର ବାହାରକୁ ଦୌଡିଲେ

ନାପିଦାଉ,୧୩।୪: ରବିବାର ପ୍ରତ୍ୟୁଷରେ ଭାରତର ପଡ଼ୋଶୀ ଦେଶ ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଥିଲା। ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୧ ତୀବ୍ରତା ମାପ କରାଯାଇଛି। ମାର୍ଚ୍ଚ ୨୮, ୨୦୨୫ରେ ଏଠାରେ ହୋଇଥିବା ଭୂମିକମ୍ପ ସମଗ୍ର ଦେଶରେ ବିନାଶ…

ଗୋଟିଏ ଘଣ୍ଟାରେ ୨ଥର ଥରିଲା ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ରହିଛି…

ତାଜିକିସ୍ତାନ,୧୩ା୪: ରବିବାର ତାଜିକିସ୍ତାନରେ ଗୋଟିଏ ଘଣ୍ଟା ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଯାହା ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୧ ରେକର୍ଡ କରାଯାଇଥିଲା, ଯାହାକୁ ବହୁତ ଶକ୍ତିଶାଳୀ ବୋଲି କୁହାଯାଉଛି।…

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ କରିପାରେ। ଏଥିସହିତ ଆମେରିକା ଏବଂ ଚାଇନା ଭଳି ବଜାରଗୁଡ଼ିକ ଆମେରିକା, କାନାଡ଼ା ଓ ବ୍ରାଜିଲକୁ…

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ ଥିବା ୟୁକ୍ରେନର ଦୂତାବାସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦୂତାବାସ କହିଛି ଯେ ଏକ…

ଟ୍ରମ୍ପଙ୍କ ବଡ଼ ଘୋଷଣା: ଟାରିଫ ଓ୍ବାରରୁ ବାଦ ପଡ଼ିଲା ସ୍ମାର୍ଟଫୋନ, କମ୍ପ୍ୟୁଟର, ଇଲେକ୍ଟ୍ରୋନିକ ଆଇଟମ

ଓ୍ବାଶିଂଟନ,୧୨।୪: ଟାରିଫ ଓ୍ବାର ମାଧ୍ୟମରେ ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ସ୍ମାର୍ଟଫୋନ, କମ୍ପ୍ୟୁଟର ଏବଂ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ ସାମଗ୍ରୀକୁ ଟ୍ରମ୍ପ ଶୁଳ୍କରୁ ମୁକ୍ତ କରିଛି। ଏହି ପଦକ୍ଷେପ ଅନେକ ଲୋକପ୍ରିୟ ଉଚ୍ଚ ପ୍ରଯୁକ୍ତିବିଦ୍ୟା ଉତ୍ପାଦ…

ଭୂକମ୍ପ ଝଟକାରେ ଥରିଲା ୫ ଦେଶ, ଲୋକେ ଭୟଭୀତ, ବାଦ ପଡିଲାନି ଭାରତ କି ପାକିସ୍ତାନ

ନୂଆଦିଲ୍ଲୀ,୧୨।୪: ବିଶ୍ୱର ପ୍ରାୟ ୫ ଦେଶରେ ଶନିବାର ସକାଳୁ ଦ୍ୱିପ୍ରହର ମଧ୍ୟରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଏହା ରିକ୍ଟର ସ୍କେଲର ୪.୦ରୁ ୬.୫ ପର୍ଯ୍ୟନ୍ତ ଅନୁଭୂତ ହୋଇଛି। ଏସବୁ ଦେଶ ମଧ୍ୟରେ ରହିଛି ଭାରତ, ପାକିସ୍ତାନ, ତାଜାକିସ୍ତାନ, ଟୋଙ୍ଗା ଓ…

Pakistan Earthquake: ପାକିସ୍ତାନରେ ଭୂକମ୍ପ ଝଟ୍‌କା, ଘରୁ ଭୟରେ ଦୌଡିଲେ ଲୋକ

ଇସଲାମବାଦ,୧୨।୪: ଥରିଲା ପାକ୍‌। ଶନିବାର ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିକ୍ଟର ସ୍କେଲରେ 5.8 ତୀବ୍ରତାରେ ଭୂକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପ ହେବା ମାତ୍ରେ ଲୋକମାନେ ଭୟରେ ଘରୁ ବାହାରି ବାହାରକୁ…

୯୯% ସମ୍ପତ୍ତି ଦାନ କରିବାକୁ ଘୋଷଣା କଲେ ବିଲ ଗେଟ୍ସ: ଜାଣନ୍ତୁ ବାକି ୧% କରିବେ କ’ଣ

ଓ୍ବାଶିଂଟନ୍‌,୧୨।୪: ଦୀର୍ଘ ସମୟ ଧରି ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଥିବା ମାଇକ୍ରୋସଫ୍ଟର ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ବିଲ ଗେଟ୍ସ ତାଙ୍କ ସମ୍ପତ୍ତିର ୯୯ ପ୍ରତିଶତ ଦାନ କରିବାକୁ ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?