ବିଜୟ ପରେ ମୋଦିଙ୍କୁ ପ୍ରଶଂସାରେ ପୋତିଲେ ଟ୍ରମ୍ପ; କହିଲେ ସମଗ୍ର ବିଶ୍ୱ…
ନୂଆଦିଲ୍ଲୀ, ୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ଡୋନାଲ୍ଡ ଟ୍ରମ୍ପଙ୍କୁ କଲ୍ କରି ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଚମତ୍କାର ବିଜୟ ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବାର୍ତ୍ତାଳାପ ସମୟରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କରିଥିଲେ, ତାଙ୍କୁ…
ହାରିବା ପରେ ଟ୍ରମ୍ପଙ୍କୁ ଫୋନ କଲେ କମଲା, କହିଦେଲେ ବଡ଼ କଥା
ଓ୍ବାଶିଂଟନ୍,୭।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ପରାଜୟ ସ୍ବୀକାର କରିଛନ୍ତି କମଲା ହାରିସ୍। ହାୱାର୍ଡ ବିଶ୍ବବିଦ୍ୟାଳୟରେ ନିଜ ସମର୍ଥକଙ୍କ ଉଦ୍ଦେଶ୍ୟରେ ସମ୍ବୋଧନ ଦେଇ, ପରାଜୟକୁ ସ୍ବୀକାର କରିବା ସହ ଶାନ୍ତିପୂର୍ଣ୍ଣ ଭାବରେ ଡୋନାଲ୍ଟ ଟ୍ରମ୍ପଙ୍କୁ କ୍ଷମତା ହସ୍ତାନ୍ତର ପ୍ରତିଶ୍ରୁତି ଦେଇଛନ୍ତି। କମଲା କହିଛନ୍ତି,…
ଟ୍ରମ୍ପ୍ଙ୍କ ପ୍ରତ୍ୟାବର୍ତ୍ତନ
୪ ବର୍ଷର ବ୍ୟବଧାନ ପରେ ରିପବ୍ଲିକାନ୍ ଡୋନାଲ୍ଡ ଜେ. ଟ୍ରମ୍ପ୍ ହ୍ବାଇଟ୍ ହାଉସ୍କୁ ଫେରିବାକୁ ଯାଉଛନ୍ତି। ନଭେମ୍ବର ୫ରେ ଅନୁଷ୍ଠିତ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ୭୮ ବର୍ଷୀୟ ଟ୍ରମ୍ପ୍ ୨୯୪ ଇଲେକ୍ଟୋରାଲ କଲେଜ ଭୋଟ ପାଇ ନିଜ ବିଜୟ ସୁନିଶ୍ଚିତ କରିଛନ୍ତି।…
ଜିତିଲେ ଟ୍ରମ୍ପ, ମସ୍କଙ୍କ ସମ୍ପତ୍ତିରେ ୨୦ ବିଲିୟନ ଡଲାର ବୃଦ୍ଧି
ନୁୟର୍କ,୬।୧୧: ଚଳିତ ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ବ୍ୟବସାୟୀ ତଥା ଟେସ୍ଲା ସିଇଓ ଏଲନ ମସ୍କ ଖୋଲାଖୋଲି ଭାବେ ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ସପକ୍ଷରେ ପ୍ରଚାର କରିଥିଲେ। ନିର୍ବାଚନୀ ପ୍ରଚାର ପାଇଁ ସେ ଟ୍ରମ୍ପଙ୍କ ପଲିଟିକାଲ ଆକ୍ସନ…
ନିର୍ବାଚନ ତ ଜିତିଗଲେ ଟ୍ରମ୍ପ ମାତ୍ର ଆସନ୍ତାବର୍ଷ ପର୍ଯ୍ୟନ୍ତ ହୋଇପାରିବେନି ରାଷ୍ଟ୍ରପତି, ସାମ୍ନାକୁ ଆସିଲା ଏହି ବଡ଼ କାରଣ…
ଓ୍ବାଶିଂଟନ,୬ା୧୧: ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ବାଇଟ୍ ହାଉସକୁ ଏକ ଅଦ୍ୱିତୀୟ ତଥା ଶକ୍ତିଶାଳୀ ରାଜନୈତିକ ପ୍ରତ୍ୟାବର୍ତ୍ତନ କରିଛନ୍ତି କିନ୍ତୁ ସମ୍ଭବତଃ ସେ ନୂଆବର୍ଷ ପର୍ଯ୍ୟନ୍ତ ରାଷ୍ଟ୍ରପତି ହୋଇପାରିବେ ନାହିଁ। ସଠିକ୍ ଭାବରେ ବାଲଟ ଗଣନା କରିବାର ବ୍ୟାପକ ପ୍ରକ୍ରିୟା ଜାରି ରହିଥିବାରୁ…
ଶପଥ ନେଲା ପରେ ପ୍ରଥମ ନିଷ୍ପତ୍ତିରେ ଭାରତକୁ ଝଟକା ଦେଇ ପାରନ୍ତି ଟ୍ରମ୍ପ
ନୂଆଦିଲ୍ଲୀ,୬।୧୧: ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଆମେରିକା ରାଷ୍ଟ୍ରପତି ହେବାକୁ ଯାଉଥିବା ବେଳେ ଭାରତୀୟ ବ୍ୟବସାୟୀମାନଙ୍କୁ ଏଣିକି ଅଧିକ କଷ୍ଟମ ଡ୍ୟୁଟି ଦେବାକୁ ପଡିପାରେ। ବିଶେଷ କରି ଅଟୋମୋବାଇଲ୍ସ, ଟେକ୍ସଟାଇଲ ଏବଂ ଔଷଧ ଆଦି ଉପରେ ଅଧିକ କର ଦେବାକୁ ପଡିବ। କାରଣ…
ବିଶ୍ୱରେ ଶାନ୍ତି ଫେରାଇବେ ଟ୍ରମ୍ପ; ବିଜୟ ପରେ ଯୁଦ୍ଧକୁ ନେଇ ଦେଲେ ବଡ଼ ବୟାନ
ନୂଆଦିଲ୍ଲୀ,୬।୧୧: ଡୋନାଲ୍ଡ ଟ୍ରମ୍ପ ପୁଣି ହ୍ଵାଇଟ ହାଉସରେ ପ୍ରବେଶ କରିବାକୁ ଯାଉଛନ୍ତି। ତାଙ୍କ ବିଜୟ ଅଭିଭାଷଣରେ ସେ ସୂଚାଇ ଦେଇଛନ୍ତି ଯେ ଏକ ପ୍ରମୁଖ ନୀତିଗତ ନିଷ୍ପତ୍ତିରେ ସେ ବିଶ୍ୱରେ ଯୁଦ୍ଧ ସମାପ୍ତ କରିବାକୁ କାର୍ଯ୍ୟ କରିବେ। ଯଦିଓ କେଉଁଠାରେ କହିନାହାଁନ୍ତି,…
ସୁପରପାଓ୍ବାର ଲଢେଇରେ ଭାରତୀୟ ଜ୍ୱାଇଁଙ୍କ ଜିତାପଟ୍, ହେବେ ଉପରାଷ୍ଟ୍ରପତି
ଓ୍ବାଶିଂଟନ୍,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଏକ ଐତିହାସିକ ବିଜୟ ହାସଲ କରିଛନ୍ତି। ତେବେ ବହୁମତ ପାଇବା ପରେ ତାଙ୍କ ସମର୍ଥକଙ୍କୁ ସମ୍ବୋଧିତ କରି ଧନ୍ୟବାଦ ଜଣାଇଛନ୍ତି। ଏହି ସମୟରେ ତାଙ୍କ ରନିଂ ମେଟ୍ ବା ଉପରାଷ୍ଟ୍ରପତି ପ୍ରାର୍ଥୀ ଜେଡି…
ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇବେ ନାହିଁ ପୁଟିନ୍
ଓ୍ବାଶିଂଟନ/ମସ୍କୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ୍ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ବିଜେତା ହୋଇଛନ୍ତି। ରିପବ୍ଲିକାନ ପ୍ରାର୍ଥୀ ଟ୍ରମ୍ପଙ୍କୁ ୨୭୭ ଇଲେକ୍ଟୋରାଲ ଭୋଟ୍ ମିଳିଥିବା ବେଳେ ଡେମୋକ୍ରେଟିକ୍ ପ୍ରାର୍ଥୀ କମଲା ହାରିସ ବହୁମତରୁ ପଛରେ ରହିଯାଇଛନ୍ତି। ତେବେ…
୩ ବିବାହ, ୫ ସନ୍ତାନ, ରିଅଲ୍ ଇଷ୍ଟେଟ୍ କିଙ୍ଗ…ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆହୁରି ଭଲରେ ଜାଣନ୍ତୁ…
ଓ୍ବାଶିଂଟନ,୬।୧୧: ପୁଣି ଥରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ଏହି ବିଜୟକୁ ନେଇ ସେ ଦେଶବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ୟୁନାଇଟେଡ୍ ଷ୍ଟେଟ୍ସ ହାଉସ୍ର ସ୍ପିକର୍ ଜନସନ୍ ମଧ୍ୟ ଟ୍ରମ୍ପଙ୍କ ବିଜୟକୁ ନେଇ ଘୋଷଣା କରିଥିବା…
ଟ୍ରମ୍ପ ଜିତିବା ପରେ ଚାଇନାର ବଢିଲାଣି ଟେନଶନ, ବିଶ୍ୱରେ ହଲଚଲ
ଓ୍ବାଶିଂଟନ୍,୬।୧୧: ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଆମେରିକା ନିର୍ବାଚନରେ ବାଜି ମାରି ନେଇଛନ୍ତି। ସେ ଦେଶର ୪୭ତମ ରାଷ୍ଟ୍ରପତି ମୁକୁଟ ପିନ୍ଧିବାକୁ ଯାଉଛନ୍ତି। ଟ୍ରମ୍ପ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ କମଲା ହାରିସଙ୍କୁ ଶୋଚନୀୟ ଭାବେ ପରାଜିତ କରିଛନ୍ତି। ତେବେ ଟ୍ରମ୍ପଙ୍କ ଏହା…
ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଖାସ୍ ବାର୍ତ୍ତା ପଠାଇଲେ ମୋଦି, ଏକ୍ସରେ ଲେଖିଲେ…
ନୂଆଦିଲ୍ଲୀ, ୬।୧୧: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି କହିଛନ୍ତି, ଐତିହାସିକ ବିଜୟ ପାଇଁ ମୋର ବନ୍ଧୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା। ମୁଁ ଭାରତ-ଆମେରିକାର ବିସ୍ତୃତ ଗ୍ଲୋବାଲ ଏବଂ ଷ୍ଟ୍ରାଟେଜିକ…
Archives


