ଅନ୍ତର୍ଜାତୀୟ

କିଏ ସେହି କମଲା ହାରିସ, ଯିଏ ହେବେ ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ

ଓ୍ବାଶିଂଟନ,୨୨।୭: ଆମେରିକାର ୪୭ତମ ରାଷ୍ଟ୍ରପତିଙ୍କ ନିର୍ବାଚନ ଚଳିତ ବର୍ଷ ଶେଷରେ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଜଣେ ଭାରତୀୟ ମୂଳ ନେତା ଆମେରିକାର ଶକ୍ତିର ଶୀର୍ଷରେ ପହଞ୍ଚି ବାର ସମ୍ଭବନା ରହିଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ନିର୍ବାଚନରେ…

ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ୍‌: କମଲା ହାରିସ୍‌ ହେବେ ଡେମୋକ୍ରାଟିକ୍‌ ପ୍ରାର୍ଥୀ

ଓ୍ବାଶିଂଟନ,୨୨ା୭ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ରବିବାର ହ୍ବାଇଟ୍‌ ହାଉସ୍‌ ଦୌଡ଼ରୁ ଓହରିଯାଇଛନ୍ତି। ଆସନ୍ତା ନଭେମ୍ବର ୫ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟିକ୍‌ ପାର୍ଟିରୁ ସେ ଲଢ଼ିବେ ନାହିଁ ବୋଲି ଏକ୍ସ’ରେ ସ୍ପଷ୍ଟ କରିଛନ୍ତି। ଜାତୀୟ ଓ ଦଳୀୟ ସ୍ବାର୍ଥ…

ଚାଇନାରେ ଭୟଙ୍କର ବନ୍ୟା

ସାନ୍‌ଗ୍ଲୁ ,୨୧ା୭ ଚାଇନାର ଉତ୍ତର ଏବଂ ଉତ୍ତରପୂର୍ବାଞ୍ଚଳରେ ସପ୍ତାହେ ହେଲା ପ୍ରବଳ ବର୍ଷା ଲାଗି ରହିବା ଫଳରେ ବହୁ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି। ବର୍ଷା ବିତ୍ପାତ ଓ ବନ୍ୟାରେ ୨୫ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ନିଖୋଜ ହୋଇଯାଇଛନ୍ତି। ଶାନ୍‌କ୍ସିରେ…

ତୁର୍କୀରୁ ବିଦ୍ୟୁତ୍‌ ଆମଦାନୀ କରିବ ଇରାକ

ତେହରାନ,୨୧ା୭: ଇରାକ ବର୍ତ୍ତମାନ ତୁର୍କୀରୁ ଦେଶକୁ ବିଦ୍ୟୁତ୍‌ ଆମଦାନୀ କରିବ। ଏକ ବିବୃତ୍ତିରେ ଇରାକ ରବିବାର କହିଛି, ଏକ ନୂତନ ବିଦ୍ୟୁତ୍‌ ଲାଇନ ତୁର୍କୀରୁ ଏହାର ଉତ୍ତର ରାଜ୍ୟକୁ ଆଣିବ। ଦୀର୍ଘଦିନର ବିଦ୍ୟୁତ୍‌ ସରବରାହକୁ ହ୍ରାସ କରିବା ପାଇଁ ଶକ୍ତି ଅଧିକାରୀମାନେ…

ସଂସଦରେ ଆସ୍ଥା ଭୋଟରେ ଜିତିଲେ ଓଲି

କାଠମାଣ୍ଡୁ,୨୧।୭: ନେପାଳର ନୂତନ ଭାବେ ନିଯୁକ୍ତ ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଆଜି (ଜୁଲାଇ ୨୧) ରବବାର ସଂସଦରେ ଟ୍ରଷ୍ଟ ଭୋଟ ଜିତିଛନ୍ତି। ବରିଷ୍ଠ କମ୍ୟୁନିଷ୍ଟ ନେତା ଓଲି ଏକ ସପ୍ତାହ ପୂର୍ବରୁ କ୍ୟାବିନେଟର ଅନ୍ୟ ୨୧ ଜଣ ସଦସ୍ୟଙ୍କ ସହ…

ମେରିଟ୍‌ ଭିତ୍ତିରେ ମିଳିବ ୯୩% ସରକାରୀ ଚାକିରି: ବିବାଦୀୟ ସଂରକ୍ଷଣ ବ୍ୟବସ୍ଥାରେ ପରିବର୍ତନ କଲେ ବାଂଲାଦେଶ ସୁପ୍ରିମକୋର୍ଟ

ଭୁବନେଶ୍ୱର,୨୧।୭: ହିଂସାତ୍ମକ ବିରୋଧ ମଧ୍ୟରେ ବାଂଲାଦେଶର ସୁପ୍ରିମକୋର୍ଟ ରବିବାର ସରକାରୀ ଚାକିରିରେ ସଂରକ୍ଷଣ ବ୍ୟବସ୍ଥା ବଜାୟ ରଖିବାକୁ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ବାତିଲ କରିଛନ୍ତି। ତେବେ ସୁପ୍ରିମକୋର୍ଟ ଏହି ସଂରକ୍ଷଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ରଦ୍ଦ କରି ନାହାଁନ୍ତି। ସଂରକ୍ଷଣ ବ୍ୟବସ୍ଥାକୁ ବଜାୟ…

ଏଲନ ମସ୍କଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିଲ ଗେଟ୍ସ

ଓ୍ବାଶିଂଟନ୍‌,୨୧।୭: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ ଟେସଲା ତଥା ଏକ୍ସର ମାଲିକ ଏଲନ ମସ୍କଙ୍କୁ ପ୍ରଶଂସା କରିଛନ୍ତି। ଏକ ସାକ୍ଷାତକାରରେ ଜଳବାୟୁ ପରିବର୍ତ୍ତନକୁ ନେଇ ଖୋଲା ମତ ରଖିଥିବା ବିଲ ଗେଟ୍ସ କହିଛନ୍ତି, ଜଳବାୟୁ ପରିବର୍ତ୍ତନ ବିରୋଧରେ ଲଢ଼ିବାରେ ଟେସଲା ଏକ…

୧୫ ଦିନ ତଳେ କରିଥିଲେ ବିବାହ, ସାମାନ୍ୟ କଥାରୁ ଗୁଳିକରି ହତ୍ୟା

ନୂଆଦିଲ୍ଲୀ, ୨୧।୭: ରାସ୍ତାରେ କାର ପାର୍କିଂକୁ ନେଇ ସାମାନ୍ୟ ଯୁକ୍ତି ତର୍କରୁ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯାଇଛି । ଏପରି ଏକ ଘଟଣା ଆମେରିକାରେ ରହୁଥିବା ଜଣେ ଭାରତୀୟ ବଂଶଦ୍ଭୋବଙ୍କ ସହ ଘଟିଛି । ଅନ୍ୟଜଣେ କାର ଚାଳକଙ୍କ…

ସ୍ତ୍ରୀ ସମେତ ୪୨ ମହିଳାଙ୍କୁ କରିଛି ହତ୍ୟା, ଶବକୁ ଖଣ୍ଡଖଣ୍ଡ କରି…

ନୂଆଦିଲ୍ଲୀ,୨୧।୭: କେନିଆର ରାଜଧାନୀ ନୈରେବୀରେ ଜଣେ ବ୍ୟକ୍ତି ୪୨ ମହିଳାଙ୍କୁ ହତ୍ୟା କରିବା ଘଟଣା ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ଲୋମ ଟାଙ୍କୁରା ଘଟଣା ସମ୍ପୁର୍ଣ୍ଣ ଦେଶକୁ ଦୋହଲାଇ ଦେଇଛି। ବ୍ୟକ୍ତି ଜଣକ ନିଜ ସ୍ତ୍ରୀ ସହିତ ସମସ୍ତ…

ସଂରକ୍ଷଣ ବିରୋଧୀ ଆନ୍ଦୋଳନ: ସଂଘର୍ଷରେ ଗଲାଣି ୧୩୦ ଜୀବନ

ଢାକା,୨୧।୭: ବାଂଲାଦେଶ ସରକାରୀ ନିଯୁକ୍ତିରେ ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର ଦାବିରେ ଆନ୍ଦୋଳନ ଉଗ୍ର ହେବାରେ ଲାଗିଛି। ଆନ୍ଦୋଳନକାରୀ ଓ ପୋଲିସ ମଧ୍ୟରେ ସଂଘର୍ଷ ଘଟି ଇତିମଧ୍ୟରେ ୧୩୦ ଜଣଙ୍କ ଜୀବନ ଯିବା ସହ ବହୁସଂଖ୍ୟାରେ ଆହତ ହେଲେଣି। ଉତ୍ତ୍ୟକ୍ତ ଆନ୍ଦୋଳନକାରୀ ବାଂଲାଦେଶର…

ସ୍ତ୍ରୀ ପାଇଁ ଦିନକୁ ୩୨୦ କି.ମି. ଯାତ୍ରା

ବେଜିଂ,୨୧ା୭: ଚାଇନାର ଜଣେ ନବ ବିବାହିତ ବ୍ୟକ୍ତି ନିଜ ସ୍ତ୍ରୀଙ୍କୁ ଭେଟିବା ପାଇଁ ଦୈନିକ ୩୨୦ କି.ମି. ଯାତ୍ରା କରି ଚର୍ଚ୍ଚାକୁ ଆସିଛନ୍ତି। ସ୍ତ୍ରୀଙ୍କ ପ୍ରତି ଭଲ ପାଇବା ତାଙ୍କୁ ପ୍ରତିଦିନ ଏତେ ବାଟକୁ ଟାଣିନେଉଥିବା ବିଷୟ ସେ ସୋସିଆଲ ମିଡିଆରେ…

ବନ୍ୟାରେ ଭାସିଗଲା ବ୍ରିଜ୍‌, ୧୧ ଲୋକଙ୍କ ମୃତ୍ୟୁ, ୩୦ ନିଖୋଜ

ବେଜିଂ, ୨୦ା୭: ଚାଇନାର ଶାନକ୍ସି ପ୍ରଦେଶରେ ଅଚାନକ ବନ୍ୟା ଆସିଯିବାରୁ ଏକ ବଡ଼ ଦୁର୍ଘଟଣା ଘଟିଛି । ଏକ ରାଜପଥର ବ୍ରିଜ ଆଂଶିକ ଭୁଶୁଡି ପଡିବାରୁ ପାଖିପାଖି ୧୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୩୦ ରୁ ଅଧିକ ଲୋକ ନିଖୋଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri